-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||     

HOME   ଜିଲ୍ଲା

ସିଂଘିଯୁବା ହାଇସ୍କୁଲର ବାର୍ଷିକ ଉତ୍ସବ

19-Jan-2025



 

ସୋନପୁର , ୧୯/୧ ( ପ୍ରେରଣା ଖବର )  : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ଥାନୀୟ ଆଂଚଳିକ ଉଚ୍ଚ ବିଦ୍ୟାଳୟ, ସିଂଘିଯୁବା ପ୍ରାଙ୍ଗଣରେ ମହାସମରୋହରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପୂର୍ବତନ ପ୍ପ୍ରଧାନଶିକ୍ଷକ ପ୍ରମୋଦ ପଣ୍ଡା ସଭାରେ ଅଧ୍ୟକ୍ଷତା ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବିନିକା ବ୍ଲକ ଚେୟାରପାରସନ ଦିପ୍ତୀରେଖ ନନ୍ଦ, ମୁଖ୍ୟବକ୍ତ ଭାବରେ ଜୁନିୟର ସାଇନଟିଷ୍ଟ ତଥା ଡେଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକ ଚାଣ୍ଡାଲ ମିଶ୍ର, ସମାମନୀତ ଅତିଥି ବିନିକା  ବିଇଓ ଲକ୍ଷ୍ମଣା ମିଶ୍ର, ପ୍ରଧାନଶିକ୍ଷକ ଡା.ରବିଚନ୍ଦ୍ର ପାଶୟତ,  ସରପଂଚ ପଦ୍ମିନୀ ତ୍ରୀପାଠୀ ମଞ୍ଚାସିନ ଥିଲେ । ସମୟର ଅପଚୟ ନକରି ଛାତ୍ରଛାତ୍ରୀ ବୃନ୍ଦ ପାଠପଢ଼ା  ସହିତ ସମାଜସେବା  ବ୍ରତୀ ହେବା ପାଇଁ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଶିକ୍ଷକ ପ୍ରେମରାଜ ପତି ଅତିଥି ପରିଚୟ ପ୍ରଦାନ କରିଥିଲା ବେଳେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡା.ରବିଚନ୍ଦ୍ର ପଶାୟତ ସ୍କୁଲର ୨୦୨୪-୨୫ର ବାର୍ଷୀକ ବିବରଣୀ ପାଠ କରିଥିଲେ । ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ବୃନ୍ଦ ସାର୍ଟିଫିକେଟ ଓ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ସ୍କୁଲର ପ୍ରତିଷ୍ଠା ଓ ସୁପାରିଚାଳନାରେ ସେବା ଯୋଗାଇଦେଇଥିବା ବ୍ୟକ୍ତିତ୍ୱ ପ୍ରମୋଦ କୁମାର ପଣ୍ଡା, ରାବିନାରାୟଣ ମିଶ୍ର ଓ  ରବିଚନ୍ଦ୍ର ପଶାୟତଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା ମ୍ୟାଟ୍ରିକ ପରୀକ୍ଷାର  ଟପ୍ପର ହୋଇଥିବା ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିବାକୁ ୨୫ ହଜାର ଟଙ୍କାର ପୁରସ୍କାର ରାଶି ସ୍କୁଲକୁ ପ୍ରଦାନ କରିଛନ୍ତି। ଛାତ୍ର ନରୋତ୍ତମ ମାହାକୁରଙ୍କୁ  ଷ୍ଟୁଡେଣ୍ଟ ଅଫ ଦି ୟିଅର ଭାବେ ଓ  ବର୍ଷ ମଧ୍ୟରେ ଉତ୍ତମ କାର୍ଯ୍ୟକ୍ରମ ପାଇଁ ମାହାନଦୀ ହାଉସ ଗ୍ରୁପର ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ଦେଇ ଅତିଥି ବୃନ୍ଦ ସମ୍ମାନୀତ କରିଥିଲେ ।  ପରେ ଛାତ୍ରଛାତ୍ରୀ ଦ୍ଵାର ସାଂକୃତିକ  କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ରାଜାରାମ ପଧାନ, ପଂଚାନନ ପଣ୍ଡା, କୁଂଜ ବିହାରୀ ପଣ୍ଡା, ଦୀନବନ୍ଧୁ ପଧାନ, ଚୈତନ୍ୟ ସାହୁ, କିରଣ କୁମାର  ପୁଟେଲ, ମାମିନା ଭୋଇ, ବିଭୀଷଣ  ଖମାରୀ, ପ୍ରଭାକର ଛନ୍ଦ,  ଆଲୁମିନି ପବିତ୍ର ଶର୍ମା, ନିରାକାର କର୍ଣ୍ଣ , ସଦାନନ୍ଦ ପାଢୀ , ବିଜୟ ମିସ୍ତ୍ରୀ ପ୍ରମୁଖ ସହଯୋଗ କରିଥିଲେ ।  କାର୍ଯ୍ୟକ୍ରମକୁ ରେଦଡକ୍ରସ ସାଧନକର୍ମି ହୃଷିକେଶ ଚାନ୍ଦ, ଶିବ ଶଙ୍କର ଭୁଏ  ଓ ରାମ ନାରାୟଣ ଦାଶ ମିଳିତ ଭାବରେ ପରିଚାଳନା କରିଥିଲା ବେଳେ  ପଦ୍ମନାଭ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026
  ରାଜ୍ୟ  
ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   11-May-2026
  ଜିଲ୍ଲା  
ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ   11-May-2026

You Might Also Like