-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

ଫୁଲବାଣୀ ବ୍ଲକ କେରେଡି ପଂଚାୟତରେ ଖୋଲିଲା  ଧାନମଣ୍ଡି

16-Jan-2025



କନ୍ଧମାଳ ଜିଲ୍ଲାରେ ଚାଷୀ ମାନଙ୍କ ଉର୍ନ୍ନତି ଓ ସୁବିଧା ପାଇଁ ସରକାର କୃଷକ ମାନଙ୍କର କ୍ରୟ ବିକ୍ରୟର ସୁବିଧା ପାଇଁ ରାଜ୍ୟରେ ଧାନ ମଣ୍ଡିର ବ୍ୟବସ୍ଥା କରିଛନ୍ତି |  ତଦନୁଯାଇ କନ୍ଧମାଳ ଜିଲ୍ଲାରେ ମଧ୍ୟ୍ୟ ସମସ୍ତ ବ୍ଲକ ରେ ମଧ୍ୟ୍ୟ ମଣ୍ଡି ବ୍ୟବସ୍ଥା କରାଯାଇଛି | ଚଳିତ ବର୍ଷ ଚାଷୀଙ୍କ ଠାରୁ ଧାନ କିଣିବା ପାଇଁ ଫୁଲବାଣୀ ବ୍ଲକର କେରେଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ  ଧାନମଣ୍ଡି  ଉଦଘାଟିତ ହୋଇଯାଇଛି। ଫୁଲବାଣୀ ସମବାୟ ବିଭାଗର ସହକାରୀ ପ୍ରବନ୍ଧକ ଲଳିତ କୁମାର ମାଝୀ କାର୍ଯ୍ୟକ୍ରମକୁ  ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଓ ନୋଡାଲ ଅଫିସର ଶ୍ରୀମତୀ ରଶ୍ମିତା ପରିଡା, ଫୁଲବାଣୀ ବୃହଦାକାର ମହୁମୁଖୀ ସମବାୟ ସମିତି ର ସଭାପତି ଚକ୍ରଧର ମଳିକ, ସମିତିର ସଦସ୍ୟ ଶ୍ରୀ ଅରୁଣ ନାୟକ, ତ୍ରିଲୋଚନ ମହାପାତ୍ର ଉପସ୍ଥିତି ସମେତ ଫୁଲବାଣୀ ସମବାୟ ସମିତିର ମୁଖ୍ୟ ପରିଚାଳକ ଶ୍ରୀ ଭୀମସେନ ସାହୁଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଧାନ ମଣ୍ଡିର ଶୁଭ ଉଦଘାଟନ କରାଯାଇଥିଲା |ଫୁଲବାଣୀ ବୃହଦାକାର ବହୁମୁଖୀ ସେବା ସମବାୟ ସମିତି(ଲ୍ୟାମ୍ପସ)ର ପରିଚାଳନା ନିର୍ଦ୍ଦେଶକ ଭୀମସେନ ସାହୁ ଧାନମଣ୍ଡିରେ ଚାଷୀଙ୍କ ଠାରୁ ସୁଚାରୁରୂପେ ଧାନ କିଣିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ସହ ଆୟୋଜନ କରିଥିଲେ। ଏହି ଅବସରରେ ଲ୍ୟାମ୍ପସର ନିର୍ଦ୍ଦେଶକ କେରେଡି ସରପଞ୍ଚ ଓ ବହୁ ଚାଷୀ ଭାଇ ଭଉଣୀ ମାନେ ଉପସ୍ଥିତ ଥିଲେ। ଚଳିତ ବର୍ଷ ସରକାର ଧାନ କୁଇଣ୍ଟାଲ ପ୍ରତି ୨୩୦୦ଟଙ୍କା ଓ ବୋନସ ଆକାରରେ ୮୦୦ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଥିବାରୁ ଚାଷୀମାନେ ଖୁସି  ହେଉଥିବା ଦେଖାଯାଉଛି।ଯେଉଁ ଚାଷୀମାନଙ୍କୁ ଟୋକୋନ ପ୍ରଦାନ କରାଯାଇଛି ସେହି ଚାଷୀମାନଙ୍କ ଠାରେ ଲ୍ୟାମ୍ପସ ଜରିଆରେ ଧାନ କିଣିବା ବ୍ୟବସ୍ଥା କରାଯାଇଛି।କନ୍ଧମାଳ ଜିଲ୍ଲାରେ ଧାନ ସଂଗ୍ରହ କମ ହେଉଥିଲେ ମଧ୍ୟ  ଚଳିତ ବର୍ଷ 3 ହଜାର କ୍ୟୁଇଣ୍ଟାଲ ଧାନ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଇଥିବା କଥା ଶ୍ରୀ ସାହୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି, ଓ ଫୁଲବାଣୀ ଅଂଚଳର ସମସ୍ତ ଚାଷୀ କିଭଳି ସୁରୁଖୁରୁରେ ଧାନ ବିକ୍ରି କରିପାରିବେ ଓ ଧାନର ଉଚିତ ମୂଲ୍ୟ ପାଇପାରିବେ ସେଥିପାଇଁ ବିଭାଗ ପକ୍ଷରୁ ଦୃଷ୍ଟି ରଖା ଯାଇଥିବା କଥା ଉପ ପ୍ରବନ୍ଧକ ଶ୍ରୀ ମାଝୀ ମଧ୍ୟ୍ୟ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like