-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

କିରକିଟା କୁ ବ୍ଲକ ମାନ୍ୟତା ଦାବୀ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କୁ ସ୍ମାରକ ପତ୍ର ପ୍ରଦାନ

17-Jan-2025



(ଡୋଲେଶ୍ୱର  ବାଗ )
 କିରକିଟା କୁ ବ୍ଲକ ମାନ୍ୟତା ଦାବୀ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।  କିରକିଟା କେନ୍ଦ୍ର ସ୍ଥଳୀ ରେ ଅବସ୍ଥିତ ଥିବା ବେଳେ ଖଡିଆଳ ବ୍ଲକ୍ ର ୯ ଗୋଟି ପଞ୍ଚାୟତ, ସିନାପାଲି ବ୍ଲକ ର ୩ ଗୋଟି ଏବଂ ବୋଡ଼େନ ବ୍ଲକ୍ ୩ ଗୋଟି ଗ୍ରାମପଞ୍ଚାୟତ କୁ ନେଇ ବ୍ଲକ ଗଠନ ନେଇ ପ୍ରସ୍ତାବ ଦେଇଛନ୍ତି। ଖଡିଆଳ ବ୍ଲକ୍  କିରକିଟି, ସୁନାରି ସିକୂଆଁ, ରାନିମୁଣ୍ଡା, ସରଧାପୁର , ଡୁଆଝର, ଦବ୍ରୀ, ବିରୀଘାଟ,ଲାଞ୍ଜି ଓ କେନ୍ଦୁପାଟି, ବୋଡ଼େନ ବ୍ଲକ୍ ର ରୋକାଲ ଓ ଲାର୍କା,  ସିନାପାଲି ବ୍ଲକ ର ମାଖାପଦର,ଗଣ୍ଡାବହାଲି, ଓ ବରଗାଁ, ୧୪ ଗୋଟି ଗ୍ରାମପଞ୍ଚାୟତ କୁ ନେଇ  କିରକିଟା କୁ ବ୍ଲକ୍ ଦାବୀ କରିଛନ୍ତି। ରାଜସ୍ବ ମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ନେତୃତ୍ବ ସଂଯୋଜକ ରାତ୍ରାନନ୍ଦ ମନାହିରା,  ଆବାହକ  ସନ୍ୟାସୀ ଦାଶ, ରୋକାଳ ସରପଞ୍ଚ  ଠାକୁର ବାଗ, କିରକିଟା ଛବି ମାଝୀ, ଗଣ୍ଡବହାଲି ନାଏବ୍ ସରପଞ୍ଚ ଚୂଡ଼ାମଣି ବିହାରୀ, ସୁନାରି ସିକୁଆଁ ଭୋଲେଶ୍ୱରୀ ଦାସ, ସମାଜସେବୀ, ଦିବାକର ଖମାରୀ, ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା