-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକସ୍ତରୀୟ ପ୍ରାଥମିକ ଶିକ୍ଷକ ସମାବେଶ ଅନୁଷ୍ଠିତ 

19-Jan-2025



ଆଗଲପୁର(ପ୍ରେରଣା ଖବର): ଆଜି ଆଗଲପୁର ବ୍ଲକର ଡୁଡୁକାସ୍ଥିତ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକ ଅନ୍ତର୍ଗତ ପ୍ରାଥମିକ ଶିକ୍ଷକ ସମାଜର ଏକ ମହାସମାବେଶ ଅନୁଷ୍ଠିତ ହୋଇଯାଇଅଛି।  "ଶିକ୍ଷାର ବିକାଶରେ ଶିକ୍ଷକ ଓ ଶିକ୍ଷାୟତନ ର ଭୂମିକା "ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଜୟରାମ ଧଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ମୁଖ୍ୟଅତିଥି ଭାବେ ବ୍ଲକ ଶିକ୍ଷାଅଧିକାରୀ ଶ୍ୟାମ ମେହେର  ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରଜନୀକାନ୍ତ ସାହୁ ଯୋଗଦେଇ ଶିକ୍ଷାର ବିକାଶରେ ଶିକ୍ଷକମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଅଛି ବୋଲି କହିଥିଲେ । ଦୀପ ପ୍ରଜ୍ବଳନ ପରେପରେ ଚଳିତ ଶିକ୍ଷାବର୍ଷରେ ନୂତନ ଭାବେ ଯୋଗଦାନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ ସହକାରୀ ଶିକ୍ଷକ ଭାବେ ନିୟମିତ ହୋଇଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ ଅଭିନନ୍ଦନ ଜ୍ଞାପନ କରାଯାଇଥିଲା । ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ ଯୋଗୀନ୍ଦ୍ର ଦାଶ

ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପୁରୁଣା ପେନସନଭୁକ୍ତ ଶିକ୍ଷକ ସଂଘର ସଭାପତି ଦୁର୍ଯ୍ୟୋଧନ ପସାୟତ ସଂପାଦକ ଦୀଲିପ କୁମାର ବେହେରା, କନିଷ୍ଠ ଶିକ୍ଷକ ସଂଘର ସଭାପତି ସୁମନ୍ତ ବିଶ୍ଵାଲ ସଂପାଦକ ପ୍ରଦୀପ ମହାନନ୍, ଏକ୍ସ କ୍ଯାଡର ସଂଘର ସଭାପତି ମୁରଲୀଧର ପଧାନ, ସଂପାଦକ ଗୋବିନ୍ଦ ନାଏକ,ବରିଷ୍ଠ ଶିକ୍ଷୟିତ୍ରୀ ସରୋଜିନୀ ନନ୍ଦ, ସି.ଆର. ସିସି ଚନ୍ଦ୍ରକାନ୍ତ ବେହେରା, ସୁଶାନ୍ତ ନନ୍ଦ ଆଦି ମତାମତ ରଖି ଥିଲେ। ଏହି ସମାବେଶରେ ବ୍ଲକର ସମସ୍ତ ବର୍ଗର ମୋଟ ୪୦୦ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ନିଜ ନିଜର ମତାମତ ପ୍ରଦାନ କରିଥିଲେ। ଶେଷରେ ବରିଷ୍ଠ ପ୍ରଧାନଶିକ୍ଷକ ଜୟଦେବ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like