-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ଯାଳୟ, କୁଣ୍ତାଖାଇରେ କୃତୀ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

17-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁଣ୍ଡାଖାଇ ଠାରେ ଏକ ସମ୍ବର୍ଦ୍ଧନା ସମାରୋହ ଅୟୋଜିତ ହୋଇଛି। ସମ୍ବର୍ଦ୍ଧନା ସମାରୋହରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବଳରାମ ସାହାଣୀ ସଭାପତିତ୍ବ କରିଥିଲେ।  ମୂଖ୍ଯ ଅତିଥି ଶ୍ରୀମାନ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାମଲାଲ ବରିହା ଓ ସମ୍ମାନୀତ ଅତିଥି ତଥା ସରପଞ୍ଚ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ପଧାନଙ୍କର ଉପସ୍ଥିତି ଉତ୍ସବକୁ ଆହୁରୀ ଗୌରବାନ୍ବିତ କରିଥିଲା । ବିଦ୍ଯାଳୟ ପରିଚାଳନା କମିଟୀର ସଭାପତି ଶ୍ରୀମାନ ପୂର୍ଣ୍ଣଚନ୍ଦ୍ର ପଧାନଙ୍କ ବିଦ୍ଯାଳୟ ପ୍ରତି ନିରନ୍ତର ନିଃସ୍ବାର୍ଥ ସେବା ଓ ଉତ୍ସର୍ଗୀକୄତ ମନୋଭାବକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଚ୍ଚ ପ୍ରସଂଶା  କରିଥିଲେ । ବିଦ୍ଯାଳୟର ଛାତ୍ର ଛାତ୍ରୀ ମାନଙ୍କର ପୂର୍ଣ୍ଣ ଗଣବେଶ, ପରିସ୍କାର ପରିଚ୍ଛନ୍ନତା,ଓ ଶୃଙ୍ଖଳିତ ବ୍ଯବହାର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମନକୁ ଆହ୍ଲାଦିତ କରିଥିଲା ।ଏହି ସମାରୋହରେ ତୄତୀୟ ଶ୍ରେଣୀ ବୄତ୍ତି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଡିଲେଶ୍ବର କୁମ୍ଭାର, ପ୍ରିନ୍ସ ପଧାନ ଓ ସମନ୍ବିତା ପଧାନଙ୍କୁ, ତଥା ପଞ୍ଚମ ଶ୍ରେଣୀ ବୄତ୍ତି ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଥିବା ଆର୍ଯ୍ଯନ ବରଣ ରାୟ, ହେମାନନ୍ଦ ପଧାନ ଓ ବିଦ୍ଯାଞ୍ଜଳି ପଧାନଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା ।ସମାରୋହରେ କିଚେନ ଗାଡେନ, ପରିବେଶ ଓ ପାଠ ପଢାରେ ସମସ୍ତ ଶିକ୍ଷକଙ୍କର ଅକ୍ଲାନ୍ତ ପରିଶ୍ରମର ଉଚ୍ଚ ପ୍ରଶଂସା କରାଯାଇଥିଲା, ଯାହାକି ଛାତ୍ର-ଛାତ୍ରୀ ମାନଙ୍କୁ ଅଧିକ ପ୍ରେରଣା ଦେବାରେ ସାହାଯ୍ୟ କରିଛି।ସମାରୋହରେ ଛାତ୍ର-ଛାତ୍ରୀଙ୍କର ଶିକ୍ଷାରେ ସଫଳତା ଏବଂ ସାମାଜିକ ଉନ୍ନତି ଦିଗରେ ପ୍ରମୁଖ ଆଲୋକପାତ କରାଯାଇଥିଲା, ଯାହା ଶିକ୍ଷା ପ୍ରତି ସହୃଦୟ ଜନସମାଜର ଦୃଷ୍ଟି ଆକର୍ଷଣ କରିଥିଲା। ସଭା ଶେଷରେ ବରିଷ୍ଠ  ଶିକ୍ଷକ ଶ୍ରୀଯୁକ୍ତ ଦେବନ୍ତ ପଣ୍ଡା ମହୋଦୟ ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା