-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ୱେବ୍ ସଂଗୋଷ୍ଠି

12-Jan-2021



ବଲାଙ୍ଗୀର,ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ବଲାଙ୍ଗିର ଶାଖା ତରଫରୁ ସଭାପତି ଜଗଦାନନ୍ଦ ଛୁରିଆଙ୍କ ପୌରୋହିତ୍ୟରେ “ଅନୁବାଦ ସାହିତ୍ୟର ଇତିବୃତ୍ତି ” ପ୍ରସଙ୍ଗରେ ଏକ ୱେବ୍ ସଂଗୋଷ୍ଠି ଅନୁଷ୍ଠିତ ହୋଇଯାଇଛି । ଆଲୋଚକ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଡ. ସନ୍ତୋଷ କୁମାର ରଥ ଏବଂ ବରିଷ୍ଠ ସାହିତ୍ୟିକ ଡ. ଭବାନୀ ଶଙ୍କର ପଟେଲ ପ୍ରସଙ୍ଗ ଆଧାରିତ ନାନାବିଧ ତଥ୍ୟ ଉତ୍‌ଥାପନ ପୂର୍ବକ ଉଚ୍ଚ କୋଟିର ବକ୍ତବ୍ୟ ପ୍ରଦାନ କରିଥିଲେ । ସଂଗୋଷ୍ଠିରେ ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡି, ଖୋର୍ଦ୍ଧା, କଟକ ତଥା ଭୁବନେଶ୍ୱରରୁ ୩୦ରୁ ଅଧିକ ପ୍ରତିଭାଗୀ ଯୋଗଦାନ କରିଥିଲେ । ୮ଜଣ ପ୍ରତିଭାଗୀ ନିଜ ନିଜ ଅନୁଦିତ କବିତା ପାଠ କରିଥିଲେ । ଉପ-ସଭାପତି ଅଚ୍ୟୁତାନନ୍ଦ ଉଦ୍‌ଗାତାଙ୍କ ସମେତ ରାମଚନ୍ଦ୍ର ପଟେଲ, ସବିତା ଭୋଇ, ମୀନକେତନ ବାରଲେଡିଆ, ସନ୍ତୋଷ କୁମାର ମହାପାତ୍ର, ନରୋତ୍ତମ ସାହୁ, ଶିବପ୍ରୀୟା ମିଶ୍ର, ରଘୁନାଥ ପଣ୍ଡା, ନକୁଳ ମେହେର, ଜ୍ୟୋତିରାଣୀ ମିଶ୍ର, ଅଶୋକ ମହାରଥା, ମାଧବୀ ପଟେଲ, ହରିପ୍ରୀୟା ସେଠୀ, ସୁରୁଚି ମିଶ୍ର, ସତ୍ୟନାରାୟଣ ପଧାନ, ଜ୍ୟୋତି ପ୍ରକାଶ ରଥ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସୁଶ୍ରୀ ସଂଯୁକ୍ତା ପରିଚ୍ଛା ସଂଯୋଜନା କରିଥିଲେ । ପରିଷଦର ରାଜ୍ୟ ସଂଗଠନ ସଂପାଦକ ନାରାୟଣ ନାୟକ, ରାଜ୍ୟ ସଂପାଦକ ଧର୍ମବ୍ରତ ରଥ ଏବଂ ରଙ୍କମଣି ବାରିକ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ରାମଚନ୍ଦ୍ର ପଟେଲ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like