-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ତୁଳlପଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ l

17-Jan-2025



ନର୍ଲା (ସଞ୍ଜିବ ଦାସ )ନର୍ଲା ବ୍ଲକ ଅନ୍ତର୍ଗତ ବିଜୟାନନ୍ଦ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୁଳlପଡା ଠାରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇ ଯାଇଛି l ବିଦ୍ୟାଳୟ ପରିସରରେ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବରେ ନର୍ଲା ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ ଅଞ୍ଜଳି ପଟ୍ଟନାୟକ ଯୋଗଦାନ କରି ଉଦଘାଟନ କରିବା ସହିତ ଛାତ୍ରୀ ମାନଙ୍କ ପାଇଁ ସରକାରଙ୍କ ସରକାରଙ୍କ ଦ୍ୱାରା ଆତ୍ମ ସୁରକ୍ଷା ତାଲିମ କେତେ ଗୁରୁତ୍ୱପୂର୍ଣ୍ଣ ସେ ନେଇ ଆଲୋକପାତ କରିବା ସହିତ ଅତୀତର ଛାତ୍ରୀ ଓ ବର୍ତ୍ତମାନର ଛାତ୍ରୀ ମାନଙ୍କ ମଧ୍ୟରେ ପାର୍ଥକ୍ୟ ର ତୁଳନାତ୍ମକ ବିଚାର ସମ୍ପର୍କରେ ଅଭିଭାଷଣ ରଖିଥିଲେ l ଅଧ୍ୟକ୍ଷ ଶୁଶିଲ ସେନାପତିଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମଟି ହୋଇଥିବା ବେଳେ ଖେଳ ଶିକ୍ଷକ ଅରୁଣ କୁମାର ନାୟକ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ l ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ର ପ୍ରଶିକ୍ଷିକା ଭାବରେ ଗୀତାଞ୍ଜଳି ବୈଠାରୁ ଓ କୁମୁଦିନୀ ମାଝୀ ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ l ଏହି ବିଦ୍ୟାଳୟର କଳା ଓ ବିଜ୍ଞାନ ର ୧୮୬ ଜଣ ଛାତ୍ରୀ ଏହି ଶିବିରରେ ପ୍ରଶିକ୍ଷଣ ନେଉଥିବା କଥା ଶ୍ରୀଯୁକ୍ତ ସେନାପତି ସୁଚନା ଦେଇଛନ୍ତି l ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟାପକ ମାନଙ୍କ ମଧ୍ୟରେ ବିଜୟ କୁମାର ଭୋଇ, ନିତ୍ୟାନନ୍ଦ ଭଞ୍ଜ, ଉମେଶ ଚନ୍ଦ୍ର ସ୍ୱାଇଁ ଓ ଦୀନବନ୍ଧୁ ରାଉତ ଉପସ୍ଥିତ ରହି ସହଯୋଗ କରି ଥିଲେ l ଉଦଘାଟିତ ହୋଇଥିବା ଏହି କାର୍ଯ୍ୟକ୍ରମ ତା ୦୭/୦୧/୨୦୨୫ ରିଖ ଠାରୁ ଆରମ୍ଭ ହୋଇ ୧୬/୦୧/୨୦୨୫ ରିଖ ଦିନ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଉଦଯାପନୀ ଉତ୍ସବ ରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ମଲ୍ଲିହାର ପଧାନ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଛାତ୍ରୀ ଆତ୍ମ ସୁରକ୍ଷା ଶିବିରର ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ ଓ ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣର ମାନପତ୍ର ବଣ୍ଟନ ସ୍ୱହସ୍ତରେ କରି ଥିଲେ l କାର୍ଯ୍ୟକ୍ରମଟିକୁ ଓଡ଼ିଆ ଅଧ୍ୟାପକ ଉମେଶ ଚନ୍ଦ୍ର ସ୍ୱାଇଁ ପରିଚାଳନା କରିବା ସହିତ ଶେଷରେ ଅଧ୍ୟାପକ ବିଜୟ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା