-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||     

HOME   ଜିଲ୍ଲା

ସରପଞ୍ଚ ଓ ନାଏକ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଭୋଟ ଗଣତି

17-Jan-2025



ତୁଷୁରା, (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଚିଞ୍ଜେଡ ଗ୍ରାମପଞ୍ଚାୟତର ସରପଞ୍ଚ ଡୋଲାନ୍ତି ନାଗ ଓ ନାଏକ ସରପଞ୍ଚ ଯାଜ୍ଞସୀନୀ ରଣାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଭୋଟ ଗ୍ରହଣ ହୋଇଥିଲା। ଏହାର ପ୍ରାୟ ତିନି ମାସ ପରେ ବଲାଙ୍ଗୀର ଉପଜିଲ୍ଲାପାଳଙ୍କ ନିଦ୍ଦେର୍ଶ କ୍ରମେ ଚିଞ୍ଜେଡ ଗ୍ରାମପଞ୍ଚାୟତ ପରିସରରେ ତୁଷୁରା ତହସିଲଦାର ଆରତ୍ରାଣ ଥାର୍ଟିଙ୍କ ଉପସ୍ଥିତରେ  ଭୋଟ ଗଣତି ହୋଇଛି ।  ୧୧ଜଣ ୱାର୍ଡ ମେମ୍ବର ଓ ସରପଞ୍ଚ ଭୋଟଦାନ କରିଥିଲେ । ଭୋଟ ଗଣତି ପରେ  ସରପଞ୍ଚ ଓ ନାଏକ ସରପଞ୍ଚଙ୍କ ସପକ୍ଷରେ ୨ଟି ଓ ବିରୋଧରେ ୧୦ଟି ଭୋଟ ଦିଆଯାଇଛି। ହାଇକୋର୍ଟଙ୍କ ରହିତାଦେଶ ଯୋଗୁଁ  ଭୋଟ ଗଣତି କରାଯାଇ ଥିବା ବ୍ଲକ ଜିପିଓ ସାଗର ସାହୁ  ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   12-May-2026
  ଜିଲ୍ଲା  
ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   12-May-2026
  ଜିଲ୍ଲା  
ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   12-May-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026

You Might Also Like