-+91-9937148622 |

prerana_bgr@rediffmail.com |

  Monday 23rd March 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   (23-Mar-2026)       ||      ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   (23-Mar-2026)       ||      ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !    (23-Mar-2026)       ||      ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   (23-Mar-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   (23-Mar-2026)       ||      *ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   (23-Mar-2026)       ||      ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   (22-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   (22-Mar-2026)       ||      *ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   (22-Mar-2026)       ||      ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (22-Mar-2026)       ||      *ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   (22-Mar-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (22-Mar-2026)       ||      ଶ୍ରୀ ସତ୍ୟ ସାଇ ସେବା ସଂଗଠନ ନୂଆପଡ଼ା ଜିଲ୍ଲାର ଜିଲ୍ଲା ସମ୍ମିଳନୀ   (22-Mar-2026)       ||      *ଅଷ୍ଟପ୍ରହର ନାମ ଯଜ୍ଞରେ ଶିକ୍ଷାବିତ ବାବୁଲାଲଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ବଣ୍ଟନ*   (22-Mar-2026)       ||      କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||     

HOME   ଜିଲ୍ଲା

ନୂଆପଡାରେ ଗୋ ବନ୍ଧ୍ୟା ନିରାକରଣ ଶିବିର

16-Jan-2025



ତୁଷୁରା (ପଞ୍ଚାନନ ନାଏକ )ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକ  ଅନ୍ତର୍ଗତ ନୂଆପଡା ଗ୍ରାମର ବଜାର ପଡିଆ ଠାରେ ଶନିବାର ଓ଼ମ ଫେଡ଼ ସମଲେଶ୍ୱରୀ ଦୁଃଖ ସମବାୟ ସମିତି ଲିଃ  ପକ୍ଷରୁ ଗୋବନ୍ଧ୍ୟା ନିରାକରଣ ଶିବିର ଅନୁଷ୍ଠିତ ହେଇଯାଇଛି ।  ଏହି ଶିବିର ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ଅଧିକାରୀ ଶୁଭ୍ର ଜୋତି ସେଂହା  ଓ  ସରପଞ୍ଚ କୁଞ୍ଜ ବିହାରୀ ସାହୁ ଯୋଗଦେଇଥିଲେ ।  ପ୍ରାୟ ୧୫ ଜଣ ଚାଷୀଙ୍କର  ୩୧ଟି ଗୋ ମାତାଙ୍କ ପରୀକ୍ଷଣ କରିବା ସହ ଆବଶ୍ୟକ ଔଷଧ ପ୍ରଦାନ କରାଯାଇ ଥିଲା ।  ଏହି ଶିବିରରେ  ତୁଷୁରା  ବି ଏମ ସି ସୁପରଭାଇଜର୍ ଦୟାନନ୍ଦ ପ୍ରଧାନ   ସମିତି, ସଭାପତି କିରଣ ସାହୁ, ସମ୍ପାଦକ ପଞ୍ଚାନନ ନାଏକ, ଭେଟନେରୀ ଅଧିକାରୀ ସୁରେନ୍ଦ୍ର ଭୋଇ,  ସଖାବନ  ଛତ୍ରୀୟା ଆଦି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଉଁଶୁଣୀରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୧୩୧ରୁ୨୧ସମାଧାନ)   23-Mar-2026
  ଜିଲ୍ଲା  
ଝରଣୀପାଲୀ ପଂଚାୟତ ରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ   23-Mar-2026
  ଜିଲ୍ଲା  
ଚାଞ୍ଚଲ୍ୟକର ଚର୍ଚ୍ଚା♦️ ଶିକ୍ଷକଙ୍କ ଦ୍ବାରା ଛାତ୍ରୀ ଗର୍ଭବତୀ ଅଭିଯୋଗ: ଗ୍ରାମବାସୀ , ବିଭାଗ ଓ ଗଣମାଧ୍ୟମ ଜାଣି ବି ଚପାଇଦେଲେ !   23-Mar-2026
  ଜିଲ୍ଲା  
ମୁନିଗୁଡା ବ୍ଲକ ବରଗୁଡା ପ୍ରାଥମିକ ସେବାଶ୍ରମ ବାର୍ଷିକ ଉତ୍ସବ ୨୦୨୬   23-Mar-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ନିମନ୍ତେ ସଚେତନତା  କାର୍ଯକ୍ରମ   23-Mar-2026
  ଜିଲ୍ଲା  
*ଚାଷୀ ଙ୍କ ୧୦ ଘଣ୍ଟା ଧାରଣା ଓ ବିକ୍ଷୋଭ ସ୍ଥଳ ରେ ପହଞ୍ଚିଲେ ଓ ୧୦ ମିନିଟ ରେ ସମାଧାନ କଲେ ଜିଲ୍ଲାପାଳ*   23-Mar-2026
  ଜିଲ୍ଲା  
ମୁରସିଂ ରେ ପିଇବା ପାଣି ସମସ୍ୟା, ନରସିଂହ ଙ୍କୁ ଅଭିଯୋଗ କଲେ ଗ୍ରାମବାସୀ   22-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଆରମ୍ଭ   22-Mar-2026
  ଜିଲ୍ଲା  
*ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଲୋଚନା ଚକ୍ର ଅନୁଷ୍ଠିତ*-   22-Mar-2026
  ଜିଲ୍ଲା  
ଭଅଁରାରେ ମାଗଣା ସ୍ୱାସ୍ଥ୍ୟ ଶିବିର   22-Mar-2026
  ଜିଲ୍ଲା  
*ସୁନାବେଡ଼ା ଅଭୟାରଣ୍ୟ ରେ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲା ଗଠନ ବାର୍ତ୍ତା ନେଇ ଜିଲ୍ଲାପାଳଙ୍କ ଗସ୍ତ*   22-Mar-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   22-Mar-2026

You Might Also Like