-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||     

HOME   ଜିଲ୍ଲା

କଲାପଥର କଲେଜରେ ରାଷ୍ଟ୍ରୀୟ ଯୁବା ଦିବସ ପାଳିତ

15-Jan-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା
ବୀରମହାରାଜପୁର ଉପଖଣ୍ଡର କଳାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ଠାରେ ବୁଧବାର  ବିଶ୍ୱବନ୍ଦିତ ସ୍ୱାମୀ ବିବେକାନନ୍ଦ ଙ୍କ ଜୟନ୍ତୀ ଉପଲକ୍ଷେ ରାଷ୍ଟ୍ରିୟ ଯୁବା ଦିବସ ପାଳିତ ହେଇଯାଇଛି । ଉକ୍ତ ସଭାରେ କଲେଜ ଅଧ୍ୟକ୍ଷ  ଶ୍ରୀକାନ୍ତ ପଧାନ  ସ୍ୱାମୀ ବିବେକାନନ୍ଦ ଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ ପୁର୍ବକ ସଭାପତିତ୍ୱ କରି ସ୍ୱାମୀ ବିବେକାନନ୍ଦ ଙ୍କ ସ୍ମୃତି ଚାରଣ କରିବା ସହ ଯୁବଶକ୍ତି ଏକ ଅପରାଜିତ ଶକ୍ତି, କୈାଣସି ବାଧାବିଘ୍ନରେ ଅଟକି ନଯାଇ ସତ୍ ପଥରେ ସଂଘର୍ଷ କଲେ ଜୀବନ ସଫଳ ହେବ ଓ ନୈତିକ ମୁଲ୍ୟବୋଧ ହିଁ ଯୁବାବର୍ଗର ମୁଳଅସ୍ତ୍ର ବୋଲି ଉଦ୍ ବୋଧନ ଦେଇଥିଲେ । ରେଡ୍ କ୍ରସ୍ କାଉନ୍ସେଲର୍ ଅଧ୍ୟାପକ  କିଶୋର କୁମାର ସାହୁ ରାଷ୍ଟ୍ରିୟ  ଯୁବା ଦିବସ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକ ପାତ କରିବା ସହିତ ଜୀବନରେ ସଫଳତା ପ୍ରାପ୍ତିର ମାର୍ଗ ଦର୍ଶାଇଥିଲେ । ଅଧ୍ୟାପକ ଶ ଶାଙ୍କ ଶେଖର ସୁଆର ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ସମସ୍ତ ଛାତ୍ରଛାତ୍ରୀ ଅଧ୍ୟାପକ ଅଧ୍ୟlପିକା ଓ କର୍ମଚାରୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   20-Aug-2026
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026

You Might Also Like