-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||     

HOME   ଜିଲ୍ଲା

କୁଣ୍ଡାପୋଷି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରତିଭା ଉତ୍ସବ  

15-Jan-2025



କୁଚିଣ୍ଡା: କୁଚିଣ୍ଡା ବ୍ଲକ କଲୋନୀସ୍ଥିତ କୁଣ୍ଡାପୋଷି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ମାଧବୀ ପଟେଲ ଙ୍କ ସଭାପତିତ୍ବରେ ପ୍ରତିଭା ବିକାଶ ଅଭିଯାନ ର ପ୍ରତିଭା ଉତ୍ସବ ପାଳିତ ହୋଇ ଯାଇଛି ।ଏହି ଉତ୍ସବରେ ଶିକ୍ଷାବିତ୍ ଓ ସାହିତ୍ୟିକ  ସୁବାସ ଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇ ସ୍କୁଲ ପରିସରରେ ଥିବା ଜବାହର ଲାଲ ନେହେରୁ ଓ ଜୟନ୍ତୀ ଅବସରରେ  ବ୍ୟାସ କବି ଫକିର ମୋହନ ଙ୍କ ଫଟୋ ଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପୂର୍ବରୁ ଆୟୋଜିତ ବିଭିନ୍ନ ମହାପୁରୁଷ ଙ୍କ ଉପରେ ସାଧାରଣ ଜ୍ଞାନ  ଓ ଗଳ୍ପ ଲିଖନ ପରୀକ୍ଷାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହ ସେମାନଙ୍କ ପଦାଙ୍କ ଅନୁସରଣ ପାଇଁ ଆହ୍ବାନ ଦେଇଥିଲେ ।ପ୍ରାରମ୍ଭରେ ଛାତ୍ରୀ ଶୁଭଶ୍ରୀ ରକ୍ସା ଙ୍କ ନେତୃତ୍ୱରେ ସ୍ଵାଗତ ସଙ୍ଗୀତ ଗାନ କରି ଥିବା ବେଳେ ଅଭିଯାନର ସଂଯୋଜକ ରମେଶ କିସାନ ଅନୁଷ୍ଠାନ ର ବିବରଣୀ ପାଠ କରିଥିଲେ ।କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟିତ୍ରୀ  ଗୋଦାବରୀ ତଣ୍ଡିଆ ସଂଯୋଜନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ ।ଶେଷରେ ମିଳିତ ଭାବରେ ଜାତୀୟ ସଙ୍ଗୀତ ଗାନ  ପରେ  ଅନ୍ୟତମ ସହକାରୀ ଶିକ୍ଷୟିତ୍ରୀ ଅପୂର୍ନା ପଟେଲ ଧନ୍ୟବାଦ୍ ଅର୍ପଣ କରିଥିଲେ ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026

You Might Also Like