-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୦ ରୁ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ

16-Jan-2025



ବାଲିଗୁଡା, (ସୁଶୀଲ କୁମାର ପାଣିଗ୍ରାହୀ): ଗୁରୁସତ୍ତା ପରମ ପୁଜ୍ୟ ଗୁରୁଦେବ ପଣ୍ଡିତ ଶ୍ରୀ ରାମ ଶର୍ମା ଆଚାର୍ଯ୍ୟ ଏବଂ ବନ୍ଦନୀୟ ମାତା ଭଗବତୀ ଦେବୀ ଶର୍ମା ଏବଂ ମାତା ଗାୟତ୍ରୀଙ୍କର କୃପା ଏବଂ ତାଙ୍କ ସୁକ୍ଷ୍ମ ସଂରକ୍ଷଣରେ ବ୍ୟକ୍ତି ନିର୍ମାଣ, ପରିବାର ନର୍ମାଣ, ସମାଜ ନିର୍ମାଣ ଏବଂ ରାଷ୍ଟ୍ର ରେ ନବନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ  ଗାୟତ୍ରୀ ଶକ୍ତିପୀଠ ଠାରେ ୨୭ ତମ ବାର୍ଷିକ ଉତ୍ସବ ଏବଂ ରାଷ୍ଟ୍ର ଜାଗରଣ ନବ କୁଣ୍ଡିୟ ଗ୍ରାୟତ୍ରୀ ମହାଯଜ୍ଞ କାର୍ଯ୍ୟକ୍ରମ ସ୍ଥାନୀୟ ଗାୟତ୍ରୀ ଶକ୍ତିପୀଠ ପରିସର ମଧ୍ୟରେ ଆୟୋଜନ ହେଉଛି l ଏହି ପରିପ୍ରେକ୍ଷୀରେ ଚଳିତ ମାସ ୨୦ ତାରିଖ ସୋମବାର ଦିନ ସକାଳ ୧୦ ଘଟିକା ସମୟରେ ଏକ ବିରାଟ  କଳସଯାତ୍ରା ଆୟୋଜନ ହେବା ସହ ୨୧ତାରିଖ ମଙ୍ଗଳବାର ଦିନ ସକାଳ ୬ ଘଟିକା ସମୟରେ ରୁଦ୍ରାଭିଷେକ, ପୂର୍ବାହ୍ନ ୧୦

ଘଟିକା ରେ ଘୃତଯଜ୍ଞ ଆରମ୍ଭ ହେବ ଏବଂ ସନ୍ଧ୍ୟା ୬ ଘଟିକାରେ ଦୀପଯଜ୍ଞ, ୨୨ ତାରିଖ ବୁଧବାର ଦିନ ଘୃତଯଜ୍ଞ ପୂର୍ଣାହୁତୀ ହେବାର କାର୍ଯ୍ୟକ୍ରମ ରହିଛି l ଏହି କାର୍ଯ୍ୟକ୍ରମରେ ସମଗ୍ର କନ୍ଧମାଳ ଜିଲ୍ଲା ତଥା ଜିଲ୍ଲା ବାହାରୁ ଶହ ଶହ ଶ୍ରଦ୍ଧାଳୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏତଦ ବ୍ୟତୀତ ୨୨ ତାରିଖ ବୁଧବାର ଠାରୁ ୨୪ ତାରିଖ ଶୁକ୍ରବାର ତିନିଦିନ ଧରି ପ୍ରତ୍ୟହ ସନ୍ଧ୍ୟା ୬ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପାଟ୍ଟଖଣ୍ଡା ମନ୍ଦିର ପରିସର ମଧ୍ୟରେ ସ୍ଥାନୀୟ ଗାୟତ୍ରୀ ପରିବାର, ଏବଂ ମା’ ପାଟ୍ଟଖଣ୍ଡା ପରିଚାଳନା କମିଟିଙ୍କ ମିଳିତ ସ‌ହଯୋଗରେ ମାଳିକା ପ୍ରବଚକ ଶ୍ରୀ ପରିବ୍ରାଜକ ପ୍ରମୋଦ ପୃଷ୍ଟି ଙ୍କ ଦ୍ୱାରା ଏକ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି l
ଅତଃ ଆପଣ ସମସ୍ତ ଧର୍ମପ୍ରେମୀ, ଭାଇ, ଭଉଣୀ, ମାତା, ମାନଙ୍କୁ ଅନୁରୋଧ କି, ଏହି ଯଜ୍ଞରେ ସପରିବାର ଯୋଗ ଦେଇ ଧର୍ମ ଏବଂ ସୁଖ, ସମୃଦ୍ଧି ଲାଭ କରିବା ହେବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like