-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||     

HOME   ଜିଲ୍ଲା

*ନୂଆପଡ଼ା ଜିଲ୍ଲା ହାତିବନ୍ଧା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରୌପ୍ୟ ଜୟନ୍ତୀ ପାଳିତ*

15-Jan-2025



ନୂଆପଡା (ଡୋଲେଶ୍ୱର ବାଗ )
 ନୂଆପଡ଼ା ଜିଲ୍ଲା ହତିବନ୍ଧା ସରସ୍ୱତୀ  ଶିଶୁ ବିଦ୍ୟା ମନ୍ଦିର ରୌପ୍ୟ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉତ୍ସବ ରେ ମୁଖ୍ୟ ଅତିଥି ରୂପେ କଳାହାଣ୍ଡି ସାଂସଦ ମାଳବିକା ଦେବୀ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିବା ବେଳେ ଶିକ୍ଷା, ପ୍ରାଚୀନ ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚିନ୍ତା ଧାରା ରେ ଉତ୍ତମ ବିଦ୍ୟାର୍ଥୀ ଗଠନ କରୁଅଛି ଏହି ଅନୁଷ୍ଠାନ ବୋଲି ମତବ୍ୟକ୍ତ କରିଥିଲେ। ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଯୋଗ ଦେଇ ଉପାନ୍ତ ଅଞ୍ଚଲରେ ଶିକ୍ଷାର ଜ୍ୟୋତି ପ୍ରଦାନ କରି ଆସୁଥିବା ଅନୁଷ୍ଠାନ ସଦସ୍ୟ ଜଣେ ସଜାଗ ପ୍ରହରୀ ବୋଲି ମତବ୍ୟକ୍ତ କରିଥିଲେ। ପୂର୍ବତନ ସାଂସଦ ଅର୍କ କେଶରୀ ସିଂ ଦେଓ ଯୋଗ ଦେଇଥିଲେ। ଗାୟତ୍ରୀ ପରିବାର ପକ୍ଷ ରୁ ସ୍ବାଗତ ସଙ୍ଗୀତ ଗାନ କରିଥିଲେ।  ଅନ୍ୟମାନଙ୍କ ମଧ୍ୟରେ ବ୍ଲକ୍ ଅଧ୍ୟକ୍ଷା ବ୍ଲକ ଉପାଧ୍ୟକ୍ଷ ମୀନା  ଘିବେଲା, ବିଡ଼ିଓ ସିନାପାଲି  ପରିଚାଳନା କମିଟି ସଭାପତି ହୁକୁମ ଅଗ୍ରୱାଲ, ଗ୍ରାମ ଗାଉନ୍ତିଆ ଚିତ୍ର ଭାନୁ ସିଂ ମାଝୀ, ହାତିବନ୍ଧା ହାଇସ୍କୁଲ ପ୍ରଧାନ ଶିକ୍ଷକ ଖଗେଶ୍ବର ଦାସ ପ୍ରମୁଖ ଯୋଗ ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026

You Might Also Like