-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୯ ତମ ଜୟନ୍ତୀ-୨୦୨୫ ପାଳିତ

19-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ସ୍ଥିତ ସମଲେଇପଦର ଠାରେ ଥିବା ପାର୍ବତୀ ଗିରି ବୃଦ୍ଧା ଶ୍ରମ ଠାରେ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୯ ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ତତ ସଙ୍ଗେସଙ୍ଗେ ବହୁ ଘାତ ପ୍ରତିଘାତ ମଧ୍ୟରେ ସଂଘର୍ଷ ମୟ ଭାବେ ଶ୍ରୀମାନ ଜଳନ୍ଧର ପଟେଲଙ୍କ ଅକ୍ଲାନ୍ତ ପରିଶ୍ରମ ତଥା  ବରଗଡ଼ ତଥା ପାଖ ଜିଲ୍ଲାର ଜନସାଧାରଣଙ୍କ ପ୍ରଚେଷ୍ଟାରେ ଗଢ଼ି ଉଠିଥିବା ବୃଦ୍ଧାଶ୍ରମର  ଅଷ୍ଟମ ବାର୍ଷିକୀ ଉତ୍ସବ ସୁବାଷ ପଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପୁର ଜୋନ ର ଜିଲ୍ଲା ପରିଷଦ ସଦସ୍ଯ ଶ୍ରୀମାନ ସୁଶାନ୍ତ କୁମାର ଗଡତିଆ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ପାର୍ବତୀ ଗିରି ବୃଦ୍ଧା ଶ୍ରମର ସମ୍ପାଦକ ଶ୍ରୀମାନ ଜଳନ୍ଧର ପଟେଲ ବାର୍ଷିକ ବିବରଣୀ ପଠନ କରିଥିଲେ।ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଦୈନିକ ସମ୍ବାଦ ପତ୍ର ସମାଜର ସହ ସମ୍ପାଦକ ଶ୍ରୀମାନ ଯୋଗେଶ ବଢେଇ,ଇବଥରମାଲ ତାପଜ ବିଦ୍ୟୁତ କେନ୍ଦ୍ରର ଅବସରପ୍ରାପ୍ତ କର୍ମଚାରୀ ଧିରେନ୍ଦ୍ର ପଣ୍ଡା ଏଇ ଶୁଭ ମୁହୂର୍ତ୍ତରେ ଯୋଗଦାନ କରି ଥିବା ବେଳେ, ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରର ଓଡିଆ ବିଭାଗର ମୁଖ୍ୟ ଅଧ୍ୟାପକ ଡଃ ସରୋଜ କୁମାର ନାଏକ ମୁଖ୍ୟ ବକ୍ତା ଏବଂ କଟାପାଲି+୩ କଲେଜର ଓଡ଼ିଆ ଅଧ୍ୟାପକ ବିଭୁଦତ୍ତ ପଧାନ ସମ୍ମାନୀତ ବକ୍ତା ଭାବେ ଯୋଗଦାନ କରି ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ଜୀବନୀ ବିଷୟରେ ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ସୁଧାଂଶୁ ଶେଖର ଜାଲ ମଞ୍ଚ ସଂଯୋଜନା କରିଥିଲେ। ଏଇ ଅବସରରେ ପ୍ରାତଃ ୫ ଘଣ୍ଟା ସମୟରେ ପ୍ରଭାବ ଫେରି ସମେତ ରାମଧୂନ ଗାନ ହୋଇଥିଲା।ପରେ ସକାଳ ୮ ଘଟିକାରେ ଗ୍ରାମ ସଫେଇ କାର୍ଯ୍ୟକ୍ରମ, ଅପରାହ୍ନ ୨ ଘଟିକାରେ ସଭାର ଆୟୋଜନ କରାଯାଇଥିଲା। ଅତିଥି ଗଣ ପାର୍ବତୀ ଗିରି ସ୍ମୃତି କମିଟି ଓ ଆଶ୍ରମ ଅନ୍ତେବାସୀଙ୍କ ପକ୍ଷରୁ ଆହୋଜିତ ବରିଷ୍ଠ ନାଗରିକ ସଂଘ ବିଜେପୁର ଏବଂ ମାରୱାଡ଼ି ଯୁବା ମଞ୍ଚ, ବରଗଡ଼ଙ୍କୁ ପାର୍ବତୀ ଗିରି ସେବା ସମ୍ମାନ ଭାବେ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ସୁଦାମ ଲୁହା ମାନପତ୍ର ପଠନ କରିଥିଲେ।ଶେଷରେ ଲାଲ ସାହେବ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like