-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

କୁଚିଣ୍ଡା ମହାବଦ୍ୟାଳୟରେ ଏନ୍ ଏସ୍ ଏସ, ଏନ୍ ସିସି, ଯୁବ ରେଡକ୍ରସ ଏବଂ ନେହେରୁ ଯୁବକେନ୍ଦ୍ର ସମ୍ବଲପୁର ତରଫରୁ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ

17-Jan-2025



କୁଚିଣ୍ଡା; କୁଚିଣ୍ଡା ମହାବଦ୍ୟାଳୟରେ ଏନ୍ ଏସ୍ ଏସ, ଏନ୍ ସିସି, ଯୁବ ରେଡକ୍ରସ ଏବଂ ନେହେରୁ ଯୁବକେନ୍ଦ୍ର ସମ୍ବଲପୁର ତରଫରୁ ଟ୍ରାଫିକ ସଚେତନତାରେ ସ୍ଵେଚ୍ଛାସେବୀଙ୍କ ଭୂମିକା ଉପରେ ଏକ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଟ୍ରାଫିକ ର ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ଯୁବପିଢୀଙ୍କ ସହଯୋଗରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଏହି କାର୍ଯ୍ୟକ୍ରମ ଜାନୁଆରୀ ୧୭ ରୁ ଆରମ୍ଭ ହୋଇ ୨୩  ତାରିଖ ପର୍ଯ୍ୟନ୍ତ କୁଚିଣ୍ଡା ମହାବିଦ୍ୟାଳୟର ଏନ୍ ଏସ୍ ଏସ୍, ଏନ୍ ସି ସି  ଏବଂ ୱାଇ ଆର ସି  ମିଶି ୨୫ ଜଣ ସ୍ଵଚ୍ଛାସେବୀ ତାଲିମ୍ ନେଇ କୁଚିଣ୍ଡାର ବିଭିନ୍ନ ଛକରେ ପୋଲିସ କର୍ମଚାରୀଙ୍କ ସହିତ ମିଶି କାମ କରିବେ। ଏହି ପରିପରେକ୍ଷୀ ରେ ଅଧ୍ୟକ୍ଷା ସୁଶ୍ରୀ ସୁଚିତ୍ରା ମିଶ୍ର ସଭାର ସଭାପତିତ୍ବ କରି ଯୁବପିଢୀଙ୍କୁ ଗାଡ଼ି ଚଳାଇବା ସମୟରେ ସତର୍କତା ଅବଲମ୍ବନ ତଥା ଟ୍ରାଫିକ ନିୟମକୁ ମାନିବା ପାଇଁ ପରାମର୍ଶ ଦେଇଥିଲେ। ଏଥିରେ ସମ୍ମାନିତ ଅତିଥି ନେହେରୁ ଯୁବ କେନ୍ଦ୍ର ସମ୍ବଲପୁର ଅଧିକାରୀ ମାରିଆନୁସ ବିଲୁଙ୍ଗ, କୁଚିଣ୍ଡା ଥାନା ସବ୍- ଇନସ୍ ପେକ୍ଟର୍  ହାଡୁ ବେହେରା ଯୋଗଦେଇ ଟ୍ରାଫିକର ବିଭିନ୍ନ ନିୟମ ଏବଂ ଯୁବ ପିଢିଙ୍କୁ ସଚେତନତା ମୂଳକ ବାର୍ତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଏନ୍ ଏସ୍ ଏସ୍  ପ୍ରୋଗ୍ରାମ ଅଫିସର୍ ସୁଶ୍ରୀ ବେଲମତି କୁମୁରା ସଂଯୋଜନା କରିଥିବା ବେଳେ ୱାଇ ଆର ସି  ଅଧିକାରୀ ଭିକାରି ଓରାମ ଧନ୍ୟବାଦ୍ ଅର୍ପଣ କରିଥିଲେ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା