-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

*ଚଚରାଗୁଡାରେ ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ର ଅଷ୍ଟମ ସମୀକ୍ଷା ବୈଠକ ଅନୁଷ୍ଠିତ*

18-Jan-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ପାପଡା ହାଣ୍ଡି ବ୍ଳକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ,ଚଚରା ଗୁଡାରେ ମୌଳିକ ଓ ସଂଖ୍ୟା ଜ୍ଞାନ  ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ତରଫରୁ ସ୍ଵାଗତ ଓ କାର୍ଯ୍ୟସୂଚୀ ପ୍ରଦାନ ,ବିଦ୍ୟାଳୟ ପରିଦର୍ଶନ,ପୂର୍ବ ବୈଠକରେ ଆଲୋଚନା, ମୌଳିକ ସାକ୍ଷରତା ଓ ଭାଷାଜ୍ଞାନ ,ଜାନୁୟାରୀ ମାସର ପାଠ ଯୋଜନା,ଶ୍ରେଣୀ ପରିଚାଳନାରେ ଏ ପାଖ ସେ ପାଖ,ଟ୍ରାକର ରେଜିଷ୍ଟାର ଆଲୋଚନା,ପରୀକ୍ଷା ପେ ଚର୍ଚ୍ଚା,ନିପୁଣ ଓଡିଶା ଗଠନରେ ଶିକ୍ଷକ ର ଭୂମିକା ,ଏଫ .ଏଲ .ଏନ୍. ପାଇଁ ପ୍ରତି ବିଦ୍ୟାଳୟ ରୁ ଛାତ୍ର ଛାତ୍ରୀ ଓ ଅଭିଭାବକ ଯୋଗଦାନ କରିବେ ତାଲିକା ପ୍ରଦାନ କରିବା ପାଇଁ ମତ ପ୍ରଦାନ କରାଗଲା । ଆସନ୍ତା ଦିନରେ ୟୁ ଏ ଏସ ଆପ ରେ ଆମ ସମସ୍ତ ପାଇଁ କାମ କରିବା ଦାୟିତ୍ଵ ପୂର୍ଣ୍ଣବାବଦରେ ସି ଆର ସି ସି ଆଲୋକ ପାତ କରିଥିଲେ ।ମୁଖ୍ୟ ମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଅନଲାଇନ କରିବା,ନିପୁଣ ଓଡ଼ିଶାର ପତ୍ରିକା ସମସ୍ତ ପ୍ରଧାନ ଶିକ୍ଷକକୁ ପ୍ରଦାନ କରାଗଲା  ।ଵୈଠକରେ ପ୍ରଧାନ ଶିକ୍ଷକ ଦୈତାରୀ ପୂଜାରୀ ,ରଞ୍ଜନ ମୋହନ ଖୁରା,ମୋହନ ନାୟକ ,ଲିଙ୍ଗରାଜ ସାହୁ,ସୋମନାଥ ମାଝୀ,ଏଫ ଏଲ ଏନ୍ ଶିକ୍ଷୟିତ୍ରୀ  ପ୍ରମୁଖ ଯୋଗଦାନ ସହ ଅଂଶ ଗ୍ରହଣ କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଵାଵୁଲାଲ  ବୈଠକରେତରଫରୁ  ଏଫ. ଏଲ .ଏନ୍.ର  ଟି. ଏଲ .ଏମ. ନିୟମ ଆଧାରରେ କ୍ରୟ କରିବା ସହ ଆଲୋଚ୍ୟ ବିଷୟ କୁ ପିଲାଙ୍କ ପାଖରେ ପଞ୍ଚାଇବାକୁ ଶିକ୍ଷକ ଭାବେ ଦାୟିତ୍ୱ ବୋଧତା ରେ କାର୍ଯ୍ୟ କରିବାକୁ ମତ ଦେଇଥିଲେ। ସମସ୍ତକୁ ଧନ୍ୟବାଦ ଅର୍ପଣ କରି ଶଙ୍କର ସୁନା ବୈଠକ ସମାପ୍ତ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like