-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ କୁଇସମାଜ ଯୁବପରିଷଦର ପ୍ରଥମ ବାର୍ଷିକ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ:ଯୋଗ ଦେଲେ ମନ୍ତ୍ରୀ ରବିନାରାୟଣ ଓ ସୂର୍ଯ୍ୟବଂଶୀ ସୂରଜ

17-Jan-2025



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀ) କନ୍ଧମାଳ ଜିଲ୍ଲାରେ କୁଇ ସମାଜ ଯୁବପରିଷଦ  ତରଫରୁ ଆୟୋଜିତ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଆଜି ଅନୁଷ୍ଠିତ ହୋଇଯାଇଛି | ଆଜିର ଉଦଘାଟନି ମ୍ୟାଚକୁ ଓଡିଶାର ପଂଚାୟତରାଜ ଓ ଗ୍ରାମ୍ୟ ଉନ୍ନୟନ,ଜଳ ଯୋଗାଣ ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଥିଲେ ଓ ସନମାନୀତ ଅତିଥିଭାବେ ଫୁଲବାଣୀ ବିଧାୟକ ଉମାଚରଣ ମଳିକ, ଫୁଲବାଣୀ ପଂଚାୟତ ସମିତି ଅଧକ୍ଷା ସସ୍ମିତା କହଁର, ଟିକାବାଲି ପଂଚାୟତ ସମିତି ଅଧକ୍ଷ ଦିଲୀପ କହଁର, ସମେତ କୁଇ ସମାଜ ସାଧାରଣ ସମ୍ପାଦକ ଅବନୀ କହଁର, ସମେତ କନ୍ଧମାଳ କୁଇ ସମାଜ ଯୁବପରିଷଦ ସଭାପତି ଶ୍ରୀଦେବାଶିଷ କହଁର ସମ୍ପାଦକ ଶ୍ରୀ ଅଚ୍ୟୁତ ଯାନୀ, କୋଷାଧକ୍ଷ ଭାବିନ୍ଦ୍ର କହଁର, ଜିଲ୍ଲା କ୍ରୀଡା ସଭାପତି ଅସିତ ମଳିକ ଉପସ୍ଥିତ ଥିବା ବେଳେ ଅନ୍ୟ ସମସ୍ତ କୁଇ ସମାଜ ର ବରିଷ୍ଠ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ମୋଟ ୧୨ ଗୋଟି ଆଦିବାସୀ ଫୁଟବଲ ଟିମ ଅଂଶ ଗ୍ରହଣ କରିବାକୁ ପଞ୍ଜିକରଣ କରାଯାଇଛି ଓ ବିଜେତା ଦଳକୁ ଆଦିବାସୀ କପ ସହିତ ୩୦ହଜାର ଟାଙ୍କାର ଅର୍ଥ ରାଶି ପୁରସ୍କାର ଓ ରନର୍ସ ବିଜେତା ଦଳକୁ  ଆଦିବାସୀ କପ ସହିତ ୨୦ ହଜାର ଟାଙ୍କାର ଅର୍ଥ ରାଶି ପୁରସ୍କାର ପ୍ରଦାନ କରାଯିବା ପାଇଁ ଜିଲ୍ଲା କୁଇ ସମାଜ ଯୁବ ପରିଷଦ ତରଫରୁ ନିର୍ଦ୍ଧାରିତ କରାଯାଇଛି | ଏହାଦ୍ୱାରା କନ୍ଧମାଳ ଜିଲ୍ଲାର ଆଦିବାସୀ ଯୁବକଯୁବତୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କ୍ରୀଡା ପ୍ରତି ଏକ ସ୍ୱତନ୍ତ୍ର ଆଗ୍ରହ ସୃଷ୍ଟି ହୋଇପାରିବା ସହିତ ଆଗାମୀ ଭବିଷ୍ୟତରେ ନିଜକୁ ଜଣେ ଜଣେ ଉତ୍ତମ କ୍ରୀଡାବିତ ଭାବେ  ପ୍ରତିଷ୍ଠା କରିବାରେ ଏହି ପ୍ରତିଯୋଗିତା ସହାୟକ ହେବ ବୋଲି ସାଧାରଣରେ ଆଲୋଚନା ହେଉଛି |  କନ୍ଧମାଳ ଜିଲ୍ଲା କୁଇ ସମାଜ ଯୁବପରିଷଦ ଜିଲ୍ଲାରେ ପ୍ରଥମ କରି ଏହି ଫୁଟବଲ ପ୍ରତିଯୋଗିତା ଆୟୋଜନ କରାଯାଇଛି ଓ ଏହି ପ୍ରତିଯୋଗିତା ଚଳିତ ବର୍ଷ ଠାରୁ ଆଗାମୀ ଦିନରେ ନିୟମିତ ଭାବେ ଅନୁଷ୍ଠିତ କରାଯିବ ବୋଲି ସଭାପତି ଶ୍ରୀ କହଁର ପ୍ରକାଶ କରିଥିଲେ |  
       ଆଜିର ଉଦ୍ଘାଟନୀ ଦିବସରେ ବାଲିଗୁଡା ବ୍ଲକ ଓ ଫୁଲବାଣୀ ବ୍ଲକ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ମ୍ୟାଚ ଅନୁଷ୍ଠିତ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ମ୍ୟାଚ ଖଜୁରୀପଡା ପଡା ଓ କ ନୂଆଗାଁ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି  | ପ୍ରଥମ ପର୍ଯ୍ୟାୟ ମ୍ୟାଚରେ ଫୁଲବାଣୀ ବ୍ଲକ ୧-୦ଗୋଲରେ ବାଲିଗୁଡା ବ୍ଲକ କୁ ହରାଇ ବିଜୟୀ ହାସଲ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚରେ କ ନୂଆଗାଁ ବ୍ଲକ  ପେନାଲଟିକ ୩ - ୨ ଗୋଲ ରେ ଖଜୁରୀପଡା ବ୍ଲକକୁ ହରାଇ ସେମି ଫାଇନାଲ ମ୍ୟାଚ ଖେଳିବାର ସୌଭାଗ୍ୟ ହାସଲ କରିପାରିଛି | ଏହାପରେ ଆଜିର ପ୍ରଦର୍ଶନୀ ମ୍ୟାଚ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅତି ସୁନ୍ଦର ଭାବେ ଆଦିବାସୀ ନେତା ରଘୁପତି କହଁର ସଭା ପରିଚାଳନା କରିଥିଲେ | ଉକ୍ତ ସଭାରେ କୁଇ ସମାଜ ସାଂସ୍କୃତିକ ପରିଷଦର ସମ୍ପାଦକ ବୀରେନ୍ଦ୍ର କହଁର ସକ୍ରିୟ ଅଂଶ ଗ୍ରହଣ କରିଥିବା ବେଳେ ଯୁବନେତା ବିଚିତ୍ରବୀର୍ଯ୍ୟ ପ୍ରଧନ, ରମାକାନ୍ତ କହଁର, ବରିଷ୍ଠ ଆଦିବାସୀ ନେତା ଗୌତମ ପ୍ରଧାନ, ବିଶ୍ଵାମିତ୍ର କହଁର, ଗୋଲକ କହଁର, ଅର୍ଜୁନ କହଁର ଶମ୍ଭୁନାଥ କହଁର ପ୍ରମୁଖ କ୍ରୀଡା ପରିଚାଳନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ, ଏହି ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୯ ତାରିଖ ପର୍ଯ୍ୟନ୍ତ ଚାଲୁରହିବ ଓ ଉଦଯାପନୀ ମ୍ୟାଚ ଆଗାମୀ ୧୯ ତାରିଖରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିବା ଜଣା ପଡିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା