-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ବେଆଇନ ବାଲି ଚୋରାଚାଲାଣ ଅଭିଯୋଗ,,,,,, - ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଅଧିକାରୀ - ହାତ ଗୁଞ୍ଜା ନେଇ ଅଧିକାରୀ ଚୁପ୍

17-Jan-2025



ବୀରମହାରାଜପୁର , (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ  ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଅଭିଯୋଗ ହେଉଛି। ଖଣି ଅଧିକାରୀଙ୍କୁ ଠାରୁ ରାଜସ୍ୱ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ କୈାଣସି ବାଲି ଘାଟରେ ଚଢ଼ାଉ ହେଉନାହିଁ। ଫଲରେ ବାଲି ମାଫିଆ ଙ୍କ ସହ ସଲାସୁତୁରା ହୋଇ ଚୁବ ରହୁଛନ୍ତି। ଯାହା ଫଳରେ ସରକାରଙ୍କ ଲକ୍ଷାଧିକ ଟଙ୍କା ରାଜସ୍ବ ହାନି ହେଉଛି।ସ୍ଥାନୀୟ ଜନସାଧାରଣ ଜିଲ୍ଲା ପ୍ରଶାସନ କୁ ଦୃଷ୍ଟି ଆକର୍ଷଣ କରିଥିଲେ। ଅଞ୍ଚଳରେ ବେଆଇନ ଭାବେ ବାଲି ଚୋରାଚାଲାଣ କୁ ରୋକିବା ସହ ଚଢ଼ାଉ ପାଇଁ  ଜିଲ୍ଲାପାଳ  ଗତ ଡିସେମ୍ବର ମାସରେ ଏକ ଚିଠି ମାଧ୍ୟମରେ ସ୍ଥାନୀୟ ତହସିଲଦାର, ଥାନା ଅଧିକାରୀ, ରେଞ୍ଜ ଅଧିକାରୀ ଓ ଖଣି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଆଜି ପର୍ଯ୍ୟନ୍ତ କୈାଣସି ବାଲି ଘାଟରେ ଅଧିକାରୀଙ୍କ ପାଦ ପଡ଼ିନାହିଁ। ଯାହା ଫଳରେ ଏହାର ସୁଯୋଗ ନେଇ ଅଞ୍ଚଳର ରଥପୁର, ଟିଠିପାଲି, ଦେଉଲି,କୁମୁରସିଙ୍ଗା, କୃଷ୍ଣପାଲି ଘାଟ, ଗୋଧନେଶ୍ଵର, କେଲଗାଁ, କେଉଟିପାଲି, ସୁବଳୟା ଥାନା ପଛ ଘାଟ ଓ ପଣ୍ଡୁଆ ଘାଟ ପ୍ରଭୁତି ସ୍ଥାନରୁ ବେଆଇନ ଭାବେ ଦିନ ରାତି ଚୋରା ବାଲି ଘାଟ ରୁ ଉତ୍ତୋଳନ କରି ଶତାଧିକ ଟ୍ରାକ୍ଟର ଯୋଗେ ଅନ୍ୟ ସ୍ଥାନକୁ ଚୋରାଚାଲାଣ ହେଉଥିବା ଜଣାଯାଇଛି। ସେହିପରି ବାଗବର ବାବା ମଠ  ନିକଟରେ ନୂତନ ଭାବେ ନିର୍ମାଣ ହେଉଥିବା ପୋଲର ଉଭୟ ପାର୍ଶ୍ଵରୁ ବାଲି ଉତ୍ତୋଳନ କରୁଥିବା ଯୋଗୁଁ ପୋଲ ପାଇଁ ବିପଦ ସୃଷ୍ଟି ହେବାର ଆଶଙ୍କା ରହିଛି। ଦେଉଲି ଘାଟରୁ ବହୁ ଟ୍ରାକ୍ଟର ବାଲି ବୋଝେଇ କରି ଲୁମୁରୁଜେନା ଗାଁ ଭିତରେ ଯାତାୟାତ କରୁଥିବା ଯୋଗୁଁ ବାଲି ଗୁଣ୍ଡ ଯୋଗୁଁ ସ୍ଥାନୀୟ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ରାଜସ୍ବ ବିଭାଗ ଓ ଖଣି ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ନେବା ସହ ଉକ୍ତ ସ୍ଥାନ ମାନଙ୍କରେ ଚଢ଼ାଉ କରିବା ପାଇଁ ବୃଦ୍ଧି ଜୀବି ମହଲରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026

You Might Also Like

                                   
  ଜିଲ୍ଲା  

ବରୀ ରେ ବନ୍ୟା