-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||     

HOME   ଜିଲ୍ଲା

ଦାୟିତ୍ୱ ଗ୍ରହଣ କଲେ ତିନି ପ୍ରଶାସନିକ ଅଧିକାରୀ

17-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧରେ ତିନି ଜଣ ପ୍ରଶାସନିକ ଅଧିକାରୀ ଶୁକ୍ରୁବାର ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି କ୍ରମେ ବୌଦ୍ଧର ଜିଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅନିରୁଦ୍ଧ ପଧାନଙ୍କୁ ବୌଦ୍ଧ ଅତିରିକ୍ତ ଜ଼ିଲ୍ଲାପାଳ ,ଉପଜିଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କୁ ପଦୋନ୍ନତି ଦିଆଯାଇ ବୌଦ୍ଧ ଜିଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ନିଯୁକ୍ତି ଦିଆଯାଇଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଉଭୟ ଅଧି୍‌କାରୀ ନିଜର ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେହିପରି ବୌଦ୍ଧକୁ ଉପ -ଜିଲ୍ଲାପାଳ ଭାବରେ ବଦଳି

ହୋଇଆସିଥିବା ମୟୁରଭଞ୍ଜ କରଞ୍ଜିଆର ଆଇଟିଡିଏ ଅଧିକାରୀ ପ୍ରବୀଣ କୁମାର ବାନୁଆ ମଧ୍ୟ ଆଜି ତାଙ୍କର ଦାୟିତ୍ୱ ଗ୍ରହଣ  କରିଛନ୍ତି । ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଆୟୋଜିତ ଏକ ସମ୍ବର୍ଦ୍ଧନା ବୈଠକରେ ତିନି ଅଧିକାରୀଙ୍କୁ ଜିଲାପାଳ ସୁବ୍ରତ କୁମାର ପଣ୍ଡା ତଥା ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ ସ୍ୱାଗତ କରିଥିଲେ l ଜ଼ିଲ୍ଲାପାଳ ଏହି ଅବସରରେ ସମସ୍ତ ଅଧିକାରୀ  ଙ୍କୁ ଏକ ଟିମରେ ରହି  କାମ  କରିବା  ପାଇଁ ଆହ୍ୱାନ କରିଥିଲେ l ଆମର ଦୁଇ ଅଧିକାରୀ  ଏଠାରେ ଅବସ୍ଥାପିତ ହୋଇଥିବାରୁ ସମସ୍ତେ ଖୁସିବ୍ୟକ୍ତ କରିଥିଲେ l ନିର୍ବାଚନ  ରେ ଭଲ କାମ କରିଥିବା ରୁ ଆସନ୍ତା ଜାତୀୟ ମତଦାତା ଦିବସ  ରେ  ଜ଼ିଲ୍ଲାପାଳ, ଅତିରିକ୍ତ ଜ଼ିଲ୍ଲାପାଳ ତଥା  ରିଟର୍ନିଙ୍ଗ ଅଫିସ କଣ୍ଟାମାଲ ବିଧାନ ସଭା  ନିର୍ବାଚନ ମଣ୍ଡଳୀ ଏବଂ ଡେପୁଟି କଲେକ୍ଟର (ନିର୍ବାଚନ ) ଶାଶ୍ୱତ ପ୍ରଧାନ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ  ଆୟୋଜିତ ଜାତୀୟ ମାତଦାତା ଦିବସ ରେ ସମ୍ବର୍ଦ୍ଧିତ ହେବାକୁ ଥିବାରୁ  ସମସ୍ତ ଅଧିକାରୀ,ବୁଥ  ସ୍ତରୀୟ ଅଧିକାରୀ, କର୍ମଚାରୀ,ନିର୍ବାଚନ ସମୟରେ କାମ  କରିଥିବା  ଟିମ ର ସମସ୍ତଙ୍କୁ ଜ଼ିଲ୍ଲାପାଳ ଭୁୟସୀ ପ୍ରଶଂସା  କରିବା ସହ ଆଗକୁ  ଏଭଳି ଭଲ କାମ କରି ପ୍ରଶଂସିତ  ହେବା ପାଇଁ ଆହ୍ୱାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   12-May-2026
  ଜିଲ୍ଲା  
ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   12-May-2026
  ଜିଲ୍ଲା  
ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   12-May-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026

You Might Also Like