-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗୌରବ ଆଣିଲେ ସଂସ୍କୃତି ସଞ୍ଚାଲିକା ପାଣିଗ୍ରାହୀ(ବିକଶିତ ଭାରତ ଯୁବ ନେତୃତ୍ବ ବାର୍ତ୍ତା ପ୍ରଦାନ)

19-Jan-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବିକଶ ମନ୍ତ୍ରଣାଳୟ ପକ୍ଷରୁ ଅନୁଷ୍ଠିତ ଯୁବ ବିକାଶ କାର୍ଯ୍ୟକ୍ରମରେ ଭାଗନେଇ ସଂସ୍କୃତି ସଂଚାଲିକା ପାଣିଗ୍ରାହୀ ନିର୍ଭୀକ ଓ ଦକ୍ଷତାର ସହିତ ଯୁବ ନେତୃତ୍ୱ ବାର୍ତ୍ତା ପ୍ରଦାନ କରି ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗୌରବ ଆଣିଥିବାରୁ ସବୁ ମହଲରେ ଖୁସିର ଲହରୀ ଖେଳିଯାଇଛି।ସୂଚନା ଯୋଗ୍ୟ ଯେ ସୁଶ୍ରୀ ସଂସ୍କୃତି ସଂଚାଲିକା ବିନିକା ବ୍ଲକ ସିଲାଟି ଗ୍ରାମର ।ସେ ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଓଡ଼ିଆ ଅଧ୍ୟାପିକା ଶ୍ରୀମତୀ ପ୍ରମିତା କୁମାରୀ ମିଶ୍ର ଓ ପିତା ଜୟାନନ୍ଦ ପାଣିଗ୍ରାହୀଙ୍କ ଝିଅ ।ସ୍କୁଲରେ ପାଠ ପଢିବା ସାଙ୍ଗକୁ ଦୃଢ ମନବଳ ନେଇ ସଂସ୍କୃତି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ପ୍ରତିଯୋଗିତା ମାନଙ୍କରେ ଭାଗନେଇ ସଫଳତା ପାହାଚ ଅତିକ୍ରମ କରିବାର ଲାଗିଛନ୍ତି ।ସେ ବର୍ତ୍ତମାନ ସରକାରୀ ଆଦର୍ଶ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିବା ବେଳେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମହାବିଦ୍ୟାଳୟରେ ନିଟ ପ୍ରସ୍ତୁତି ଚଳାଇଛନ୍ତି । ସରକାରଙ୍କ କ୍ରୀଡା ଓ ଯୁବ ବିକାଶ ମନ୍ତ୍ରଣାଳୟ ପତ୍ର ସଂଖ୍ୟା ୯୧ ତା ୨/୧/୨୦୨୫ ଦ୍ଵାରା ବିଜ୍ଞପ୍ତି କାର୍ଯ୍ୟକ୍ରମରେ ଭାଗନେଇ ସଂସ୍କୃତି ସୁବର୍ଣ୍ଣପୁର ଜିଲ୍ଲାରୁ ଚୟନ ହୋଇଥିଲେ । ଭାରତ ସରକାରଙ୍କ ତରଫରୁ ଚଳିତ ମାସ ୯ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ସ୍ଥିତ ଭାରତ ମଣ୍ତପମ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ତତ୍ତ୍ୱାବଧାନରେ ସଂସ୍କୃତି ସଞ୍ଚାଲିକା ଭୁବନେଶ୍ୱରରୁ ଦିଲ୍ଲୀ ଗସ୍ତ କରି ସେଠାରେ ଯୁବ ସଶକ୍ତି କରଣ ଉପରେ ତୃଣମୂଳ ସ୍ତରରେ ଯୁବକ ମାନଙ୍କୁ

କିପରି ସଶକ୍ତି କରାଯାଇ ପାରିବ ଓ ଏକ ରାଷ୍ଟ୍ର ଏକ ଶିକ୍ଷାନୀତି ଉପରେ ପୁଙ୍ଖାନୁପୁଙ୍ଖ ତଥ୍ୟ ଉପସ୍ଥାପନ କରିବାର ସୁଯୋଗ ପାଇଥିଲେ ।ସେହିପରି ନିଜ ମାଟି ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ସ୍ଥିତ ବାବା କପିଳେଶ୍ୱର ଓ ମା ଚରଦେଇଙ୍କ ଐତିହ୍ୟ ଓ ସଂସ୍କୃତି ଉପରେ ବର୍ଣ୍ଣିତ ଏକ ପୁସ୍ତକକୁ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଦାନ କରିଥିଲେ ।ଯୁବ ବିକାଶ କାର୍ଯ୍ୟକ୍ରମରେ ଭାଗନେଇ ସଂସ୍କୃତି ଦେଶ ପାଇଁ ଯୁବକ ମାନଙ୍କ ଲକ୍ଷ୍ୟ,କର୍ତ୍ତବ୍ୟ ଓ ବିକଶିତ ଭାରତ ଗଠନର ଭୂମିକା ଉପରେ ବାର୍ତ୍ତା ପ୍ରଦାନ କରି ଯୁବ ସମାଜକୁ ଜାଗ୍ରତ କରିଥିବାରୁ ସମ୍ପ୍ରତି ବିନିକା ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026

You Might Also Like