-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୦ରୁ ଆରମ୍ଭ ହେଉଛି ବଲାଙ୍ଗିର ଲୋକଉତ୍ସବ; ମୁଖ୍ୟମନ୍ତ୍ରୀ ଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀ ଙ୍କୁ ଉତ୍ସବରେ ଅତିଥି ଭାବରେ ଆସିବା ପାଇଁ ନିମନ୍ତ୍ରଣ କଲା ବଲାଙ୍ଗିର ଲୋକ ଉତ୍ସବ ସମିତି ଓ ଅଭ୍ୟର୍ଥନା କମିଟି

17-Jan-2025



ବଲାଙ୍ଗୀର ଲୋକଉତ୍ସବ ସମିତି ତରଫରୁ ବଲାଙ୍ଗୀର ଜିଲ୍ଲାପାଳ ତଥା ବଲାଙ୍ଗିର ଲୋକ ଉତ୍ସବ ସମିତି ଅଧ୍ୟକ୍ଷ ଗୌରୱ ଶିବାଜୀ ଇଶଲୱାର,  ଡି.ଆର.ଡି.ଏ ମୁଖ୍ୟ କାର୍ଯ୍ୟନିର୍ବାହୀ ପ୍ରଭାତ ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର ଗତକାଲି ରାଜ୍ୟ ମୋହନ ଚରଣ ମାଝୀଙ୍କୁ ଭୁବନେଶ୍ବରରେ ସାକ୍ଷାତ କରି ଆସନ୍ତା ଜାନୁୟାରୀ ୨୦ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା 

ଦ୍ଵାବିଂଶତମ ବଲାଙ୍ଗୀର ଲୋକ ଉତ୍ସବରେ ମୁଖ୍ୟ ଅତିଥି ମର୍ଯ୍ୟାଦାରେ ଯୋଗ ଦେବକୁ ନିବେଦନ କରିଥିଲେ l ମୁଖ୍ଯମନ୍ତ୍ରଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ପ୍ରମୁଖଙ୍କୁ ସାକ୍ଷାତ କରି ବଲାଙ୍ଗିରରେ ଅନୁଷ୍ଠିତ ହେବାକୁ ଥିବା ଲୋକଉତ୍ସବରେ ବରେଣ୍ୟ ଅତିଥି ଭାବରେ ଯୋଗ ଦେବାକୁ ସାଦର ନିମନ୍ତ୍ରଣ କରିଥିଲେ ଏହି ପ୍ରତିନିଧି ଦଳ।  

ପ୍ରାଶାସନିକ ଅଧିକାରୀଙ୍କ ସମେତ ବରିଷ୍ଠ ବିଜେପି ନେତା ତଥା ବଲାଙ୍ଗିର ଲୋକ ଉତ୍ସବ ଅଭ୍ୟର୍ଥନା କମିଟିର ଉପାଧ୍ୟକ୍ଷ ଗୋପଲଜୀ ପାଣିଗ୍ରାହୀ, ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l  କଳା ସଂସ୍କୃତିର ମାଟି ବଲାଙ୍ଗିରରେ  ଲୋକଉତ୍ସବ ଆୟୋଜନ ପରିପ୍ରେକ୍ଷୀରେ ଏହାର ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା