-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୫ରେ ଆୟୋଜିତ ହେବ ୧୫ତମ ମତଦାନ ଦିବସ : ସୁପରିଚାଳନା ଓ ବ୍ୟବସ୍ଥିତ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ :

18-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜାନୁୟାରୀ ୨୫ରେ ଆୟୋଜିତ ହେବ ଜିଲ୍ଲାସ୍ତରୀୟ ୧୫ତମ ମତଦାନ ଦିବସ। ଦିବସର ବିଭିନ୍ନ କାର୍ଯ୍ୟକ୍ରମକୁ ସୁପରିଚାଳନା ଓ ବ୍ୟବସ୍ଥିତ ପାଳନ ପାଇଁ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ନିର୍ବାଚନ ଶାଖା ତରଫରୁ ଭୋଟର 
ସଚେତନତା ଉପଲକ୍ଷେ ସାଧାରଣ ସଭା ଓ ସଚେତନତା ଶୋଭାଯାତ୍ରାସହ ଛାତ୍ର ଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ତା ୨୫/୦୧/୨୫ ସକାଳ ୦୮ ଘଣ୍ଟା ସମୟରେ ଅନୁଷ୍ଠିତ ସଚେତନତା ଶୋଭାଯାତ୍ରା  ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ତହସିଲ କାର୍ଯ୍ୟାଳୟ, ନଳିନୀ ଛକ ଦେଇ ନୂତନ ଟାଉନ ହଲ ଠାରେ ପହଞ୍ଚିବ।   ପରେପରେ  ନିୟୁ ଟାଉନ ହଲ ଠାରେ ସଚେତନତା ସଭା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ  l ବୈଠକରେ ଉପ ଜିଲ୍ଲାପାଳ  ତଥା  ଇଆରଓ   ସୋନପୁର ସୌମ୍ୟାରୁପା ରଥ, ତହସିଲଦାର ବୀରମହାରାଜପୁର, ଡେପୁଟି କଲେକ୍ଟର ଉପଜିଲ୍ଲାପାଳ କାର୍ଯ୍ୟାଳୟ ବୀରମହାରାଜପୁର, ଡି ଆଇ ପି ଆର ଓ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ  ବିଭାଗୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଡେପୁଟି କଲେକ୍ଟର ନିର୍ବାଚନ ଶାଖା ଯଶସ୍ୱନି ପୋଥାଳ, ସ୍ୱାଗତ ବକ୍ତବ୍ୟ ସହ ବୈଠକର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପସ୍ଥାପନା କରିଥିଲେ।ଚଳିତ ବର୍ଷ ଦିବସ ପାଳନ ଅବସରରେ ଶୀର୍ଷକ "ନଥିଙ୍ଗ ଲାଇକ ଭୋଟିଙ୍ଗ, ଆଇ ଭୋଟ ଫର ସିଓର "ରହିଥିବା ସୂଚନା ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like