-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||     

HOME   ଜିଲ୍ଲା

ଅମରପାଲି ହାଇସ୍କୁଲ ର ବାର୍ଷିକ ଉତ୍ସବ

17-Jan-2025



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଶିକ୍ଷା ଜିଲ୍ଲା ଅନ୍ତର୍ଗତ ଅମରପାଲି ହାଇସ୍କୁଲ ରେ ବାର୍ଷିକ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ସାଧାରଣ ସଭା ରେ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ମୁଖ୍ୟ ଅତିଥି , ବୀରମହାରାଜପୁର କଲେଜର ଅଧ୍ୟକ୍ଷ ଡ.ହିମାଂଶୁ ଶେଖର ପାଢ଼ୀ ମୁଖ୍ୟ ବକ୍ତା ଏବଂ ବୀରମହାରାଜପୁର ବିଇଓ ଶାନ୍ତନୁ କୁମାର କୁମ୍ଭକାର , ମୁର୍ଷୁଣ୍ଢି ସ୍ଥିତ ରଘୁନାଥ ହାଇସ୍କୁଲ ର ପ୍ରଧାନ ଶିକ୍ଷକ କାଳିଆ କର୍ମୀ,ସ୍ଥାନୀୟ ସରପଞ୍ଚ ନିରୁପମା ସେଠୀ, ସମିତିସଭ୍ୟା ସୁଗନ୍ଧା ଘିବିଲା, ସ୍କୁଲରେ ବିଧାୟକ ଙ୍କ ପ୍ରତିନିଧି ଅଶୋକ କୁମାର ସାହୁ, ସିଆରସିସି କମ୍ଭୁ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଶିକ୍ଷକ ଶ୍ୟାମ ସୁନ୍ଦର ସେଠୀ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ଏହି ଅବସର ରେ ଗତ ମାଟ୍ରିକ ପରୀକ୍ଷା ରେ ଜିଲ୍ଲା ଓ ବ୍ଲକ ରେ ସର୍ବାଧିକ ନମ୍ବର ରଖିଥିବା ସ୍କୁଲ ର ୧୬ ଜଣ ଛାତ୍ରୀଛାତ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହା ସହିତ ବାର୍ଷିକ କ୍ରୀଡା ରେ ଚାମ୍ପିଅନ ହୋଇଥିବା ବାଳିକା ବିଭାଗ ର ଫିଜା ବାଘ ଓ ବାଳକ ବିଭାଗର ଆକାଶ ମାଝୀ ଙ୍କ ସମତେ ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରି ପୁରସ୍କୃତ କରାଯାଇଥିଲା।ଶିକ୍ଷକ ସମ୍ବିତ ପ୍ରଧାନ ଓ କହ୍ନେଇ ଚରଣ ପ୍ରଧାନ ସହଯୋଗ କରିଥିଲେ। ଶେଷରେ ବ୍ରହ୍ମାନନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ପଦ୍ମନାଭ ପ୍ରଧାନ ଙ୍କ ସଂଯୋଜନା ରେ ଛାତ୍ରୀଛାତ୍ର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  


News Comment




Photo in News

Advertisment
Lastest News
  ରାଜ୍ୟ  
ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   12-May-2026
  ଜିଲ୍ଲା  
ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   12-May-2026
  ଜିଲ୍ଲା  
ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   12-May-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026

You Might Also Like