-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

କନଗାଁ କ୍ଲଷ୍ଟରର ମାସିକ ବୈଠକ

18-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଳକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ଅଷ୍ଟମ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଡ଼ାମାଲ ଠାରେ ଅନୁଷ୍ଠିତ ହୋଇ ଯାଇଛି । କନଗାଁ ସିଆରସିସି କେଦାରନାଥ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ଏଫ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ଥିଲେ । ସଭା ପ୍ରାରମ୍ଭରେ ବୁଡ଼ାମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବୁଦ୍ଧଦେବ ସାହୁ ଏବଂ ବରିହାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ପଧାନ ସରସ୍ଵତୀଙ୍କ ଫଟୋଚିତ୍ର ସମ୍ମୁଖରେ ଦୀପ ପ୍ରଜ୍ବଳନ କରିଥିଲେ । ସହକାରୀ ଶିକ୍ଷକ ତୁଷାରକାନ୍ତ ସାହୁ ସମସ୍ତଙ୍କୁ ସ୍ବାଗତ କରିଥିଲେ । ଏହାପରେ ଭାଷା ଓ ଗଣିତର ଶିକ୍ଷଣ ଫଳାଫଳ, ପାଠ୍ଯ ଯୋଜନାର ସୋପାନ, ଏକକ ଓ ବହୁ ଶ୍ରେଣୀରେ ଶିକ୍ଷାଦାନ, ସି ଆର ଏ ପଦ୍ଧତି, ଡିକୋଡିଂ, ଶିକ୍ଷଣ ସୋପାନ, ନିପୁଣ ଓଡ଼ିଶା ମେଳା  ପ୍ରଭୃତି ବିଷୟରେ ଆଲୋଚନା ହୋଇଥିଲା । ମଧ୍ଯାହ୍ନ ଭୋଜନ ପରେ ଶିକ୍ଷୟିତ୍ରୀ ବିଜୟା ସାହୁ ଏବଂ ବର୍ଷା ସାହୁ ଜି କେ ଏ କିଟ ଓ ଶିକ୍ଷଣ ସାମଗ୍ରୀ ନେଇ ଦଶମିକ ସଂଖ୍ଯା ବିଷୟରେ ଆଦର୍ଶ ଶିକ୍ଷାଦାନ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପିରାମଲ ଫାଉଣ୍ଡେସନର ପ୍ରଜ୍ବଲ ଯୋଗ ଦାନ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ବାଳମୁକୁନ୍ଦ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like