-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଦ୍ୱାରା ପଣ୍ଡକିମାଳ ମେଗା ଲିଫ୍ଟ ପଏଣ୍ଟ ପରିଦର୍ଶନ

17-Jan-2025



ତରଭା ବ୍ଲକ କଟାପାଲି ପଞ୍ଚାୟତ  ପଣ୍ଡକିମାଲ ସ୍ଥିତ ତେଳ ନଦୀ କୂଳରେ ଥିବା ମେଗା ଲିଫ୍ଟପଏଣ୍ଟକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ପରିଦର୍ଶନ କରିଯାଇଥିବା ଜଣାଯାଇଛି I ମିଳିଥିବା ସୂଚନା ଅନୁଯାୟୀ ପଣ୍ଡକିମାଳ ମେଗା ଲିଫ୍ଟ ପଏଣ୍ଟ ରୁ ଚାଷୀ ମାନଙ୍କ ଧାନକ୍ଷେତକୁ ଜଳସୋଚନ ଆବଶ୍ୟକ ମୁତାବକ ଜଳ ଯୋଗାଣହୋଇପାରୁ ନଥିବାରୁ ବିଭିନ୍ନ ସମୟରେ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ ହୋଇ ଆସୁଥିଲା I ଅଭିଯୋଗକୁ ଭିତ୍ତି କରି ଜିଲ୍ଲାପାଳ ଅନ୍ୟା ଦାସ, ତରଭା ବିଡ଼ିଓ ଗଙ୍ଗାରାମ ବୁଡ଼େକ, ଜିଲ୍ଲାପରିଷଦ ପିଡି  ଅଶ୍ୱନୀ ମେହେରଙ୍କ ସହ ଅନ୍ୟ ଅଧିକାରୀ ମେଗା ଲିଫ୍ଟ ପଏଣ୍ଟ ପରିଦର୍ଶନ କରିଥିଲେ I ଏହି ସମୟରେ ମେଗାପଏଣ୍ଟର କନିଷ୍ଟ ଯନ୍ତ୍ରୀ ପ୍ରଦ୍ୟୁମ୍ନ ମଲ୍ଲିକ ଉପସ୍ଥିତ ରହି ଲିଫ୍ଟ ପଏଣ୍ଟର ସୁବିଧା ଅସୁବିଧା ଜଣାଇ ଥିଲେ I ଏହି ମେଗା ଲିଫ୍ଟ ପଏଣ୍ଟରୁ ୬୫୩୮ ଚାଷୀ ତଥା ୧୬ଶହ ହେକ୍ଟର ଜମିରେ ଜଳସେଚନ ହେବାର ଲକ୍ଷ ଧାର୍ଯ୍ୟ ରହିଛି I କେବଳ ଋତୁ ସମୟରେ ଖରିପ ଚାଷରେ ଜଳ ଯୋଗାଣ ହେଉଛି I ହେଲେ କେବଳ ବର୍ଷା ସମୟରେ ପଏଣ୍ଟ ରୁ ଜଳଯୋଗାଣ ହୋଇ ପାରି ଥାଏ I ଧାନଚାଷ ତଥା ମରୁଡି ସମୟରେ ଜଳ ଯୋଗାଣ ହୋଇ ପାରୁ ନ ଥିବାରୁ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି I ଚାଷୀ ମାନଙ୍କ ଅଭିଯୋଗ ଅନୁଯାୟୀ ଗରାମହୁଲ ଓ କଟାପାଳି ଅଞ୍ଚଳରେ ୨ ଟି ପଏଣ୍ଟ ଦିଆଯାଇଛି I ୫୦ଏକର ଜମିରେ ନାମକୁମାତ୍ର ଜଳଯୋଗାଣ ହେଉଛି ବୋଲି ଅଭିଯୋଗ ରହିଛି  I ପଣ୍ଡକିମାଳ ମେଗା ପଏଣ୍ଟରୁ ପାଇପଲାଇନ କେନ୍ଦୁମୁଣ୍ଡା ଦେଇ ଜଳଯୋଗାଣ ହେଲେ କନକଡା, ଅରଖ ପଦର, ବଗିହା ବାହାଳୀ, ଶତ୍ରୁପାଲି, କଟାପାଲି ଅଞ୍ଚକର ଶତାଧିକ ଚାଷୀ ଜଳ ସୋଚନର ସୁବିଧା ପାଇପାରିବେ ବୋଲି ସମ୍ପୃକ୍ତ ଅଞ୍ଚଳର ଚାଷୀଙ୍କ ଠାରୁ ଜଣାଯାଏ I 
(କପିଳାସ ସେଠ, ତରଭା) 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା