-+91-9937148622 |

prerana_bgr@rediffmail.com |

  Tuesday 24th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   (23-Mar-2026)       ||      ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   (23-Mar-2026)       ||      ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (23-Mar-2026)       ||      ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   (23-Mar-2026)       ||      ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   (23-Mar-2026)       ||      *ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   (23-Mar-2026)       ||      ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   (23-Mar-2026)       ||      ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||     

HOME   ଜିଲ୍ଲା

ଦୁର୍ଘଟଣା ବ୍ୟକ୍ତି ପାଇଁ ରକ୍ଷକ ସାଜିଲେ ରେଡକ୍ରସ କର୍ମୀ

16-Jan-2025




ସୋନପୁର, ତା. ୧୬/୦୧ ( ପ୍ରେରଣା ଖବର)  : ଜାତୀୟ ରାଜପଥ-୨୬ ରେ ସକାଳ ସମୟରେ  ଡୁଙ୍ଗୁରିପାଲି  ଆରଏମସି ଛକ ପାଖରେ ମହୁଳପଲି ଗ୍ରାମର  ଅଶୋକ ପ୍ରଧାନ  (୫୩ ବର୍ଷ ବ) ଏକ ଦ୍ରୁତ ଗତିରେ ଥିବା ମଟରସାଇକେଲ ଧକ୍କାରେ ରାସ୍ତା ମଝିରେ ଗୁରୁତର  ଅବସ୍ଥାରେ ପଡିଯାଇଥିଲେ  । ସେହି ରାସ୍ତା ଦେଇ ମାୟାବର୍ହା ବିଦ୍ୟାଳୟକୁ ଯାଉଥିବା ରେଡକ୍ରସ କର୍ମୀ ତଥା ରକ୍ଷକ ଟ୍ରେନର ମାଷ୍ଟର ରବିଚନ୍ଦ୍ର ପାଶୟତ , ରାମ ନାରାୟଣ ଦାଶ, ପ୍ରଭାକର ଛାନ୍ଦ ଘଟଣା ସ୍ଥଳକୁ ଯାଇ ପ୍ରଥମେ ପ୍ରାଥମିକ ସହାୟତା ଦେବା ସହ ଆମ୍ବୁଲାନ୍ସ ସେବା  ପାଇଁ କଲ  କରିଥିଲେ  । ଆମ୍ବୁଲାନ୍ସ ଆସିବାର  ବିଳମ୍ବିତ ଯୋଗୁଁ ରବିଚନ୍ଦ୍ର ପାଶୟତ   ନିଜ ଗାଡ଼ିରେ ଉପସ୍ଥିତ ବ୍ୟକ୍ତି ବିଶେଷ ସହଯୋଗରେ ଦୁର୍ଘଟଣା ଆଘାତ ବ୍ୟକ୍ତିକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡୁଙ୍ଗୁରିପାଲି ଡାକ୍ତରଖାନାକୁ ନେଇଥିଲେ । ଡ଼ାକ୍ତରୀ ଚିକିତ୍ସା ସମୟରେ ପରିବାର  ତଥା ସମ୍ପର୍କକୀୟ ଆସି ପହଁଚି ଥିଲେ । ଖବର ଲେଖା ବେଳକୁ ଉତ୍ତମ ଚିକିତ୍ସା ପାଇଁ ଆଘାତ ବ୍ୟକ୍ତିକୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସଭାରେ ଉଠିଲା ସଲେପାଲି ଗ୍ରାଫାଇଟ ଖଣି ଖନନ ପଟ୍ଟା ନେଇ ଚିନ୍ତା ପ୍ରକଟ କଲେ ସାଂସଦ ଶ୍ରୀ ବିଶି   23-Mar-2026
  ଜିଲ୍ଲା  
ଜମନକିରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି।   23-Mar-2026
  ଜିଲ୍ଲା  
ଶ୍ରୀ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   23-Mar-2026
  ଜିଲ୍ଲା  
ଉତ୍କଳ କଲେଜ ଅଫ୍ ନର୍ସିଂ ପରିସରରେ ଭୁବନେଶ୍ୱରର ନିଯୁକ୍ତିକାରୀ ସଂସ୍ଥା ସୁଯତ୍ନ ହେଲଥ କେୟାର ପକ୍ଷରୁ ଏକ ମେଗା ନିଯୁକ୍ତି ମେଳା   23-Mar-2026
  ଜିଲ୍ଲା  
ବରପାଲି ଲିଟିଲ ଏଞ୍ଜେଲସ୍ ପବ୍ଲିକ ସ୍କୁଲ ରୌପ୍ୟ ଜୟନ୍ତୀରେ ଡା.ଧୀରେନ୍ଦ୍ର ମୁଣ୍ଡଙ୍କ ଜନ୍ମ ଜୟନ୍ତୀ ପାଳିତ   23-Mar-2026
  ଜିଲ୍ଲା  
*ପ୍ରେସ ଓ ମେଡିକାଲ୍ ବ୍ୟାଙ୍କର୍ସ ଟିମ୍ ମଧ୍ୟରେ ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ମ୍ୟାଚ୍*- *ହାରିଲେ, କିନ୍ତୁ ଶେଷ ବଲ ଯାଏ ସଂଘର୍ଷ କଲେ ଓ ଖେଳ ର ଖୁବ୍ ମଜା ନେଲେ ପ୍ରେସ ଦଳ*-   23-Mar-2026
  ଜିଲ୍ଲା  
ସରକାରଙ୍କ ଘୁଟକା ବନ୍ଦ ପ୍ରହସନ: ସବୁ ଦୋକାନରେ ଅଧିକ ମୂଲ୍ୟରେ ହେଉଛି ବିକ୍ରି   23-Mar-2026
  ଜିଲ୍ଲା  
ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   23-Mar-2026
  ଜିଲ୍ଲା  
ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   23-Mar-2026
  ଜିଲ୍ଲା  
ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !   23-Mar-2026
  ଜିଲ୍ଲା  
ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   23-Mar-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026

You Might Also Like