-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

 ସରକାରଙ୍କ ସାଇକେଲ ଯୋଜନା ଉପରେ ଅଭିଭାବକ ମାନଙ୍କ ଅଙ୍ଗୁଳି ନିର୍ଦେଶ

12-Jan-2021



ଗଣିଆ/ନୟାଗଡ,(ପ୍ରଦୀପ କୁମାର ପଣ୍ଡା)- ସରକାରଙ୍କ ପ୍ରତିଶୃତିରେ ସାଇକେଲ ଆଶାରେ ଅଭିଭାବକ, ଛାତ୍ରଛାତ୍ରୀ ମରୁଭୂମିରେ ମରୀଚିକା ଖୋଜିଲା ଭଳି ବର୍ଷ ବିତିଗଲା l ବିଦ୍ୟାର୍ଥୀ ମାନଙ୍କୁ ବିଦ୍ୟାଳୟକୁ ଯିବାର ଆଗ୍ରହ ବଢାଇବା ସହିତ ଅଭିଭାବକ ମାନଙ୍କର ବୋଝ ହାଲକା କରିବାକୁ ସରକାର ମଧ୍ୟାହ୍ନ ଭୋଜନ, ଡ୍ରେସ, ବହି, ସାଇକେଲ ଆଦି ମାଗଣା ରେ ଦେବାପାଇଁ ଯୋଜନାବଦ୍ଧ ହୋଇଥିଲେ l କିନ୍ତୁ ଏହିସବୁ ଯୋଜନାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ଅନେକ ଅଂଚଳରେ l ନବମ ଶ୍ରେଣୀ ରୁ ଉତୀର୍ଣ୍ଣ ହୋଇ  ଦଶମରେ ପଂହଁଚିଲେ ବିଦ୍ୟାର୍ଥୀ କିନ୍ତୁ ମିଳିପାରୁନି ସାଇକେଲ l ଏଭଳି ଘଟଣା ସାମନା କୁ ଆସିଛି ଗଣିଆ ଅଂଚଳରେ l ଏବେ ଦଶମ ଶ୍ରେଣୀର ଶହେ ଦିନିଆ ପାଠ୍ୟକ୍ରମ ଦୌଡରେ ସାମିଲ ହେବାପାଇଁ ଅଭାବୀ ଅଭିଭାବକଙ୍କ ପିଲାମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବେ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି l ଗଣିଆର କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ର ଗତ ବର୍ଷ ସାଇକେଲ ପ୍ରାପ୍ତି ରୁ ଏକୋଇଶି ଜଣ ବିଦ୍ୟାର୍ଥୀ ବଞ୍ଚିତ ଥିବାବେଳେ ବାରମ୍ବାର ଅଭିଭାବକ ମାନେ ବିଦ୍ୟାଳୟ କର୍ତ୍ତୃପକ୍ଷ ଙ୍କ ପାଖକୁ ଯାଇ ଅଭିଯୋଗ କରି ମଧ୍ୟ କୌଣସି ଫଳାଫଳ ମିଳିନାହିଁ l କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠର ପ୍ରଧାନ ଶିକ୍ଷୟତ୍ରୀ ବିଜୟ ଲଷ୍ମୀ ମିଶ୍ର  ଗତ କିଛିଦିନ ହେଲା ବିଦ୍ୟାଳୟର ଚାର୍ଜ ନେଇଥିବା ବେଳେ ତାଙ୍କୁ ଅଭିଭାବକ ମାନେ ପଚାରିବା ପରେ ସେ ଏ ବିଷୟରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଖୁବ ଶୀଘ୍ର ସମାଧାନ କରିବେ ବୋଲି ପ୍ରତିଶୃତି ଦେଇଛନ୍ତି l ତେବେ ବ୍ଳକ ସ୍ତରରେ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠର ପାଠ ପଢା ସାଙ୍ଗକୁ ସମସ୍ତ ପ୍ରକାର ସୁବିଧା ପାଇବାର ଆଶା ରଖି ବହୁ ଦୂରଦୂରାନ୍ତ ରୁ ଅଭିଭାବକ ମାନେ ନିଜର ପିଲାମାନଙ୍କ ନାମ ଲେଖାଇ ଥିଲେ l କିନ୍ତୁ ଏବେ ଏହି ସାଇକେଲ ଯୋଜନାରୁ ବଞ୍ଚିତ ହୋଇଥିବା ବିଦ୍ୟାର୍ଥୀ ମାନଙ୍କ ଅଭିଭାବକ ମାନେ ସରକାରଙ୍କ ଅବହେଳା ଉପରେ ଅଙ୍ଗୁଳି ନିର୍ଦେଶ କରିବା ସହିତ ନିଜ ପିଲାମାନେ ଏହି ବର୍ଷ ର ମାରାଥନ ରେସରେ ହେବାକୁ ଥିବା ପାଠ ପଢାରେ ଅସୁବିଧାର ସମ୍ମୁଖୀନ ହେବାର ଦୁଃଖକୁ ଯଥାଶୀଘ୍ର ସମାଧାନ କରିବା ପାଇଁ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like