-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବର୍ଲିନ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ବୌଦ୍ଧର ଶିତିକଣ୍ଠ ଖେତୀ

19-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): ଓଡିଶା ପାଇଁ ଏକ ଗୌରବମୟ  ମୁହୂର୍ତ୍ତରେ ବର୍ଲିନ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ସମ୍ମାନଜନକ ପ୍ରତିଭା ବିକାଶ କାର୍ଯ୍ୟକ୍ରମ ବର୍ଲିନାଲେ ଟ୍ୟାଲେଣ୍ଟସ୍ ୨୦୨୫ ପାଇଁ ମନୋନୀତ ହୋଇଛନ୍ତି  ଜଣେ ଓଡ଼ିଆ ପୁଅ l ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଶିମିଳପଦର ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ବିନାୟକ ଖେତୀ ଓ ଗୀତାଞ୍ଜଳୀ ଖେତିଙ୍କ ସୁପୁତ୍ର ଶିତିକଣ୍ଠ ଖେତୀ ଏହି ବିରଳ ସୁଯୋଗ ଲାଭ କରିବାରେ ସେ ହେଉଛନ୍ତି ଓଡ଼ିଶାର ପ୍ରଥମ ଫିଲ୍ମ ନିର୍ମାତା l  ସେ ଜଣେ ସ୍ଵଶିକ୍ଷିତ ନିର୍ଦେଶକ, ସମ୍ପାଦକ ଓ ସିନେମୋଟୋଗ୍ରାଫର l    ଶିତିକଣ୍ଠ ତାଙ୍କ ନିର୍ଦେଶିତ ଡକୁମେଣ୍ଟାରୀ ଜି-୨୦ ଭଳି ସମ୍ମାନଜନକ ସମ୍ମିଳନୀରେ ପ୍ରଦର୍ଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି l ସେ ଆଗରୁ ମିଳିତ ଜାତିସଂଘ, ୟୁଏନଡିପି , ୟୁଏନ- ଓମେନ, ୟୁନିସେଫ, ନ୍ୟାସନାଲ ଜିଓଗ୍ରାଫିକ ଚ୍ୟାନେଲ, ଡ଼ିସକଭରୀ, ବିବିସି, ଅଲଜାଜୀରା ଭଳିଆ ସଂସ୍ଥାରେ କାମ କରିଛନ୍ତି l ତାଙ୍କର ସଦ୍ୟତମ ପ୍ରୋଜେକ୍ଟ, ଚିଙ୍ଗାରି- ଦି ସ୍ପାର୍କ, ଯେଉଁଠାରେ ସେ ସହକାରୀ ନିର୍ଦ୍ଦେଶକ, ସମ୍ପାଦକ ଏବଂ ସାଉଣ୍ଡ ଡିଜାଇନର୍ ଭାବରେ କାର୍ଯ୍ୟ କରିଥିଲେ, ବୁସାନ୍ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ୨୦୨୩ ରେ ପ୍ରିମିୟର୍ ହୋଇଥିଲା | ତାଙ୍କ ସମ୍ପାଦିତ ଆଇଜ ଅଫ ଡାରକନେସ ୨୦୧୭ ରେ ଜାତୀୟ ପୁରସ୍କାର ଲାଭ କରିଛି  | ଏଥିସହ, ୨୩ ଉଇଣ୍ଟର, ଯେଉଁଠାରେ ସେ ସହକାରୀ ନିର୍ଦ୍ଦେଶକ ଏବଂ ସମ୍ପାଦକ ଭାବରେ କାର୍ଯ୍ୟ

କରିଥିଲେ, l IFFK କେରଳ, ଦକ୍ଷିଣ ଏସୀୟ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ନ୍ୟୁୟର୍କ ଏବଂ IFFI ଗୋଆ ଭଳି ପ୍ରମୁଖ ଉତ୍ସବରେ ସ୍କ୍ରିନ କରାଯାଇଥିଲା | ତାଙ୍କ ଚୟନ ଉପରେ ସେ କୁହନ୍ତି, "ବର୍ଲିନାଲେ ପ୍ରତିଭା ଏକ ବିରଳ ସୁଯୋଗ ଏବଂ ମୁଁ ଏହି ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ଓଡିଶାର ପ୍ରତିନିଧିତ୍ୱ କରି ଅତ୍ୟନ୍ତ ଆନନ୍ଦିତ ଅଟେ।" ଏହି ପ୍ରତିଭା କାର୍ଯ୍ୟକ୍ରମ ରେ ବିଶ୍ୱ ର ବଛା ବଛା ୨୦୦ ଜଣ ନିର୍ଦେଶକ, ଲେଖକ କେମେରାମ୍ୟାନ ଆଦି ଯୋଗ ଦେବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like