-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

କ୍ଲଷ୍ଟର ସ୍ତରୀୟ ବୈଠକ

18-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରର ଲେମଧର ସେବାଶ୍ରମ ବିଦ୍ୟାଳୟରେ ଅଷ୍ଟମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।ସିଆରସିସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ଅଶୋକ କୁମାର ସ୍ଵାଇଁ,ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପୁରୀ,ଜାରିଂ ନୋଡାଲର ପ୍ରଧାନ ଶିକ୍ଷକ ଭାଦ୍ରଵ ପାଣ୍ଡେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଶିକ୍ଷକ ବାସୁଦେବ ସାହୁ ଭକ୍ତି ସଂଗୀତ ପରିବେଷଣ କରିଥିଲେ।ପରେ ଜାନୁୟାରୀ ମାସର ଶୈକ୍ଷିକ କ୍ୟାଲେଣ୍ଡର,ପାଠ ପଢା ସଂପର୍କରେ ଵିଶଦ ଆଲୋଚନା ହୋଇଥିଲା।ଭାଷା ଓ ଗଣିତ ଶିକ୍ଷଣ ଆନନ୍ଦଦାୟକ ପରିଶେଷରେ ଶିକ୍ଷା ଦେଲେ ଏହା ଦୀର୍ଘ ସ୍ଥାୟୀ ହୋଇ ପାରିବ ବୋଲି ଆଲୋଚନା ହୋଇଥିଲା। ଶିକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା।ଦଶଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଏଫ୍ ଏଲ ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ବୈଠକରେ ସାମିଲ୍ ହେଇଥିଲେ। ନମିତା ବେହେରା,ଟିକେଶ୍ଵରୀ ସେଠ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସିଆରସିସି ଦୁର୍ବାଦଳ ବଡଗୋଛିଆଙ୍କ ତତ୍ତ୍ଵାବଧାନରେ ଵଡଵାଉଁଶେନ କ୍ଲଷ୍ଟରର କୁର୍କୁଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ, ସିଆରସିସି ପ୍ରଭାତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଟିଗଣ୍ଡପାଲି କ୍ଲଷ୍ଟରର ଗୁଡିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସେହିପରି ଅବଶିଷ୍ଟ ନଅଟି କ୍ଲଷ୍ଟରରେ ଅଷ୍ଟମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।❤️


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like