-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ସମ୍ବାଦିକ ଶୁକାନ୍ତ କର ଙ୍କ ବଡ଼ ଆରବିଆଇ ପ୍ରାକ୍ତନ ଅଧିକାରୀ ସୁଶାନ୍ତ କର ଙ୍କ ପରଲୋକ I

17-Jan-2025




ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ) : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପ୍ରାକ୍ତନ ଅଧିକାରୀ ଡଃ ସୁଶାନ୍ତ କୁମାର କରଙ୍କ ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଅପରାହ୍ଣରେ ପରଲୋକ ହୋଇଯାଇଛି I ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ସମ୍ବଲପୁରର ପଣ୍ଡିତ ଲକ୍ଷ୍ମୀନାରାୟଣ ମିଶ୍ର ଲେନ ନିବାସୀ ଶିକ୍ଷାବିତ୍ ସ୍ବର୍ଗତ ବାଳକୃଷ୍ଣ କରଙ୍କ ପୁଅ ସୁଶାନ୍ତ ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲ, ଗଙ୍ଗାଧର ମେହେର କଲେଜରେ ପାଠପଢ଼ା ପରେ ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଓ ଏମଫିଲ ଏବଂ ମାଡ୍ରାସ ବିଶ୍ୱବିଦ୍ୟାଳୟରୁ ପିଏଚଡି ଡିଗ୍ରୀ ହାସଲ କରିଥିଲେ। ବଲାଙ୍ଗୀର ରାଜେନ୍ଦ୍ର ମହାବିଦ୍ୟାଳୟରେ ସାମୟିକ ଭାବେ ଅଧ୍ୟାପନା ପରେ ସେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେ ଯୋଗଦେଇ ୨୦୨୩ ମସିହା ଜୁନରେ ପ୍ରିନ୍ସିପାଲ ଚିଫ ଜେନେରାଲ ମ୍ୟାନେଜର (ପି.ସି.ଜି.ଏମ.) ଭାବେ ଅବସର ଗ୍ରହଣ କରିଥିଲେ। ଆରବିଆଇରେ ମହାରାଷ୍ଟ୍ରର ବ୍ୟାଙ୍କିଙ୍ଗ ଲୋକପାଳ (ଓମବଡୁସମ୍ୟାନ) ଥିବାବେଳେ ସାଇବର ଅପରାଧ ସଚେତନତା ପୁସ୍ତକ ପ୍ରସ୍ତୁତିରେ ତାଙ୍କ ପ୍ରମୁଖ ଭୂମିକା ରହିଥିଲା। ତାଙ୍କ ଗଳ୍ପ ସଂକଳନ 'ମାନସହଂସ' ସହିତ ଅନେକ ପ୍ରବନ୍ଧ ବିଭିନ୍ନ ଜାତୀୟ ପତ୍ରପତ୍ରିକାରେ ପ୍ରକାଶିତ ହୋଇଛି। ତାଙ୍କ ପଛରେ ପତ୍ନୀ ଆରବିଆଇର ନିର୍ବାହୀ ନିର୍ଦେଶିକା (ଏକଜିକ୍ୟୁଟିଭ ଡିରେକଟର) ଚାରୁଲତା କର ଓ ଝିଅ ଅନନ୍ୟା ଅଛନ୍ତି। ମୁମ୍ବାଇର କ୍ରିମେଟୋରିଅମରେ ଆସନ୍ତାକାଲି ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ପ୍ରକାଶ। ତାଙ୍କ ବିୟୋଗରେ ଜିଲ୍ଲା ସ୍କୁଲ ୧୯୭୮ ବ୍ୟାଚ, ଜବାହରଲାଲ ନେହରୁ ବିଶ୍ୱବିଦ୍ୟାଳୟ ସହପାଠୀ ତଥା ବନ୍ଧୁ ପରିଜନ ମହଲରେ ଶୋକପ୍ରକାଶ ପାଇଛି। ଏଠାରେ ଉଲ୍ଲଖ ଯୋଗ୍ୟ ଯେ ସ୍ୱର୍ଗତ ସୁଶାନ୍ତ କର ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା କାର୍ଯ୍ୟକାରୀ ସଭାପତି ବରିଷ୍ଠ ସାମ୍ବାଦିକ ସୁକାନ୍ତ କର ଙ୍କ ବଡ଼ ଭାଇ ଅଟନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like