-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୦ରୁ ଆରମ୍ଭ ହେଉଛି ବଲାଙ୍ଗିର ଲୋକ ଉତ୍ସବ: ଚାରି ଦିନିଆ ଉତ୍ସବ କୁ ସଫଳ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କଲେ ଜିଲ୍ଲାପାଳ

18-Jan-2025



ବଲାଙ୍ଗିର (ପ୍ରେରଣା ଖବର): ଆସନ୍ତା ଜାନୁୟାରୀ ୨୦ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା ଦ୍ଵାବିଂଶତମ ବଲାଙ୍ଗୀର ଲୋକ ଉତ୍ସବ ଆୟୋଜନ ହେବାକୁ ଯାଉଥିବା ଅବସରରେ ଆଜି ବଲାଙ୍ଗିର ଜିଲ୍ଲାପାଳ  ତଥା ଲୋକ ଉତ୍ସବ ସମିତିର ଅଧ୍ୟକ୍ଷ ଗୌରବ ଶିୱାଜୀ ଇଶଲୱାର୍ ଙ୍କ  ପୌରହିତ୍ୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ଆୟୋଜିତ ହେବାକୁ ଥିବା ୨୨ତମ ଲୋକ ଉତ୍ସବ  ନିମନ୍ତେ ଜାନୁୟାରୀ ୨୦ ପୁର୍ବାହ୍ନ ୯ ଟା ସମୟରେ ମଞ୍ଚ ପୂଜା,ପତାକା ଉତ୍ତୋଳନ ଓ ସାଂସ୍କୃତିକ ଶୋଭାଯାତ୍ରା ଆରମ୍ଭ ହେବ l ଅପରାହ୍ନ ୨ଟା ସମୟରେ କବିତା ଓ ମିନି ଗଳ୍ପ ପାଠୋତ୍ସବ (ପୁରୁଣା ମଞ୍ଚ) ଅନୁଷ୍ଠିତ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି l ଏହାପରେ ସନ୍ଧ୍ୟା ୬ ଟା ସମୟରେ ଉଦଘାଟନୀ ସଭା ଓ ସନ୍ଧ୍ଯା ୭ଟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ l ଲୋକ ଉତ୍ସବକୁ ସରସ ସୁନ୍ଦର କରିବା ପାଇଁ ଏଥର ବିଭିନ୍ନ ଜିଲ୍ଲାର ସଂସ୍କୃତି ପରିଷଦର କଳାକାର ମାନଙ୍କ ଦ୍ଵାରା ପ୍ରଚେଷ୍ଟା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି l ବଲାଙ୍ଗିର ଲୋକ ଉତ୍ସବର ପ୍ରଦର୍ଶନୀ ଓ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ବରେଣ୍ୟ ଅତିଥି ମାନେ ମଞ୍ଚର ଶୋଭାବର୍ଦ୍ଧନ କରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ଆଜିର ପ୍ରେସ୍ ମିଟ୍ ରେ ସୂଚନା ଦିଆଯାଇଛି l ରାଜ୍ୟ ତଥା ରାଜ୍ୟ ବାହାରର ବହୁ ଅନୁଷ୍ଠାନ ନିଜର ଲୋକ ଗୀତ ଓ ଲୋକନୃତ୍ୟ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୨୧ ତାରିଖ ସକlଳ ୧୦ ଟା ରେ ଟାଉନ୍ ବାଳିକା ଉଚ୍ଚବିଦ୍ୟାଳୟ ରେ ସମ୍ପାନ କାର୍ଯ୍ୟକ୍ରମ  ଓ ୨୩ ତାରିଖ ଦିନ

୧୦ ଟା ସମୟରେ ଜିଲ୍ଲାସ୍ତରୀୟ ଲୋକ ନୃତ୍ୟ ଓ ଲୋକସଙ୍ଗୀତ କାର୍ଯ୍ୟକ୍ରମ ଦେଖଣାହାରୀଙ୍କ ମନ ମୋହିବ l ଆଜିର ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଗୌରବ ଶିୱାଜୀ ଇଶଲୱାର୍ ଙ୍କ  ସମେତ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମରେ ଜନସାଧାରଣ ବହୁ ସଂଖ୍ୟାରେ ଯୋଗ ଦେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like