-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||     

HOME   ଜିଲ୍ଲା

ସରକରୀ ମହିଳା ମହାବିଦ୍ୟାଳୟରେ ଓଡିଆ ପାଠଚକ୍ର 

16-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ର ସଭାଗୃହରେ ସ୍ନାତକୋତ୍ତର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ଯରେ  "ମାଟିର ମଣିଷ:ଏକ ଆଲୋଚନା" ଶୀର୍ଷକ ଏକଦିବସୀୟ ସମ୍ପାନ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଅରବିନ୍ଦ ଓଝା କାର୍ଯ୍ଯକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସୋନପୁର ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଡଃ ମୀନକେତନ କୁମ୍ଭାର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ମାଟିର ମଣିଷ ଉପନ୍ୟାସ ସଂପର୍କିତ ବିଭିନ୍ନ ପ୍ରବନ୍ଧ ଉପସ୍ଥାପନ ରେ ଛାତ୍ରୀ ଉର୍ମିଳା ପଟେଲ,ତୃପ୍ତିମୟୀ ବିଶ୍ବାଳ,ସ୍ବୟଂପ୍ରଭା ପୂଝାରୀ ସକ୍ରୀୟ ଭୂମୀକା ଗ୍ରହଣ କରିଥିଲେ । ଉପନ୍ୟାସ ର ପ୍ରାସଂଗିକ ଆଲୋଚନା ହେବା ସହ ତୁଳନାତ୍ମକ ଦିଗ ଉପରେ ଆଲୋଚନାଚକ୍ର ଟି କେନ୍ଦ୍ରୀଭୂତ ହୋଇଥିଲା । ଡଃ ସରୋଜ କୁମାର ଜଗଦଲା ସଭା ସଂଚାଳନ ଓ ଅଧ୍ୟାପକ ଯୋଗେଶ୍ବର ପଧାନ ଧନ୍ୟବାଦ ଦେଇଥିଲେ । ଏହି ସଭାରେ ବିଭାଗର ଅଧ୍ୟାପକ ନିରଞ୍ଜନ ସେଠ,ରତିକାନ୍ତ ନାଏକ ଓ ବିପ୍ଲବ ପଧାନ ପ୍ରମୁଖଙ୍କ ସହ ବିଦ୍ୟାଳୟର ବହୁସଂଖ୍ୟକ ଛାତ୍ରୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026

You Might Also Like