-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||     

HOME   ଜିଲ୍ଲା

*ସର୍ବ ଭାରତୀୟ ଲାଲ୍ ମନି କ୍ରିକ ଫେଷ୍ଟ ଉଦ୍ଘାଟିତ*-

18-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସୋନପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ହୋଇଥିବା  ୩୬ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକ୍ ଫେଷ୍ଟ୍ ୨୦୨୫  ଆଜି ସନ୍ଧ୍ୟା ରେ 7ଟା ରେ ମହା ସମାରୋହରେ ଶୁଭ ଉଦ୍ଘାଟନ ହୋଇଛି l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋନପୁର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଏହା କୁ ଶୁଭ ଉଦ୍ଘାଟନ କରି ଲାଲ୍ମନି କ୍ରିକେଟ ସୁବର୍ଣ୍ଣପୁର ଜିଲ୍ଲା ର ମର୍ଯ୍ୟାଦା ବଢ଼ାଇଛି l ଏଣୁ ଏହି ଟର୍ଣlମେଣ୍ଟ କିଭଳି ଆହୁରି ବ୍ୟାପକ ସ୍ତର ରେ ପ୍ରତିଷ୍ଠା ହେବ , ଖେଳ ଶୃଙ୍ଖଳା ହେବ ଓ ଷ୍ଟାଡିୟମ୍ ର ସୋନ୍ଦର୍ଯ୍ୟ ବଢ଼ିବ  ସେ ଦିଗରେ ସମସ୍ତ ସିଟିଜେନ ଯତ୍ନବାନ ହେବାକୁ ମତ ରଖିଥିଲେ l ସମ୍ମାନିତ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତାମସି ତାମ ସ୍ମିତା ନାଏକ, କ୍ରିକେଟ ସଂଘ ସଭାପତି ଶ୍ରୀ ରାମ ଶଙ୍କର ସାହୁ, ସଂପାଦକ ପ୍ରଦୀପ କୁମାର ସେଠୀ, ବରିଷ୍ଠ ସଦସ୍ୟ ବି ସତ୍ୟ ନାରାୟଣ ରାଓ ଯୋଗ ଦେଇ ଥିଲେ l ସମସ୍ତ  କ୍ରିକେଟ୍ ଟିମ୍ ର ଫ୍ରାଞ୍ଚାଇଜ୍ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ବାରା ସମ୍ବର୍ଧିତ କରାଯାଇଥିଲା l ସଭାପତି ଶ୍ରୀ ସାହୁ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ବି ସତ୍ୟ ନାରାୟଣ ରାଓ ଧନ୍ୟବାଦ୍ ଅର୍ପଣ କରିଥିଲେ l ପରେ ପରେ ଏହି ଷ୍ଟାଡିୟମ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା l ସଙ୍ଗୀତକାର ବ୍ରହ୍ମା କୁମ୍ଭାର ଟ୍ରୁପ୍ କଳାକାର ଙ୍କ ଦ୍ବାରା ସଂଗୀତ ପରିବେଷଣ କରଯାଇଥିବା ବେଳେ ଗେଷ୍ଟ ଆର୍ଟିଷ୍ଟ୍ ସଜନୀ... କାଣା ହୋଇଗଲା ଗୀତ ର ଫେମସ ସିଙ୍ଗର ଅମର ଦାସ ଙ୍କ ସଂଗୀତ ଦର୍ଶକ ଙ୍କୁ ମନ୍ତ୍ର ମୁଗ୍ଧ କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026

You Might Also Like