-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ଆଜି ଭୁବନେଶ୍ୱରରେ ଆସି ପହଞ୍ଚିବ ବହୁ ପ୍ରତୀକ୍ଷୀତ କରୋନା ଟିକା

12-Jan-2021



ଭୁବନେଶ୍ୱର, (ପ୍ରେରଣା ଖବର ବ୍ୟୁରୋ) : ଆଜି ଭୁବନେଶ୍ୱରରେ ଆସି ପହଞ୍ଚିବ ବହୁ ପ୍ରତୀକ୍ଷୀତ କରୋନା ଟିକା। ସିରମ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ଟିକା କୋଭିସିଲ୍ଡ। ଅପରାହ୍ଣରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। ଆଜି ଭୋର୍ ପ୍ରାୟ ସାଢେ ୪ଟାରେ ପ୍ରଥମେ ପୁଣେର ସିରମ ଇନଷ୍ଟିଟ୍ୟୁଟ୍‌ରୁ ସ୍ୱତନ୍ତ୍ର ଟ୍ରକ୍‌ରେ ଟିକାଗୁଡିକୁ ବିମାନ ବନ୍ଦର ଅଣାଯାଇଥିଲା। ଏଥିପାଇଁ ଟିକା ଟ୍ରକ୍ ଗୁଡିକୁ ଜେଡ୍ ପ୍ଲସ୍ ସୁରକ୍ଷା ଯୋଗାଇ ଦିଆଯାଇଥିଲା।

ପରେ ବିମାନ ବନ୍ଦରରୁ ସ୍ପାଇସ୍ ଜେଟ୍ ବିମାନରେ ଟିକାକୁ ଭୁବନେଶ୍ୱର ଅଣାଯାଉଛି। ବିମାନବନ୍ଦରରେ ପହଞ୍ଚିବା ପରେ ଟିକା ଗୁଡିକୁ ରାଜ୍ୟ ଟିକା କେନ୍ଦ୍ରରେ ରଖାଯିବ। ଏହା ପରେ ପ୍ରତି ଜିଲ୍ଲାର ଟିକା କେନ୍ଦ୍ରକୁ ପଠାଯିବ। ସେପଟେ ବିଏମସି କମିଶନର କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରର ୨୧ ହଜାର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କର୍ମଚାରୀମାନଙ୍କ ଲିଷ୍ଟ ରାଜ୍ୟ ସରକାରଙ୍କୁ ଦିଆଯାଇଛି।

ସମୁଦାୟ ୨୭ଟି ସରକାରୀ ହସ୍ପିଟାଲ ଏବଂ ୧୮ଟି ପ୍ରାଇଭେଟ୍ ହସପିଟାଲରେ ଭ୍ୟାକସିନେସନ ସେଣ୍ଟର କରିବା ପାଇଁ ନିଷ୍ପତ୍ତି ହୋଇଛି। ଆସନ୍ତା ୧୬ ତାରିଖରେ ଭୁବନେଶ୍ୱରର ୫ଟି ଲୋକେସନରେ କୋଭିଡ୍ ଭ୍ୟାକସିନ୍ ଲଞ୍ଚ କରାଯାଉଛି।

କ୍ୟାପିଟାଲ ହସପିଟାଲ, ୟୁନିଟ୍ ୪ ସରକାରୀ ହସପିଟାଲ, ବିଏମସି ହସପିଟାଲ, ସମ୍ ହସପିଟାଲ ଏବଂ କିମ୍ସ ହସପିଟାଲରେ ଲଂଚ୍ କରାଯିବ ବୋଲି ବିଏମସି କମିଶନର କହିଛନ୍ତି।
  
*ଆସନ୍ତା ୧୬ ତାରିଖରୁ ସାରାଦେଶରେ କୋଭିଡ ଟିକାକରଣ ମହା ଅଭିଯାନ ପାଇଁ ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ମହାରାଷ୍ଟ୍ରସ୍ଥିତ ସିରମ୍ ଇନଷ୍ଟିଚ୍ୟୁଟ୍‌ରୁ କଡା ସୁରକ୍ଷା ବଳୟରେ ଫ୍ରିଜର ଥିବା ଅତ୍ୟାଧୁନିକ ଟ୍ରକ୍‌ରେ କୋଭିଡ ଟିକାକୁ ବିମାନବନ୍ଦର ନିଆଯାଇଥିଲା। ସେଠାରୁ ଦେଶର ବିଭିନ୍ନ ସ୍ଥାନକୁ ଟିକା ପଠାଯାଇଛି।*

*ସିରମ ଇନଷ୍ଟିଚ୍ୟୁଟ୍‌ ଏବଂ ସହଯୋଗୀ ସଂସ୍ଥା କୁଲ୍ ଏକ୍ସ କୋଲଡ୍ ଚେନ୍ ଲିମିଟେଡ୍ ଟିକା ପରିବହନ ଦାୟିତ୍ୱ ନେଇଛନ୍ତି। କୋଭିସିଲଡ ଟିକା ପାଇଁ ପୁନେର ସିରମ ଇନଷ୍ଟିଚ୍ୟୁଟ୍ ୧ କୋଟି ୧୦ ଲକ୍ଷ ଡୋଜ୍ ଅର୍ଡର ମିଳିବା ପରେ ଟିକା ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ବିମାନ ଭାବେ ସ୍ପାଇସ ଜେଟ୍‌ରେ ୪୫୬ଟି ବକ୍ସରେ ମୋଟ ୧୪ହଜାର ୫୯୨ ଟନ୍ ଓଜନର ଟିକା ପଠାଯାଇଛି। ଏଥିସହ ଅନ୍ୟ ବିମାନରେ ଚେନ୍ନାଇ, ଚଣ୍ଡୀଗଡ, କୋଲକାତା, ଗୁଜରାଟ, ହାଇଦ୍ରାବାଦ, ବିଜୟଓ୍ବାଡା, ଭୁବନେଶ୍ୱର, ଗୌହାଟୀ, ବେଙ୍ଗଳୁରୁ, ପାଟନା ଏବଂ ଲକ୍ଷ୍ନୌ ଭଳି ୧୩ଟି ସହରକୁ ଟିକା ପଠାଯାଇଛି। ୮ଟି ବାଣିଜ୍ୟିକ ଏବଂ ୨ଟି କାର୍ଗୋ ବିମାନରେ ଟିକା ପଠାଯାଇଛି। ପ୍ରଥମ କାର୍ଗୋ ଫ୍ଲାଇଟ୍ ହାଇଦ୍ରାବାଦ, ବିଜୟଓ୍ବାଡା ଏବଂ ଭୁବନେଶ୍ୱର ପଠାଯାଇଥିବା ବେଳେ ଦ୍ୱିତୀୟ କାର୍ଗୋ ଫ୍ଲାଇଟରେ କରୋନା ଟିକା କୋଲକାତା ଏବଂ ଗୌହାଟୀକୁ ଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like