-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ଅଞ୍ଚଳର ଯୁବନେତାଙ୍କ ପିତୃ ବିୟୋଗ

19-Jan-2025



ବଙ୍ଗୋମୁଣ୍ଡା ବ୍ଲକ ଅର୍ନ୍ତଗତ ଅଲଣ୍ଡା ପଞ୍ଚାୟତ ସରପଞ୍ଚଙ୍କ ଶ୍ବଶୁର ତଥା ଯୁବନେତା ଯୁବରାଜ ବାଗଙ୍କ ବାପା ଜୟରାମ ବାଗ (୮୦) ଙ୍କ ପରଲୋକ ହୋଇଯାଇଛି। ସେ କିଛି ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ। ତେବେ ଶନିବାର ତାଙ୍କ ମୃତ୍ୟୁ ନିଜ ବାସଭବନରେ ହୋଇଥିବା ବେଳେ। ତାଙ୍କ ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ଧର୍ମପତ୍ନୀ କସ୍ତୁରୀ ତାଙ୍କ ପୁଅ ଯୁବରାଜ ଓ ପୁଅ ବୋହୂ ନିବେଦିତା ବାଗ, ଦୁଇ ନାତି ମନଜିତ, ନେହେରୁ, ଝିଅ ଜୁଲି ନାଗ ଓ ଝିଅ ଜ୍ବାଇଁ ଜିତୁ କ୍ରିଷ୍ଣା ନାଗ ଉପସ୍ଥିତ ଥିଲେ। ତାଙ୍କ ଶବାଧାରରେ ଓୟୁଜେ ଜିଲ୍ଲା ଟ୍ରିବୁନାଲ ଅଧ୍ୟକ୍ଷ ଅନିଲ କୁମାର ତ୍ରିପାଠୀ, ବଲଧା ସରପଞ୍ଚଙ୍କ ସ୍ବାମୀ ସଦାନନ୍ଦ ତାଣ୍ଡି, ବଲଧା ପୂର୍ବ ସମିତି ସଭ୍ୟ ଲମ୍ବୋଦର ବେହେରା, ବିଜେପି ଯୁବମୋର୍ଚ୍ଚା ଉପସଭାପତି ହେମନ୍ତ ସାହୁ, ନିତ୍ୟାନନ୍ଦ ପୃଷେଠ, ସଞ୍ଜିବ ଛୁରା, ଅଲଣ୍ଡା ପଞ୍ଚାୟତ ର ସମସ୍ତ ୱାର୍ଡ ମେମ୍ବର ଙ୍କ ସହ ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ମୃତ ଖବର ପାଇ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ଝଲପ ସରପଞ୍ଚଙ୍କ ସ୍ବାମୀ ଗୋବିନ୍ଦ ପୁଟେଲ, ଅର୍ସାତୁଲା ସରପଞ୍ଚ ଙ୍କ ସ୍ବାମୀ ସଞ୍ଜୟ ପୁଟେଲ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।

(ଅନୀଲ କୁମାର ତ୍ରିପାଠୀ)


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like