-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||     

HOME   ଜିଲ୍ଲା

ଗାଇସିଲାଟ ବ୍ଲକସ୍ତରୀୟ ପ୍ରଧାନଶିକ୍ଷକମାନଙ୍କ ତ୍ରୟୋଦଶତମ ଆଲୋଚନା ସଭା ଅନୁଷ୍ଠିତ

18-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକ ଅନ୍ତର୍ଗତ ଫିରିଙ୍ଗିମାଲସ୍ଥିତ ପଞ୍ଚାୟତ  ଉଚ୍ଚ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାମଲାଲ ବରିହାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କ ତ୍ରୟୋଦଶତମ ବ୍ଳକସ୍ତରୀୟ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି ।  ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ ହେମନ୍ତ ବାରିକ ଅତିଥିମାନଙ୍କୁ ମଞ୍ଚକୁ ସ୍ୱାଗତ କରିଥିବାବେଳେ ଆୟୋଜକ ବିଦ୍ୟାଳୟର ପ୍ରଧାନଶିକ୍ଷକ  ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ଡନସନା ସଭା ପରିଚାଳନା କରିଥିଲେ । ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜୟକୁମାର ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମଞ୍ଚାସୀନ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୌକିଲାଲ ମେହେର, ଶ୍ରୀଯୁକ୍ତ ପ୍ରଜାପତି ପଧାନ ଓ ଡ. ପ୍ରେମାନନ୍ଦ ବେହେରା ସଂକ୍ଷିପ୍ତ ବକ୍ତବ୍ୟ ପ୍ରଦାନ କରିଥିଲେ । ଗତ ମାସର ସଭା ଆୟୋଜନ କରିଥିବା ଶରଧାପାଲି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଓକିଲ ପାଣ୍ଡେ ପ୍ରଧାନ ଶିକ୍ଷକମାନଙ୍କଦ୍ଵାରା ଦିଆଯାଇଥିବା ପରାମର୍ଶ ଉପରେ ନେଇଥିବା କାର୍ଯ୍ୟାନୁଷ୍ଠାନର ତଥ୍ୟ ଉପସ୍ଥାପନ କରିଥିଲେ ।  
ସାଧନକର୍ମୀ  ମାହାରପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହେମସାଗର ମାଝୀ ଓ  ସାଧନକର୍ମୀ ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଚିଖିଲିର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୌଭାଗ୍ୟ କୁମାର ପଧାନ ସରକାରଙ୍କ ପ୍ରଦତ୍ତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।  ଜଗଲପାଟ ଉଚ୍ଚ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ଵନାଥ ବେହେରାଙ୍କୁ ବିଦ୍ୟାଳୟ ପରିବାର ତରଫରୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।
 ଶେଷରେ ସମସ୍ତ ପ୍ରଧାନ ଶିକ୍ଷକ ଆୟୋଜକ ବିଦ୍ୟାଳୟର ସ୍ମାର୍ଟ କ୍ଳାସ, ଇ-ଲାଇବ୍ରେରୀ, ବିଜ୍ଞାନାଗାର ଆଦି ପରିଦର୍ଶନ କରି ନିଜ ନିଜ ମତାମତ ରଖିଥିଲେ । ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶନାରେ ଛାତ୍ରୀମାନେ ଚିତ୍ତାକର୍ଷକ ସ୍ବାଗତ ଓ ବିଦାୟ ସଙ୍ଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ ଫିରିଙ୍ଗିମାଲସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ସହଯୋଗରେ ସଫଳ ହୋଇଥିଲା । ଶେଷରେ ଡାଙ୍ଗବାହାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ହେମନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟ ତରଫରୁ ଶିକ୍ଷକ ଶ୍ରୀଯୁକ୍ତ ଛେଲିଆ ପୋଢ଼ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026

You Might Also Like