-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ପ୍ରାଚୀନ କଳାର ପୁନଃରୁଦ୍ଧାର ଓ ରାମ କାଠିର ଶୁଭ ଉଦଘାଟନ

16-Jan-2025



 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଫରସରା ଝାଙ୍କର ପଡାରେ ରାଜ୍ୟ ପ୍ରାଚୀନ କଳା ଓ ସଂସ୍କୃତି ପୁନରୁଦ୍ଧାର ପରିଷଦର ସଭାପତି ତ୍ରିମନ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ ରାମ କାଠି ଦଳର ଶୁଭ ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ରୂପେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,ମୁଖ୍ୟ ବକ୍ତା ଭାବରେ ପ୍ରାଧ୍ୟାପକ ଗୟାଧର ମହାନ୍ତି,ବିଶିଷ୍ଟ ଅତିଥି ଭାବେ ଆଦିବାସୀ ନେତା ତଥା ଖରୀଆର ବ୍ଲକ ପୂର୍ବତନ ଅଧ୍ୟକ୍ଷ ବାଳକୃଷ୍ଣ ଶବର, ସମ୍ମାନିତ ଅତିଥି ଭାବରେ ବୋଡ଼େନ ବ୍ଲକ ଉପାଧ୍ୟକ୍ଷା
ସଙ୍ଗୀତା  ମାଝୀ, ପ୍ରଶାସନିକ ଅଧିକାରୀ ଜୟସେନ ଧରୁଆ,ଜିଲ୍ଲାପରିଷଦ ଭାନୁପ୍ରତାପ ସିଂ ମାଝୀ,ସମିତି ସଭ୍ୟା ବାଳିକା ମାଝୀ,ବ୍ଲକ କଳା ଓ ସଂସ୍କୃତି ସଂଘ ଉପ ସଭାପତି ଉପେନ୍ଦ୍ର ସଲମା,ଆଇନଜୀବି ଗୌତମ ନିଆଲ,ସମାଜ ସେବୀ ସୌଦାଗର ସାହୁ,ଆଦିବାସୀ ସଂଘ ବ୍ଲକ ସଭାପତି ମଝିଆ ମାଝୀ, ସିଆରପିଏଫ ଯବାନ ଭୀମ ସେନ ଧରୁଆ ପ୍ରମୁଖ ମଞ୍ଚା ସିନ ଥିଲେ ।ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବା ସହିତ ପ୍ରାଚୀନ କଳା,ଲୋକ ନୃତ୍ୟ,ଲୋକ ସଙ୍ଗୀତକୁ ଲୋକ ଲୋଚନକୁ ଆଣିବା ପାଇଁ ୨୦୧୧ ମସିହାରୁ ଗୁରୁ ଶ୍ରୀ ତ୍ରିମନ ମାଝୀ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଅହରହ ପ୍ରୟାସ ଜାରି ରଖିଛନ୍ତି ।ରାମ କାଠି ଏକ ଏମିତି ନୃତ୍ୟ ଯାହାକି ଆଦିବାସୀଙ୍କ ବିବାହ ବନ୍ଧନ,ମାଙ୍ଗଳିକ କାର୍ଯ୍ୟ ଓ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହିତ କ୍ଳାନ୍ତ ଜୀବନରେ ଆନନ୍ଦ ଭରିଦେଇଥାଏ ।ଏହି ରାମ କାଠି ନାମକ ଲୋକ ନୃତ୍ୟ ବହୁ ବର୍ଷ ପୂର୍ବେ ଦେଖିବାକୁ ମିଳୁଥିଲା କିନ୍ତୁ ତାହା ଧୀରେ ଧୀରେ ଲୁପ୍ତ ହୋଇଯାଇଛି କିନ୍ତୁ ତ୍ରିମନ ମାଝୀଙ୍କ ନେତୃତ୍ବ ଓ ପ୍ରୟାସ ବଳରେ ବର୍ତ୍ତମାନ ବୋଡ଼େନ ବ୍ଲକରେ ୧୨ ଟି ଦଳ ଗଠନ ହୋଇ ଉଭୟ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ତଥା ଉତ୍ସବରେ ନୃତ୍ୟ ପରିବେଷଣ କରି ସୁନାମ ଅର୍ଜନ କରିଚାଲିଛନ୍ତି ବୋଲି ଦେବୋଭାବାପନ୍ନ ମଞ୍ଚାସିନ ଅତିଥିଗଣ ନିଜ ନିଜ ବକ୍ତବ୍ୟରେ ମତ ପ୍ରଦାନ କରିଛନ୍ତି ।ବାସ୍ତବରେ ଏହି ଲୋକ ନୃତ୍ୟ ରାମକାଠି ପରିବେଷଣ ସହିତ
ପୁରାତନ ମହୁରୀ ବାଜାର ମଧ୍ୟ ପୁନରୁଦ୍ଧାର ହୋଇପାରୁଛି ଏବଂ ନୃତ୍ୟ ମଧ୍ୟରେ କୁମାରୀ ବ୍ରତ ଉପସ୍ଥାପନ କରି ଲୋକ ନୃତ୍ୟକୁ ଉଜ୍ଜୀବିତ କରିବା ସହ ଲୋକଙ୍କ ମନରେ ଶାନ୍ତି ପ୍ରଦାନ କରିବାରେ ଏହି ରାମକାଠି ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି ।ମୁଖ୍ୟ ଅତିଥି ସାଂସଦ ମହୋଦୟ ପ୍ରାଚୀନ କଳାର ପୁନଃରୁଦ୍ଧାର ନିମିତ୍ତ ସଂସଦରେ ପ୍ରତ୍ୟେକ କଥା ଉପସ୍ଥାପନ କରିବେ ଏବଂ ଜିଲ୍ଲା ଓ ବ୍ଲକରେ କଳାକାର ମାନଙ୍କ ସଂଘ ପାଇଁ ବୈଠକ ଗୃହ ଯୋଗାଇବାକୁ ସରକାରଙ୍କ ଆଗରେ ଉପସ୍ଥାପନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।ମୁଖ୍ୟ ବକ୍ତା ସମସ୍ତ କଳାର ଗୁଣ ଗାନ କରି କଳାକାର ଓ କଳାକୁ ଲୋକ ଲୋଚନକୁ ଆଣିବା ପାଇଁ ପ୍ରୟାସ କରୁଥିବା ତ୍ରିମନ ମାଝୀଙ୍କ ଉତ୍ତରୋତ୍ତର କାମନା କରିଛନ୍ତି ।ଆଦିବାସୀ ନେତା ବାଳକୃଷ୍ଣ ଶବର ଅତୀତ ଓ ବର୍ତ୍ତମାନର ସଂଘର୍ଶମୟ ଜୀବନ ବିତାଉ ଥିବା କଳାକାର ମାନଙ୍କ ଜୀବନ ଉପରେ ଆଲୋକପାତ କରି ଏମାନଙ୍କ ଭବିଷ୍ୟତ ଉଜ୍ଜଳମୟ ହେଉ ବୋଲି ମତବ୍ୟକ୍ତ କରିଥିଲେ ।ରାମ କାଠି ଗାୟକ ବିଜୟ କୁମାର ବଘେଲ ସୁନ୍ଦର ଶବ୍ଦ ସଂଯୋଜନା ମାଧ୍ୟମରେ ଅତିଥି ପରିଚୟ,ମଞ୍ଚ ପରିଚାଳନା ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।(ପରମେଶ୍ୱର ମେହେର)


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like