-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ    (22-Mar-2026)       ||      ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ    (22-Mar-2026)       ||      *ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   (22-Mar-2026)       ||      ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   (22-Mar-2026)       ||      ୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି

17-Jan-2025



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଆଜି ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ନିଷ୍ପତି ଅନୁସାରେ ସକାଳ ଘ. ୭ ମି ସମୟରେ କଶୋଲ କଳା ମଣ୍ଡଲ  ପରିସରରୁ ଏକ ସଚେତନତା ରାଲି ମହିଳା ମହାବିଦ୍ୟାଳୟଯାଏଁ ଆୟୋଜନ କରାଯିବ I ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ଶ୍ରୀ ପବିତ୍ର ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା,

ଡେପୁଟି କଲେକ୍ଟର (ନିର୍ବାଚନ) ରାଜେନ୍ଦ୍ର ନାୟକ, ବିଭିନ୍ନ ମହାବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ  ଏହି ବୈଠକ ରେ ଯୋଗ ଦେଇଥିଲେ I 
ଉକ୍ତ ଦିବସ ଉପଲକ୍ଷେ ବୁଥ ଲେଭେଲ କର୍ମୀ, ଇଆରଓ, ଏଇଆରଓ , ସୁପରଭାଇଜର ଭଲ ପ୍ରଦର୍ଶନ କରିଥିବା ଅଧିକାରୀଙ୍କୁ ପୁରସ୍କୃତ କରାଯିବ।  ସେହିପରି ବିଦ୍ୟାଳୟ ଏବଂ ମହା ବିଦ୍ୟାଳୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତା କରାଯିବ ଏବଂ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ ଦେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନ୍ଧବାହାଳ ରେ ଦଣ୍ଡସେନା ସମାଜର ମହାସଭା ସମ୍ମିଳନୀ   22-Mar-2026
  ରାଜ୍ୟ  
ଉଚ୍ଚଶିକ୍ଷା ବିଭାଗ ପାଇଁ ୩୬୬୪.୪୦ କୋଟି ଟଙ୍କା ଖର୍ଚ୍ଚଦାବୀ ମଞ୍ଜୁର♦️ ଛାତ୍ରୀମାନଙ୍କର ସଶକ୍ତିକରଣ ନିମନ୍ତେ ଶକ୍ତିଶ୍ରୀ ଯୋଜନା ପାଇଁ ୧୫ କୋଟି ଟଙ୍କାର ବ୍ୟୟ ବରାଦ   22-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ହୋଟେଲ ରୂପ ରେସିଡେନ୍ସୀ ଠାରେ ପଖାଳ ଦିବସ ପାଳିତ*-   22-Mar-2026
  ଜିଲ୍ଲା  
ପୂର୍ବତନ ନବରଙ୍ଗପୁର ବିଧାୟକଙ୍କୁ ଜିଲ୍ଲା ଭତ୍ରା ସମାଜ ତରଫରୁ ୧୨ବର୍ଷ ପାଇଁ ବାସନ୍ଦ କରାଗଲା*   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
ବିଶ୍ଵ ବନ ଦିବସ ପାଳିଲେ ୟାର ଅନୁଷ୍ଠାନ   22-Mar-2026
  ଜିଲ୍ଲା  
୩ ଗଂଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ୍ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026
  ଜିଲ୍ଲା  
ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   21-Mar-2026
  ଜିଲ୍ଲା  
ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    21-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ   21-Mar-2026

You Might Also Like