-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ପୀଡ଼ିତାଙ୍କୁ ବୁର୍ଲା ହସ୍ପିଟାଲରେ ଭେଟିଲେ ବରଗଡ଼ ମହିଳା ସମିତି

16-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଘଟଣାର ଚାରିଦିନ ବିତି ଯାଇଥିଲେ ସୁଦ୍ଧା ଅଭିଯୁକ୍ତ ମାନଙ୍କୁ ଠାବ କରିବାରେ ପୋଲିସ ର ବିଫଳତା ନେଇ ବରଗଡ଼ ମହିଳା ସମିତି ଗଭୀର ଉଦବେଗ ପ୍ରକାଶ କରିଛି । ସମିତିର ଏକ ପ୍ରତିନିଧି ଦଳ ଆଜି ବୁର୍ଲା ହସ୍ପିଟାଲ କୁ ଯାଇ ପିଡିତାର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ନ୍ୟାୟ ପ୍ରଦାନ ପାଇଁ ମହିଳା ସମିତି ସବୁବେଳେ ତାଙ୍କ ସହିତ ରହିବେ ବୋଲି ପ୍ରତିଶ୍ରୁତି ଦେଇ ଶ୍ରୀଘ୍ର ଆଶୁ ଆରୋଗ୍ୟ କାମନା କରିଥିଲେ । ପ୍ରତିନିଧି ଦଳ ଭିମସାର ନିର୍ଦ୍ଦେଶକ ଡ଼ା. ଭାବଗ୍ରାହୀ ରଥ ଙ୍କୁ ଭେଟି ପୀଡ଼ିତାଙ୍କ ସ୍ଥିତାବସ୍ଥା ଏବଂ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ । ପୀଡ଼ିତାଙ୍କ ଗତକାଲି ସ୍କିନ ସର୍ଜରୀ ହୋଇଥିବା ଏବଂ ବିପଦମୁକ୍ତ ଥିବା ଡ଼ା. ରଥ ପ୍ରକାଶ କରି ସବୁମନ୍ତେ ଚିକିତ୍ସା ସହାୟତାର ପ୍ରତିଶ୍ରୁତି ଦେଇଥିଲେ । ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ପ୍ରଥମ ଦିନ ରାତିରେ ପୋଲିସରେ ରିପୋର୍ଟ ସତ୍ତ୍ୱେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦିଗରେ  ପୋଲିସ ର ଅବହେଳା, ସନ୍ଧିଗ୍ଧ ଅପରାଧୀ ମାନଙ୍କ ଫୋନ କଲ୍ ରେକର୍ଡ ଥିବା ସତ୍ତ୍ୱେ ସେ ଦିଗରେ ତଦନ୍ତରେ ଅବହେଳା ଆଦି ପରିବାର ବର୍ଗ ସମିତିର ପ୍ରତିନିଧି ମଣ୍ଡଳୀଙ୍କ ଠାରେ  ଅଭିଯୋଗ କରିଥିଲେ । ଏଭଳି ଏକ ସମ୍ବେଦନଶୀଳ ଘଟଣାର ପ୍ରଥମ ଦିନ ରିପୋର୍ଟ କୁ ଗ୍ରହଣ ନକରି ପୁଣି ତିନି ଦିନ ପରେ ଆଉଥରେ ରିପୋର୍ଟ ଦେବାକୁ ପୀଡ଼ିତା ପରିବାର ଙ୍କୁ କୁହାଯିବା ରହସ୍ୟ ଘଟଣାକୁ  ଚପାଇ ଦେବାକୁ ଉଦ୍ୟମ ନୁହେଁ କି ବୋଲି ମହିଳା ସମିତି ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି ।  ବରଗଡ଼ ଇତିହାସରେ ଧନୁଯାତ୍ରା ସମୟରେ ଏଭଳି ଜଘନ୍ୟ ଅମାନବୀୟ ଘଟଣା କେବେ ଘଟିନଥିଲା । ଘଟଣା ଦିନ ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ଅବସରରେ ବରଗଡ଼ ସହର ପୋଲିସ ଛାଉଣୀରେ ପରିଣତ ହୋଇଥିବା ସତ୍ତ୍ୱେ ଗୋଟିଏ ଝିଅ ଅପହୃତ ହେବା ଏବଂ ୪୮ ଘଣ୍ଟା ପରେ ରକ୍ତାକ୍ତ ଉଦ୍ଧାର ହେବା ଅତ୍ୟନ୍ତ ଲଜ୍ଜା ଜନକ ଘଟଣା ବୋଲି ମହିଳା ସମିତି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି ।  ଏହି ଘଟଣାର ଉଚିତ୍ ତଦନ୍ତ ଓ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ସହିତ ପୀଡ଼ିତାଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ବରଗଡ଼ ମହିଳା ସମିତି ଦାବି ଜଣାଇଛି । ସମିତି ର ସଭାନେତ୍ରୀ ହର୍ଜିନ୍ଦର୍ କୌର ଙ୍କ ନେତୃତ୍ୱରେ ମନ୍ଦାକିନୀ ପତି, ଇନ୍ଦ୍ରାଣୀ ଶତପଥୀ, ରାଧାରାଣୀ ମିଶ୍ର, ମମତା ମିଶ୍ର ଏବଂ ସମିତିର ଉପଦେଷ୍ଟା ପ୍ରିତମ ସିଂହ ଓ ପ୍ରସନ୍ନ ମିଶ୍ର ଏହି ପ୍ରତିନିଧି ମଣ୍ଡଳୀରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like