-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବାର୍ଷିକୋତ୍ସବ ତରଙ୍ଗିଣୀ ୨୦୨୪-୨୫,,,,,, ସ୍ଵପ୍ନ ଦେଖିବାର କୌଣସି ସୀମା ନାହିଁ-କୁନାଲ ମୋତିରାମ ଚହ୍ୱାନ (IAS)

16-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଠାରେ ମହାସମାରୋହରେ ବାର୍ଷିକ ଉତ୍ସବ  'ତରଙ୍ଗିଣୀ ୨୦୨୪-୨୫' ପାଳନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ପଦ୍ମପୁର ଅତିରିକ୍ତ  ଜିଲ୍ଲାପାଳ ଶ୍ରୀଯୁକ୍ତ କୁନାଲ ମୋତିରାମ ଚହ୍ୱାନ ମୁଖ୍ୟ ଅତିଥି ଓ ନାଟ୍ୟକାର ଶ୍ରୀଯୁକ୍ତ ଅଶୋକ କୁମାର ବହିଦାର ମୁଖ୍ୟ ବକ୍ତା  ଭାବେ ଯୋଗ ଦେଇଥିଲେ। ସ୍ଵତନ୍ତ୍ର ଅତିଥି ଭାବେ ରଜବୋଡ଼ାସମ୍ବର୍ ଗୋଷ୍ଠୀ ଶିକ୍ଷାଧିକାରୀ ଲୋକନାଥ ଭୋଇ ତଥା ସମ୍ମାନିତ ଅତିଥି ଭାବେ ମନୋରଞ୍ଜନ ସିଂ ବରିହା,ଗୋବିନ୍ଦ ପ୍ରସାଦ ଅଗ୍ରୱାଲ ,ନିରୋଜ ଦୋରା,ବିଦେଶୀ ସାହୁ,ଜିତେନ୍ଦ୍ର କୁମାର ପଣ୍ଡା,ରାଜେଶ ଖମାରୀ, ବୃନ୍ଦାବନ ଦାଶ,ମିନତି ଦାଶ,ସୁରେଶ ଚନ୍ଦ୍ର ଚୌହାନ,ସୁରେନ୍ଦ୍ର କୁମାର ଭୋଇ ,ଏସ ଏମ ସି ଚେୟର ପର୍ସନ ବିନିଲତା ସାହୁ , ଭାଇସ ଚେୟର ପର୍ସନ ନମିତା ସାହା ଯୋଗଦାନ କରି ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ କରି ବାଗଦେବୀ ପୂଜନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଛାତ୍ରୀମାନଙ୍କ ଦ୍ଵାରା  ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର କାର୍ଯକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ବାର୍ଷିକ ବିବରଣୀ ପଠନ କରିଥିଲେ ।ଅତିଥିମାନଙ୍କ ଦ୍ଵାରା ବିଦ୍ୟାଳୟର ତ୍ରି- ମାସିକ ପତ୍ରିକାର ସପ୍ତମ ସଂଖ୍ୟା  'ପ୍ରୟାସ ' ଉନ୍ମୋଚନ କରାଯାଇଥିଲା । ମୁଖ୍ୟ ଅତିଥି ମାନ୍ୟବର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମାନ କୁନାଲ ମୋତିରାମ ଚୱାନ ଛାତ୍ରୀ ମାନଙ୍କୁ ସ୍ଵପ୍ନ ଦେଖିବାର କୌଣସି ସୀମା ନଥାଏ କହି ନିଜ ଲକ୍ଷ୍ୟ ପ୍ରାପ୍ତ କରିବା ଦିଗରେ ଉଦବୁଦ୍ଧ କରିଥିଲେ ।ମାନସ ରଞ୍ଜନ ଶତପଥୀ ଓ ରବୀନା ପଧାନ ମଞ୍ଚ ପରିଚାଳନା କରିଥିଲେ । ନାଟ୍ୟକାର ବିଦେଶୀ ସାହୁଙ୍କ ନିର୍ଦ୍ଦେଶିତ ନାଟକ " ବରଗଡ଼କୁ କରିବା କ୍ୟାନ୍ସର ମୁକ୍ତ" ଛାତ୍ରୀମାନଙ୍କ ଦ୍ଵାରା ପ୍ରଦର୍ଶିତ ହୋଇଥିଲା ।ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ । ପ୍ରଭାତୀ ପଟ୍ଟନାୟକ ଓ ମମତା ମିଶ୍ରଙ୍କ ସହଯୋଗରେ ବିଦ୍ୟାଳୟର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଉତ୍ସବର ଶୋଭାକୁ ଦ୍ଵିଗୁଣିତ କରିଥିଲେ ।ବିଦ୍ୟାଳୟର ପୂଜାରାଣୀ ନାୟକ , ସଂଯୁକ୍ତା ଭୋଇ,ମନିଷା ଭୋଇ, ବୃନ୍ଦାବତୀ ସାହୁ , ଖୁସବୁ ବରିହା,ନିଳୀମା ରାଣୀ ମହାନ୍ତି ପୂଜରାଣୀ ନାୟକ , ଜ୍ୟୋତି ରେଖା ମହାନନ୍ଦ, ଅମନ କୁମାର ପଣ୍ଡା,ସୁଷମା ଦାଶ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର ,ପ୍ରଭାସିନୀ ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like