-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଅଦ୍ଵେକା ଯୋଜନା ଅଧୀନରେ କିଶୋରୀ ବାଳିକା ମାନଙ୍କୁ ନେଇ ପ୍ରକଳ୍ପ ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ

18-Jan-2025



ଆଗଲପୁର, (ବିନୋଦ ଦୀପ) ସରକାରଙ୍କ ଅଦ୍ଵେକା ଅଧୀନରେ କିଶୋରୀ ବାଳିକା ମାନଙ୍କୁ ନେଇ ପ୍ରକଳ୍ପ ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ ଆଗଲପୁର ବ୍ଲକ୍ ମିଶନ୍ ଶକ୍ତି ଭବନ ରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯକ୍ରମ ରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିଲେ l ଏହାସହ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଉପସ୍ଥିତ ଥିଲେ l ତାଙ୍କ ସହିତ ଜିଲ୍ଲା ବାଲ୍ୟ ବିବାହ ସଂଯୋଜିକା ସନ୍ଧ୍ୟାରାଣୀ ପତି ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପାଦନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ କିଶୋରି ବାଳିକା ମାନଙ୍କୁ ନେଇ ନୃତ୍ୟ, ଚିତ୍ରାଙ୍କନ ଏବଂ ପ୍ରବନ୍ଧ ଲିଖନ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ନିଜର ଅଭିଭାଷଣ ପ୍ରଦାନ କରିବା ସହିତ କୃତିଛାତ୍ରୀ ମାନଙ୍କୁ ମାନପତ୍ର ଦେଇ ପୁରସ୍କୃତ କରିଥିଲେ l ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ମଧ୍ୟ ନିଜ ଅଭିଭାଷଣ ରେ ନାରୀ ମାନେ ସବୁବେଳେ ପୂଜନୀୟ ବୋଲି ସମ୍ବୋଧିତ କରିଥିବା ସହିତ ଝିଅ ମାନେ ପାଠ ପଢ଼ି ସମସ୍ତ କ୍ଷେତ୍ରରେ ନିଜର ପାରଦର୍ଶିତା ଲାଭ କରି ଆଗକୁ ଯାଆନ୍ତୁ ବୋଲି ନିଜ ମନ୍ତବ୍ୟରେ ପ୍ରକାଶ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ କୁ ମମତା ପ୍ରୋଗ୍ରାମ ଆସିଷ୍ଟାଣ୍ଟ ସୁଶ୍ରୀ ପ୍ରଣତି ନାୟକ ପରିଚାଳନା କରିଥିଲେ l ମହିଳା ସୁପରଭାଇଜର ଶ୍ରୀମତୀ ପଦ୍ମିନୀ ପାତ୍ର, ପ୍ରଫୁଲ୍ଲ କୁମାରୀ ଦୋରା, ଦୁଲାରି ଧରୁଆ, ଅନୁପମା ନାଏକ, ବରିଷ୍ଠ ସହାୟକ ସୋମନାଥ ମିର୍ଦ୍ଧା, କନିଷ୍ଠ ସହାୟକ ବିକାଶ ନାଏକ ଓ ନବନିତ୍ ମେହେର, ପୋଷଣ ସହାୟକ ପଙ୍କଜ୍ ମାଝୀ, ମିସନ୍ ଶକ୍ତି ବ୍ଲକ୍ ପ୍ରକଳ୍ପ ସଂଯୋଜକ ସୁବାଷ ଚନ୍ଦ୍ର ବିଶି ଯୋଗ ଦେଇଥିଲେ l ସଂଯୋଜକ ତଥା ଏକାଉଣ୍ଟାଣ୍ଟ ଶ୍ରୀ ସୁଶାନ୍ତ ରାଏ ଗରିଆ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like