-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକଙ୍କ ଜୀବନ ପ୍ରତି ବିପଦ ଅନ୍ୟତ୍ର ବଦଳି ପାଇଁ ଆମରଣ ଅନଶନ; ଚାରି ଦିନରେ ପହଁଚିଲା ଆମରଣ ଅନଶନ,ଚୁପ ହୋଇ ବସିଛି ଶିକ୍ଷା ବିଭାଗ

16-Jan-2025



ଫୁଲବାଣୀ(ପ୍ରେରଣା ଖବର): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଶିକ୍ଷା ବିଭାଗ ଅଧୀନରେ ଥିବା ଗୋଛାପଡା ପଂଚାୟତ ଅନ୍ତର୍ଗତ ପିପଲ ମାଳା ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ସୁକାନ୍ତ କୁମାର ବେହେରା ଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ସେ ସଂନିକଟ ଫୁଲବାଣୀ ବ୍ଲକ କୁ ବ୍ଲକ ଶିକ୍ଷା ଅଧିକାରୀ ଫିରିଙ୍ଗିଆ ଙ୍କ ଜରିଆରେ ଜିଲ୍ଲା ଶିକ୍ଷା ଅଧିକାରୀ କନ୍ଧମାଳ ଙ୍କ ନିକଟରେ ଆବେଦନ କରିଥିଲେ  ବହୁଥର ଯାଇ ପ୍ରତକ୍ଷ୍ୟ ଭାବେ ନିଜର ବ୍ୟକ୍ତିଗତ ଅସୁବିଧା ଥିବା ଯୋଗୁଁ ତାଙ୍କୁ ଅନ୍ୟତ୍ର ବଦଳି କରାଯିବା ପାଇଁ ବିନମ୍ର ଅନୁରୋଧ କରିଥିଲେ | ହେଲେ  ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରାଙ୍କ ଆବେଦନ କୁ ଅଣଦେଖା କରି ଥିଲେ, ଯାହା ଫଳରେ ପ୍ରଧାନ ଶିକ୍ଷକ ଜଣକ ନିଜ ଭବିଷ୍ୟତ ଜୀବନର ସୁରକ୍ଷା ପାଇଁ ଗତ ତା,୧୩/୦୧/୨୦୨୫ ରୁ ଆଜିକି ଚାରି ଦିନ ହେଲାଣି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସଂମ୍ମୁଖରେ ଦିବା ରାତ୍ର ଆମରଣ ଅନଶନ ରେ ବସିଥିବା ଦେଖିବାକୁ ମିଳିଛି |

        ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରାଙ୍କ ଅଭିଯୋଗ ସୂଚନା ପ୍ରକାରେ ଉକ୍ତ ବିଦ୍ୟାଳୟ ର ପୂର୍ବତନ ପ୍ରଧାନ ଶିକ୍ଷକ ଟୁଟୁ ଦିଗାଲ ତାଙ୍କୁ ଜୀବନରେ ମାରିଦେବା ପାଇଁ ଧମକ ଚମକ ଦେଉଥିବାଯୋଗୁଁ ସେଇ ଶିକ୍ଷାନୁଷ୍ଠାନ ରେ ସୁଚାରୁରୂପେ କାର୍ଯ୍ୟ କରିବା ନିରାପଦ ନୁହଁ ଓ ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ସେ ଅନ୍ୟତ୍ର ବଦଳି ପାଇଁ ବ୍ଲକ ଶିକ୍ଷା ଅଧିକାରୀ ଫିରିଙ୍ଗିଆ ଓ ଜିଲ୍ଲା ଶିକ୍ଷା ଅଧିକାରୀ କନ୍ଧମାଳ ଙ୍କ ନିକଟରେ ଆବେଦନ କରିଥିଲେ, ଏବଂ ଫିରିଙ୍ଗିଆ ବ୍ଲକ ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକ ଙ୍କ ଆବେଦନ ଉପରେ ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ୍ୟ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ତଦନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି ଓ ଜିଲ୍ଲା ଶିକ୍ଷା ଅଧିକାରୀ ତାଙ୍କ ପ୍ରତି ଅନ୍ୟାୟ କରି ବଦଳି କରୁନ ଥିବା ଅଭିଯୋଗ କରି ଶେଷରେ ସେ ବାଧ୍ୟ ହୋଇ ଆମରଣ ଅନଶନ କରିଥିବା ଗଣ ମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି | ପ୍ରଧାନ ଶିକ୍ଷକ ଙ୍କ ଆମରଣ ଅନଶନ କରୁଥିବା ବିଷୟରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରମୋଦ କୁମାର ଷଡ଼ଙ୍ଗୀ ଙ୍କ ସହିତ ସାକ୍ଷାତ କରି ପଚାରିବାରୁ ସେ କହିଥିଲେ କି, ଆମେ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରା ଙ୍କୁ ଅନଶନ ନ କରିବା ପାଇଁ ବହୁତ ବୁଝାଇଥିଲୁ, ଆଗରେ ପିଲାଙ୍କ ପରୀକ୍ଷା ଥିବାରୁ ବର୍ତ୍ତମାନ କାହାକୂ ଅନ୍ୟତ୍ର ବଦଳି ନ କରିବା ପାଇଁ ଜିଲ୍ଲାପାଳ କନ୍ଧମାଳମନା କରିଛନ୍ତି, ତେଣୁ ପରୀକ୍ଷା ପରେ ପ୍ରଧାନ ଶିକ୍ଷକ ଙ୍କ ବଦଳି କରାଯିବା ପାଇଁ ଜିଲ୍ଲା ପାଳ ଙ୍କୁ ଅନୁରୋଧ କରିବେ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ ଓ ତାଙ୍କୁ ଅନଶନ ରୁ ଉଠିଯିବାକୁ ଅନୁରୋଧ କରିଥିଲେ ବୋଲି ମଧ୍ୟ୍ୟ କହିଥିଲେ |  

      ହେଲେ  ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରାଙ୍କ ଅନ୍ୟତ୍ର ବଦଳି ଆବେଦନ କୁ ଜିଲ୍ଲା ଶିକ୍ଷା ଅଧିକାରୀ ସମ୍ପୂର୍ଣ୍ଣ ଅଣଦେଖା କରି ମୋ ପ୍ରତି ଅନ୍ୟାୟ କରୁଥିବା କହିଛନ୍ତି ଅନଶନ ରେ ବସିଥିବା ପ୍ରଧାନ ଶିକ୍ଷକ, ଜିଲ୍ଲା ଶିକ୍ଷା ଅଧିକାରୀ ନିକଟ ଅତୀତରେ ଦାରିଙ୍ଗବାଡି ବ୍ଲକ ରୁ ଦୁଇଜଣ ଶିକ୍ଷକ ଙ୍କୁ କେମିତି ବଦଳି କରି ଆଣିଛନ୍ତି ବୋଲି ଅନ୍ୟ ଶିକ୍ଷକ ମାନେ ମଧ୍ୟ୍ୟ ନିଜ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ସୁକାନ୍ତ କୁମାର ବେହେରା ଙ୍କ ପ୍ରତି ଜିଲ୍ଲା ଶିକ୍ଷା ଅଧିକାରୀ ଅନ୍ୟାୟ କରୁଛନ୍ତି ବୋଲି | ଜାଡରେ କନ୍ଧମାଳ ଜିଲ୍ଲା ଥରୁଥିବା ବେଳେ ଆମରଣ ଅନଶନ ରେ ବସିଛନ୍ତି ପ୍ରଧାନ ଶିକ୍ଷକ, ହେଲେ ଦେଖାଯାଉ କେବେ ତାଙ୍କର ଅନ୍ୟତ୍ର ବଦଳି ଦାବୀକୁ ପୂରଣ କରୁଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ନା ତାଙ୍କୁ ପୋଲିସ ଲଗେଇ ଜୋର ଜବରଦସ୍ତ ଅନଶନ ରୁ ଉଠେଇବାକୁ ଚେଷ୍ଟା କରିବେ, ତାହା ଆଗାମୀ ଦିନରେ ଜଣାପଡିବ, ଆମରଣ ଅନଶନ ପରି ଏକ ସମ୍ବେଦନ ଶିଳ ଘଟଣା ରେ ତୁରନ୍ତ ଜିଲ୍ଲାପାଳ କନ୍ଧମାଳ ହସ୍ତ କ୍ଷେପ କରିବାକୁ ଶିକ୍ଷକ ସମାଜ ଓ ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଥିବା ଦେଖିବାକୁ ମିଳିଛି | ଆଉ ଏକ ବଡ଼ କଥା ହେଉଛି ପ୍ରଧାନ ଶିକ୍ଷକଙ୍କ ଅନ୍ୟତ୍ର ବଦଳି କରିବା ପାଇଁ କନ୍ଧମାଳ ମାନ୍ୟବର ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ସୁପାରିଶ କୁ ମଧ୍ୟ୍ୟ ଜିଲ୍ଲା ଶିକ୍ଷା ଅଧିକାରୀ ଅଗ୍ରାହ୍ୟ କରିଥିବା ବର୍ତ୍ତମାନ ବାହାରେ ବେଶ ଚର୍ଚ୍ଚାର ଖୋରାକ ଯୋଗାଉଛି, ଯେ ଜିଲ୍ଲା ଶିକ୍ଷା ଅଧିକାରୀ ଏମପି ଙ୍କ କଥାକୁ ଵି ମାନୁନାହାନ୍ତି ବୋଲି, ଦେଖାଯାଉ ମାନ୍ୟବର ସାଂସଦ ଏହା ଉପରେ କିଭଳି ପଦକ୍ଷେପ ଗ୍ରହଣ କରୁଛନ୍ତି ତାହା ଵି ଦେଖିବାକୁ ବାକି ରହିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like