-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ପ୍ରଫେସର ପାବକ କାନୁନଗୋ ଜୟନ୍ତୀ ପାଳିତ

16-Jan-2025



କଟକ*ପ୍ରେରଣା ଖବର): ସ୍ଥାନୀୟ ଗାନ୍ଧି ଭବନଠାରେ ପ୍ରଫେସର ଡକ୍ଟର ପାବକ କାନୁନଗୋଙ୍କର ୭୮ତମ ଜୟନ୍ତୀ ପାଳିତ ହୋଇଯାଇଛି । ଅଧ୍ୟାପକ ଡକ୍ଟର ହେମନ୍ତ କୁମାର ପରିଡାଙ୍କର ପୌରହିତ୍ୟରେ ଅନୁଷ୍ଠିତ ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ସ୍ବର୍ଗତ କାନୁନଗୋଙ୍କର ସ୍ମୃତି ଚାରଣ କରିଥିଲେ । ପ୍ରଥମେ ସ୍ବର୍ଗତ ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ମୁଖ୍ୟ ଅତିଥି ଡାକ୍ତର ନିତ୍ୟାନନ୍ଦ ସ୍ବାଇଁ ତାଙ୍କର ବକ୍ତବ୍ୟରେ ବିନୋଦ ବାବୁ, ଜ୍ଞାନମଣ୍ଡଳ ଓ ପାବକ ବାବୁଙ୍କ ସହିତ ଦୀର୍ଘ ଦିନର ନିବିଡ ସଂପର୍କର ବର୍ଣ୍ନନା କରିଥିଲେ । ମୁଖ୍ୟବକ୍ତା ପ୍ରଫେସର ବିଜୟାନନ୍ଦ ସିଂହ କହିଲେ ଯେ ପାବକ ବାବୁଙ୍କର 'ଓଡିଶା ଓ ଗାନ୍ଧୀ' ପୁସ୍ତକ ଓଡିଆ ସାରସ୍ବତ ଜଗତକୁ ଏକ ମହାନ ଅବଦାନ । ଅନ୍ୟମାନଙ୍କ ମଧ୍ୟରେ ଶ୍ରୀଯୁକ୍ତ ଧନେଶ୍ବର ସାହୁ, ନଟବର ଖୁଣ୍ଟିଆ,

ବ୍ରଜକୁମାର ଶତପଥୀ, ଆଶୀଷ କର, ଡକ୍ଟର କଳ୍ପନା ଚୌଧୁରୀ, ପ୍ରଫେସର ନାରାୟଣ ମହାନ୍ତି, ପ୍ରଫେସର ବିକଳି ଚରଣ ଦାସ, ସେକ୍ ମସୁଦ ଅଲ୍ଲୀ, ମୀରା ବେଉରା, ଅରୁଣ କୁମାର ଅଗ୍ରଓ୍ବାଲ,

ଡକ୍ଟର ବିଭୂଦତ୍ତ ଖଣ୍ଡାୟତରାୟ, ବିମଳ କୁମାର ଦାସ, ପାବକ ବାବୁଙ୍କର ନାତୁଣୀ ଅନନ୍ୟା ମହାନ୍ତି ପ୍ରମୁଖ ସ୍ମୃତି ଚାରଣ କରିଥିଲେ । ଅୟସକାନ୍ତ କାନୁନଗୋ, ଚିତ୍ତରଂଜନ ସାହୁ ଓ ଆଡଭୋକେଟ୍ ଚିତ୍ତ ମହାନ୍ତି ସହଯୋଗ କରିଥିବାବେଳେ ଅନିର୍ବାଣ କାନୁନଗୋ ଧନ୍ୟବାଦ ଅର୍ପଣ କରିଥିଲେ  ଡକ୍ଟର ହେମନ୍ତ କୁମାର ପରିଡା, କଟକ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like