-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବର୍ଷାଙ୍କ ପୁଷ୍ପବତୀ ହୋମ ଅନୁଷ୍ଠିତ,

19-Jan-2025



(ଚିନ୍ତାମଣି ନେତାମ )
ନବରଙ୍ଗପୁର  ଜିଲ୍ଲା ଉମରକୋଟ ବ୍ଲକ ଗତିଗୁଡା ନିବାସୀ ଶ୍ରୀଯୁକ୍ତ ଖଗେଶ୍ୱର ଗୌଡ଼ଙ୍କ ଏକ ମାତ୍ର ଝିଅ ବର୍ଷାଙ୍କର ପ୍ରଥମ ରଜଦର୍ଶନର ସପ୍ତମ ଦିବସରେ ସାମାଜିକ ବିଧିବିଧାନ ସହ ପୁଷ୍ପବତୀ ହୋମ ତାଙ୍କ ବାସଗୃହରେ ଅନୁଷ୍ଠିତ ହୋଇଯାଇଛି। କନ୍ୟାଙ୍କୁ ସୁଦ୍ଧସ୍ନାନ କରାଇ ନବବସ୍ତ୍ର ପିନ୍ଧାଇ ଏହିଦିନ ମା ଝିଅକୁ କୋଳରେ ବସାଇ ବନ୍ଧାଇ ଥାନ୍ତି ଓ ନିମନ୍ତ୍ରିତ ବନ୍ଧୁମାନଙ୍କର ତଥା  ଜ୍ଞାତି କୁଟୁମ୍ବ ସ୍ତ୍ରୀଲୋକ ବନ୍ଧୁବାନ୍ଧବ ଓ ଜ୍ଞାତିକୁଟୁମ୍ବଙ୍କର ସ୍ତ୍ରୀଲୋକ ମାନେ ଚାଉଳ, ଚନ୍ଦନ, ତିଳକ ଲଗାଇ ବନ୍ଧାପନା କରିଥାନ୍ତି । ଝିଅକୁ  ସାବୁନ, ପାଉଡର, ମୁଣ୍ଡ ବାଳ ତେଲ, ଅତର,ନକପାଲିଶ, ଅଳତା,ପୋଷାକ ଓ ଟଙ୍କା ଆଦି ଉପହାର ଦେଇଥିଲେ।   ପୁଷ୍ପବତୀ ହୋମ ବନ୍ଧାପନା ପରେ  ଅତିଥିଗଣଙ୍କୁ ଭୁରି ଭୋଜନ ଦ୍ୱାରା  ଆପ୍ୟାୟିତ କରାଯାଇଥିଲା।  ଓ ବି ଶି,  ଆଦିବାସୀ ଓ ହରିଜନ ଜାତିରେ ଏହି ପରମ୍ପରା ବହୁ ଦିନରୁ ଚାଲି ଆସିଛି। ଏହିପରି ଝିଅ କର୍ମ  ହୋଇ ସାତ ଦିନ ପରେ  ଘରୁବାହାର କରାଯାଏ। ସାତ ଦିନ ଝିଅ କୌଣସି ପୁରୁଷର ମୁହଁକୁ ଦେଖି ନ ଥାଏ । ଘରବାଡ଼ିପଟେ ସ୍ନାନ ଶୌଚ ହୋଇ ଘର କୋଣରେ ବିଶ୍ରାମ ନେଇଥାଏ । ଏହି ଦିନ ଠାରୁ ତିନି ଚାରି ବର୍ଷ ପରେ  ବିବାହ ଯୋଗ୍ୟା ହେଲା ବୋଲି  ଧରାଯାଏ। କର୍ମ ସମୟ ର ନକ୍ଷତ୍ର ଓ ଲଗ୍ନ ସହିତ ବରପାତ୍ରର ଜନ୍ମ କୋଷ୍ଟି ମେଳଖୁଆଇ ବିବାହ ସ୍ଥିର କରାଯାଇଥାଏ । ଏହି ଦିବସ ଓ ସମୟ ଝିଅ ଜୀବନର ଗୁରୁତ୍ୱପୂର୍ଣ୍ଣ ଏବଂ ଭବିଷ୍ୟତ ନିର୍ଣ୍ଣାୟକ ହୋଇ ଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like