-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଅର୍ଡାବାହାଲ ସରକାରୀ ବାଳିକା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ନବମ ତମ ବାର୍ଷିକ ଉତ୍ସବ ପାଳିତ

17-Jan-2025



କୁଚିଣ୍ଡା: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଳକ ଅନ୍ତର୍ଗତ ଅର୍ଡାବାହାଲ  ଯୁକ୍ତ ଦୁଇ (ବିଜ୍ଞାନ) ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଓଡ଼ିଶା ଆନୁକୂଲ୍ୟରେ ସ୍ଥାପିତ ହୋଇଥିବା  ସରକାରୀ ବାଳିକା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ନବମ ତମ ବାର୍ଷିକ ଉତ୍ସବ ସମାରୋହ ପାଳିତ ହୋଇଯାଇଛି। ଯେଉଁଥିରେ ଅତିଥି ମାନଙ୍କର ପ୍ରଥମେ ମଞ୍ଚରେ ଉପସ୍ଥିତ ହେବା ପରେ ମାଁ ସମଲେଶ୍ଵରୀଙ୍କ ତୈଳଚିତ୍ର ପାର୍ଶ୍ଵରେରେ ପୁଷ୍ପ ମାଲ୍ୟାର୍ପଣ ଅର୍ପଣ କରାଯିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରି ମଞ୍ଚରେ ଉପବେଶନ କରିଥିଲେ । ଏହା ପରେ ଉପସ୍ଥିତ ସମସ୍ତ ଅତିଥି ମାନଙ୍କୁସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇ ବିଦ୍ୟାଳୟ ର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଥଲା। ବିଦ୍ୟାଳୟ ର ଅଧ୍ୟକ୍ଷ ରଞ୍ଜନ ନାଏକ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ ଏବଂ ତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମ ରେ  ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ଜ୍ୟୋସ୍ନାପ୍ରିୟା ବେହେରା, ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ କୁଟୁରାଚୁଆଁ ମହାବିଦ୍ୟାଳୟ ପୂର୍ବତନ ଅଧ୍ୟକ୍ଷ ସୁବାସ ନାଏକ, ସମ୍ମାନିତ ଅତିଥି ଭାବେ ଭୋଜପୁର ଏସ ଏସ ଡି ଉଚ୍ଚବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଆଇରିନା ମିଞ୍ଜ, ଷଣ୍ଡପପଥର ସରକାରୀ ଏସ୍ ଏସ୍ ଡି ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ, ଅର୍ଡାବାହାଲ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ରାଜେନ୍ଦ୍ର

କୁମାର ସାହୁ, ପୁର୍ବତନ ବ୍ଳକ ସହକାରୀ ଶିକ୍ଷା ଅଧିକାରୀ ଗୈାରାଙ୍ଗ କୁସୁମ, ସମିତି ସଭ୍ୟା ଚମ୍ପାବତୀ ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅବସରରେ ଅଧ୍ୟାପକ ଉଦୟ କୁମାର ପାଣିଗ୍ରାହୀ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିଥିବାବେଳେ ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ତଥା ନୃତ୍ୟ, ଗୀତ, ବକ୍ତୃତା, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତା ଏବଂ ବିଦ୍ୟାଳୟର ବିଭିନ୍ନ ପ୍ରକାର କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରିବା ସହ ଟ୍ରଫି ପ୍ରଦାନ କରିଥିଲେ। ଏବଂ ଏହି ବିଦ୍ୟାଳୟ ରେ ଅଧ୍ୟୟନ କରି ସୁକ୍ଷାତି ଅର୍ଜନ କରିଥିବା ତିନୋଟି ପିଲାଙ୍କୁ ଉପଢୌକନ ଦେଇ ସମ୍ବର୍ଧିତ କରିଥିଲେ। ଏବଂ ଶେଷରେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଶେଷରେ ଗଣିତ ବିଭାଗର ଅଧ୍ୟାପିକା ସୁନିମା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଉକ୍ତ ବିଦ୍ୟାଳୟର ସମସ୍ତ ଛାତ୍ରୀ ଉପସ୍ଥିତ ହେବା ସହ ଦୂରଦୂରାନ୍ତରୁ ନିମନ୍ତ୍ରିତ ଅତିଥି ଏବଂ ଶିକ୍ଷକ,ଶିକ୍ଷୟିତ୍ରୀ ମାନଙ୍କ ସମାଗମ ହୋଇଥିଲା ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା