-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଜିଲ୍ଲା

ମାଁ ଗଢ଼ିଆଣି  କ୍ରିକେଟ ଟୁର୍ଣ୍ଣାମେଣ୍ଟ-  ହାତିବନ୍ଧା ଓ  ଖଡିଆଳ ମଧ୍ୟରେ ହେବ ଫାଇନାଲ ମୁକାବିଲା       

19-Jan-2025



ନୂଆଁପଡ଼ା: ସିନାପାଲି କଲେଜ ନିକଟ ମଣ୍ଡି ପଡ଼ିଆ ଠାରେ ସିନାପାଲି ଓ କାପସିର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ପଞ୍ଚାୟତସ୍ତରୀୟ ମାଁ ଗଢିଆଣି କ୍ରିକେଟ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲରେ ହାତିବନ୍ଧା ଓ ଖଡ଼ିଆଳ ଦଳ ବିଜୟୀ ହୋଇଛନ୍ତି। ଫଳରେ ଉଭୟ ହାତିବନ୍ଧା ଓ ଖଡ଼ିଆଳ ୟୁନାଇଟେଡ଼ ବ୍ରଦର୍ଶ ମଧ୍ୟରେ ଫାଇନାଲ ମୁକାବିଲା ହେବ ବୋଲି ସୂଚନା ମିଳିଛି। ଆଜିର ପ୍ରଥମ ସେମି ଫାଇନାଲରେ ସିନାପାଲି କୁ ହରାଇ ହାତିବନ୍ଧା ବିଜୟୀ ହୋଇଥିବା ବେଳେ ବୋଡେ଼ନ (ଟେମରି)କୁ ହରାଇ ଖଡ଼ିଆଳ ୟୁନାଇଟେଡ଼ ବ୍ରଦର୍ସ ବିଜୟୀ ହୋଇ ଫାଇନାଲକୁ ଉନ୍ନୀତ ହୋଇଛି। ବୋଡେ଼ନ (ଟେମରି) ଟସ ଜିଣି ପ୍ରଥମେ ବ୍ୟଟିଙ୍ଗ କରି ନିର୍ଦ୍ଧାରିତ ଦଶ ଓଭରରେ ୬ ବିକେଟ ବିନିମୟ ରେ ୧୧୯ ରନ ସଂଗ୍ରହ କରିଥିଲା। ଜବାବରେ ଖଡ଼ିଆଳ ୟୁନାଇଟେଡ଼ ବ୍ରଦର୍ସ ୮.୫ ଓଭରରେ ୪ ବିକେଟ ହରାଇ ୧୨୫ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଆଜିର ମ୍ୟାଚରେ ପୟୋଜ କଶ୍ୟପ ଓ ଧନଞ୍ଜୟ ମେହେର ଖେଳ ପରିଚାଳନା କରିଥିବା ବେଳେ ନରେନ୍ଦ୍ର ନାଏକ ଓ ନରେଶ ମାଝୀ ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ। ରବିବାର ହାତିବନ୍ଧା ଓ ଖଡ଼ିଆଳ ୟୁନାଇଟେଡ଼ ବ୍ରଦର୍ସ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେବ। ଆଜିର  ଏହି ସେମିଫାଇନାଲରେ କ୍ରୀଡ଼ାବିତ ରଜନୀ ମାଝୀ, ସାମ୍ବାଦିକ ସନ୍ତୋଷ କୁମାର ବାଗ, ରାହୁଲ ରଣା ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ଆୟୋଜକ କମିଟିର ସଭାପତି ଚିତ୍ତରଞ୍ଜନ ମେହେର, ଉପସଭାପତି ସଞ୍ଜୀବ ଭକ୍ତ, ସମ୍ପାଦକ ଅଜୟ ବାଗ, କୋଷାଧ୍ୟକ୍ଷ ଗିରିଶ ଚନ୍ଦ୍ର ମେହେର ପ୍ରମୁଖଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ଖେଳ ପରିଚାଳନାରେ ସହଯୋଗ କରୁଛନ୍ତି।

(ରିପୋର୍ଟ: ପରମେଶ୍ୱର ମେହେର)


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like