-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

17-Jan-2025



(ନିରଞ୍ଜନ ତ୍ରିପାଠୀ )
ବରଗଡ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ ଏବଂ ପୀତାମ୍ବର ସାହୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଗଜିନ୍ଦ୍ର ସାହୁ, ବିଚିତ୍ର ପ୍ରଧାନ, ପ୍ରଦୀପ ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମହେନ୍ଦ୍ର ସିଂ ବରିହା ଏବଂ ଅନ୍ୟ ସଭ୍ୟ ସଭ୍ୟା ଯୋଗ ଦେଇଥିଲେ। ଦଶମ ଶ୍ରେଣୀ ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପ ବିବରଣୀ ପଠନ କରିଥିଲେ। ଏହି ଅବସରରେ ଷଷ୍ଠରୁ ଦଶମ ଶ୍ରେଣୀର ସମାପ୍ତି ସୂଚକ ଆକଳନ-୧ ରେ ସର୍ବାଧିକ ନମ୍ବର ରଖିଥିବା ପ୍ରତି ଶ୍ରେଣୀରୁ ତିନି ଜଣ ଲେଖାଏଁ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ ବର୍ଗରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାକୁ ଉନ୍ନୀତ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଏବଂ ବାର୍ଷିକ କ୍ରୀଡା ଓ ଅନ୍ୟାନ୍ୟ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ନବମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା "ଛି ଛି ଛି ରେ ମଦୁଆ ଛି" ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା "ସମିଆଁର୍ ଖେଲ୍" ନାଟକ ଦର୍ଶକମାନଙ୍କ ମନ ଜିଣି ନେଇଥିଲା। ଛାତ୍ରଛାତ୍ରୀମାନେ ମଞ୍ଚ ପରିଚାଳନା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବରିଷ୍ଠ ଶିକ୍ଷକ ପଦ୍ମଲୋଚନ ପୋଢ଼ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା