-+91-9937148622 |

prerana_bgr@rediffmail.com |

  Saturday 21st March 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||      ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   (20-Mar-2026)       ||      ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   (20-Mar-2026)       ||      ୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ    (20-Mar-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   (20-Mar-2026)       ||      ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   (20-Mar-2026)       ||      ବଲାଙ୍ଗୀରରେ ଏଲପିଜି ଗ୍ୟାସର କୃତ୍ରିମ ଅଭାବ, ଡୋମେଷ୍ଟିକ ସିଲିଣ୍ଡରର ଦାମ ୨୨ ଶହ ଟଙ୍କା   (20-Mar-2026)       ||      ରେଂଗାଲିକେମ୍ପରେ ବିଶ୍ବ ପଖାଲ ଦିବସ   (20-Mar-2026)       ||      ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||     

HOME   ଜିଲ୍ଲା

ଚଳନ୍ତା କାର ହୁହୁ ହୋଇ ଜଳିଗଲା,ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ,ଶିଶୁ ସମେତ ୬ ଜଣ

18-Jan-2025



ବାଲିଗୁଡା(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତ୍ର ରେ ଏକ ଚଳନ୍ତା ଆକ୍ଟିଭା କାର ରେ ହଠାତ ନିଆଁ ଲାଗି ହୁହୁ ହୋଇ ଜାଲିଗଲା । ଗାଡି ମଧ୍ୟରେ ବସିଥିବା ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ଅଳ୍ପକେ ମୃତ୍ୟୁ  ମୁଖରୁ ବର୍ତ୍ତିଯାଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ,  ଶୁକ୍ରବାର ରାତି ୮.୩୦ ସମୟରେ ମହାସିଙ୍ଗ ଗ୍ରାମର ଏକ ପରିବାର କୋଟଗଡ ବ୍ଲକ ର ସୁବର୍ଣ୍ଣଗିରି ନିକଟସ୍ଥ ଲୁଦୁ ଜଳପ୍ରପାତ ବୁଲିବା ପାଇଁ ଯାଇଥିଲେ । ବୁଲାବୁଲି ସାରି  ଘରକୁ ଫେରୁଥିବା ବେଳେ ହଠାତ ଗାଡିର ଇଞ୍ଜିନ ରେ କିଛି ଧୂଆଁ ବାହାରିବା ସହ ନିଆଁ ଦେଖିବାକୁ ମିଳିଥିଲା ଏହା ପରେ ଡ୍ରାଇଭର ର ଉପସ୍ଥିତି ବୁଦ୍ଧି ଯୋଗୁଁ ଗାଡିଟି ରଖିବା ସହ ସମସ୍ତ ଯାତ୍ରୀ ଙ୍କୁ ସଙ୍ଗେ ସଙ୍ଗେ ଗାଡିରୁ ଓଲ୍ଲାହିବା ସହ ଦମକଳ କେନ୍ଦ୍ର କୁ ଫୋନ କରିଥିଲେ l ଖବର ପାଇ  ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଗାଡିଟି ହୁ ହୁ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଘଟଣା ସ୍ଥଳରେ ପୁଲିସ ର ପେଟ୍ରୋଲିଂ ଗାଡି ପହଞ୍ଚି ଏସଆଇ ସଞ୍ଜୟ ସ୍ଵାଇଁ ଯାତ୍ରୀ ମାନଙ୍କୁ

ସୁରକ୍ଷିତ ରଖିବା ସହ ଘଟଣାର କାରଣ ପଚାରିଥିଲେ l ।ଆଉ ଦୁଇ କିଲୋମିଟର ପରେ ସେହି ପରିବାର ତାଙ୍କ ଘରେ ପହଞ୍ଚି ଥାନ୍ତେ l  କିନ୍ତୁ ବିଧିର ବିଧାନ କିଭଳି ଚଳନ୍ତା କାର ରେ ନିଆଁ ଲାଗି ଯାଇଥିଲା ଅଳ୍ପକେ ସମସ୍ତେ ମୃତୁ ମୁଖରୁ ବଞ୍ଚିଯାଇଥିଲେ । ଏ ସମ୍ପର୍କରେ ଥାନା ଅଧିକାରୀ ସମ୍ବିତ କୁମାର ସ୍ଵାଇଁ  ତଦନ୍ତ କରିବା ପରେ ନିଆଁ ଲାଗିବାର କାରଣ ଜଣାପଡିବ ବୋଲି କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପଖାଳ ଦିବସ ପାଳିତ   21-Mar-2026
  ଜିଲ୍ଲା  
*ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   21-Mar-2026
  ଜିଲ୍ଲା  
ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   21-Mar-2026
  ଜିଲ୍ଲା  
ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   20-Mar-2026
  ଜିଲ୍ଲା  
ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   20-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   20-Mar-2026
  ଜିଲ୍ଲା  
"ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   20-Mar-2026
  ଜିଲ୍ଲା  
ନର୍ଲା ହାଇସ୍କୁଲ ଠାରେ ଜନଗଣନା ତାଲିମ ଶିବିର   20-Mar-2026
  ଜିଲ୍ଲା  
ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ୨୦୨୬   20-Mar-2026
  ଜିଲ୍ଲା  
୨କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ଇନୋଭା କାର ଜବତ, ୧ଗିରଫ   20-Mar-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ନାମ ଲେଖା ଅଭିଯାନ   20-Mar-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ପ୍ରେମୀ ତଥା ସମାଜସେବୀ ନନ୍ଦ କିଶୋର ଙ୍କ ପରଲୋକ   20-Mar-2026

You Might Also Like