-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ତିଲେଶ୍ଵର ଫୁଟବଲ ଟୁର୍ନାମେଣ୍ଟ ସେମି ଫାଇନାଲରେ ଫୁଲବାଣୀ

19-Jan-2025



ହରଭଙ୍ଗା - ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ତିଳେଶ୍ୱର ହାଇସ୍କୁଲ ଖେଳପଡିଆ ଠାରେ ବଜାର ଆସୋସିଏସନ ପକ୍ଷରୁ ୨୧ତମ ତିଳେଶ୍ୱର କପ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଚତୁର୍ଥ ଦିନର ମ୍ୟାଚ ଶନିବାର ଅନୁଷ୍ଠିତ ହୋଇଯାଇଛି  । ଆଜିର  ମ୍ୟାଚ୍  ସୁରଜ ଫୁଟବଲ କ୍ଲବ ଫୁଲବାଣୀ ଓ ଫୁଟବଲ କ୍ଲବ ସମ୍ବଲପୁର ମଧ୍ୟରେ ରୋମାଞ୍ଚକର ମ୍ୟାଚ ଅନୁଷ୍ଠିତ ହୋଇ ଥିଲା । ଉଭୟ ଦଳର ସଂଘର୍ଷପୂର୍ଣ୍ଣ ମ୍ୟାଚ ମଧ୍ୟରେ  ମଧ୍ୟାନ୍ତର ସୁଦ୍ଧା  ଫୁଲବାଣୀ ପକ୍ଷରୁ ଗୋଟିଏ ଗୋଲ କରି ୧.୦ ଗୋଲ ରେ ଆଗୁଆ ରହିଥିବା ବେଳେ  ଖେଳର ଦ୍ଵିତୀୟାର୍ଦ୍ଧ  ରେ ଆଉ ଏକ ଗୋଲ ସ୍କୋର କରି ଦଳର ସ୍କୋର ସଂଖ୍ୟା ୨ କୁ ବୃଦ୍ଧି କରିଥିଲେ । ମ୍ୟାଚ ସମାପ୍ତ ହେବା ପର୍ଯ୍ୟନ୍ତ ସମ୍ବଲପୁର ଦଳ ଗୋଲ ପରିଷଦ କରିପାରିନଥିଲା । ତେଣୁ ଫୁଲବାଣୀ ଦଳ ୨.୦ ଗୋଲୀ ବିଜୟୀ ହୋଇ ଟୁର୍ଣ୍ଣାମେଣ୍ଟ ଦ୍ଵିତୀୟ ସେମିଫାଇନାଲ୍ କୁ ପ୍ରବେଶ କରିଛି ।
  ଏଥିରେ ମୁଖ୍ୟ ଅତିଥି ଭାବରେ ସମାଜ ସେବୀ ନିରାକାର ଭୋଇ   , ସ୍ଵତନ୍ତ୍ର ଅତିଥି ଭାବେ ପୁରୁଣାକଟକ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ପରିଚାଳକ ଶୁସାନ୍ତ ପ୍ରଧାନ, ତିଳେଶ୍ୱର ପଂଚାୟତ ନାଏକ ସରପଞ୍ଚ ରାଜେଶ୍ୱରୀ ପ୍ରଧାନ , ସମାଜସେବୀ ବିପୁଳ ବିପୁଳ ବିଶ୍ୱାସ ଯୋଗ ଦେଇଥିବା ବେଳେ  ସମ୍ମାନିତ ଅତିଥି ଭାବରେ  ଆସୋଷିଏସନ ର ମୁଖ୍ୟ ଉପଦେଷ୍ଟା ପ୍ରଶାନ୍ତ ପ୍ରଧାନ,ସଭାପତି ଅର୍ଜୁନ ପ୍ରଧାନ ଓ ସମ୍ପାଦକ ମହେଶ୍ୱର ମହାପାତ୍ର ମଞ୍ଚାସିନ ଥିଲେ ।   ଖେଳକୁ  ମୁଖ୍ୟ ରେଫରି ଭାବରେ  ଦିଲ୍ଲୀପ ରାଉତ ପରିଚାଳନା କରିଥିବା ବେଳେ ଲାଇନସ ଭାବେ ଲକ୍ଷ୍ମଣ ସେଠ ,ସଲିଲ ବେହେରା  ଓ ଚତୁର୍ଥ ରେଫରି ଭାବେ ପାପୁନ୍ ବେହେରା  ଦାୟିତ୍ୱ ତୁଲାଇ ଥିଲେ l ସିମୁନ ନାଏକ ଙ୍କ ଦ୍ୱରା ଖେଳ ର ଧାରା ବିବରଣୀ ପ୍ରଦାନ କରାଯାଇଥିଲା  l ପୂର୍ବରୁ ଅନେକ ବଚ୍ଛା ବଚ୍ଛା ଦଳ ପଡିଆ ରେ ଖେଳ ପ୍ରଦର୍ଶନ କରି ଥିବା ବେଳେ ଆଜିର ମ୍ୟାଚରେ ବିଦେଶୀ ଖେଳାଳି ଭାବେ ବରଗଡ଼ ଦଳରେ ନାଇଜେରିଆ ର ୨ ଜଣ ଖେଳାଳିଙ୍କ ଖେଳ ଦେଖିବାକୁ ସୁଦୂର ଅନୁଗୋଳ ଜିଲ୍ଲା ଆଠମଲ୍ଲିକ, ବୌଦ୍ଧ ଜିଲ୍ଲା ର ବିଭିନ୍ନ ସ୍ଥାନରୁ ହଜାର ହଜାର ଦର୍ଶକ ଙ୍କ ଗହଳି ପରିଲକ୍ଷିତ ହୋଇଥିବା ଦେଖିବାକୁ ମିଳିଥିଲା । ଏଥିରେ ଆସୋଷିଏସନ ର ନାରାୟଣ ମହାନ୍ତି, ବିକାଶ ମିଶ୍ର, ଅଜିତ ମହାନ୍ତି, ଶୁଭ୍ରଜିତ ପ୍ରଧାନ, ପ୍ରବୀଣ ବେହେରା, କିନୁ ବେହେରା, କାହ୍ନା ବାରିକ, ବୁଲୁନ ବେହେରା ଙ୍କ ସମେତ  ସମସ୍ତ କର୍ମ କର୍ତ୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like