-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

**ନବରଙ୍ଗପୁର ମହାବିଦ୍ୟାଳୟରେ ନିଯୁକ୍ତି ପରାମର୍ଶ ତାଲିମ୍*

17-Jan-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ମହାବିଦ୍ୟାଳୟରେ ଭୁବନେଶ୍ୱର ସ୍ଥିତ ପିନାକ୍ଲି ହ୍ୟୁମାନ ରିସୋର୍ସ ପ୍ରାଇଭେଟ୍ ଲିମିଟେଡ଼ ପକ୍ଷରୁ ନିଯୁକ୍ତି ପରାମର୍ଶ ତାଲିମ୍ ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଡି. ଗୋବିନ୍ଦା ରାଓଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରାସାଦ ହୋତା ସ୍ନାତକ ଡିଗ୍ରୀ ଛାତ୍ରଛାତ୍ରୀମାନଙ୍କୁ ବୃତ୍ତିଗତ କର୍ମ ନିଯୁକ୍ତି କ୍ଷେତ୍ରରେ ମାର୍ଗଦର୍ଶନ କରିଥିଲେ । ପିନାକ୍ଲି ହ୍ୟୁମାନ ରିସୋର୍ସ ପ୍ରାଇଭେଟ ଲିମିଟେଡ଼ର ପରିଚାଳକ ସି. ଶେଖର ନାୟକ ପିଲାମାନଙ୍କୁ ତାଙ୍କ ସଂସ୍ଥା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ବିଭିନ୍ନ ପ୍ରକାର କର୍ମ ନିଯୁକ୍ତି ସଂପର୍କରେ ତାଲିମ ଦେଇଥିଲେ ଏବଂ ନିଯୁକ୍ତି ସ୍ଥାନ ଚୟନ ପାଇଁ ସ୍ନାତକ ଡିଗ୍ରୀର ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ପ୍ରାଥମିକ ଲିଖିତ ପରୀକ୍ଷା କରାଇଥିଲେ। ଏହି ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀମାନଙ୍କୁ ପରବର୍ତ୍ତୀ କାଳରେ ଯୋଗାଯୋଗ କରି ସିଧା ସଳଖ ତାଙ୍କୁ କର୍ମ ନିଯୁକ୍ତିର ସୁଯୋଗ ଦିଆଯିବ । ଏହି କାର୍ଯ୍ୟକ୍ରମକୁ ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଶ୍ରୀ ଜିତେନ୍ଦ୍ର କୁମାର ରଥ ପରିଚାଳନା କରିଥବା ବେଳେ ଅଧ୍ୟାପକ ଡ.ଜାହାଙ୍ଗୀର ମହମ୍ମଦ, ଶ୍ରୀ ମନୋରଞ୍ଜନ ଖୁରା,ଶ୍ରୀ ଘାସିରାମ ବେହେରା,ଶ୍ରୀ ଅଶ୍ଵିନି କୁମାର ବେହେରା,ଶ୍ରୀ ହରିଶ୍ ଚନ୍ଦ୍ର ଶବର,ଶ୍ରୀ ପ୍ରିୟବ୍ରତ ସାହୁ, ଅଧ୍ୟାପିକା ରଜନୀ ମିଞ୍ଜ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା